-+91-9937148622 |

prerana_bgr@rediffmail.com |

  Friday 12th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଲ୍ୟ ବିବ।ହ ବନ୍ଦ କରିବା ଓ କିଶୋରୀ ସଶକ୍ତି ବୈଠକ ଅନୁଷ୍ଠିତ ହେଇଯାଇଛି    (12-Jun-2026)       ||      ଏସବିଆଇ ଏଲଡିଏମ ଙ୍କ ଦ୍ୱାରା ସମ୍ବଲପୁର ରେଙ୍ଗାପଡ଼ାଠାରେ ‘ଖେତ ବଞ୍ଚାଅ ଅଭିଯାନ’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ*   (12-Jun-2026)       ||      କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ    (12-Jun-2026)       ||      *ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   (12-Jun-2026)       ||      ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   (11-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   (11-Jun-2026)       ||      ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   (11-Jun-2026)       ||      ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ    (11-Jun-2026)       ||      *ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   (11-Jun-2026)       ||      ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   (11-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   (11-Jun-2026)       ||      ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   (11-Jun-2026)       ||      ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   (11-Jun-2026)       ||      ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ    (11-Jun-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଂଚଳରେ ତିନିଟିକିଆ ହାତୀପଲ, ଲୋକଙ୍କ ମଧ୍ୟରେ ଭୟ   (11-Jun-2026)       ||      ବରପାଲି ରେଲୱେ ଉପଭୋକ୍ତା କମିଟି ଗଠିତ   (11-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ    (11-Jun-2026)       ||      ଜାତୀୟ କଳାକାର ସମ୍ମାନ ୨୦୨୬ ରେ "ଚିନ୍ମୟ କୁମାର" ନାଟ୍ୟଶାସ୍ତ୍ର ସମ୍ମାନରେ ସମ୍ମାନିତ   (11-Jun-2026)       ||      ନୂଆବଜାର ଛକ ଖୋଳି ଗେଲ୍ ଇଣ୍ଡିଆ ଛୁ’: ରାସ୍ତାସାରା କାଦୁଅ ପଚ୍ ପଚ୍ | ଖାଲରେ ପଡି ଏସ୍ ସିବିରେ ଭର୍ତ୍ତି ।ସରକାର ଙ୍କୁ ଗାଳି କଲେ ଯାତ୍ରୀ   (11-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||     

HOME   ଦେଶ ବିଦେଶ

ସାହିତ୍ୟ ଏକାଡେମୀର ପୁସ୍ତକ ଆଲୋଚନା, ଗୌରହରି ଦାସଙ୍କ ଗଳ୍ପ ସଙ୍କଳନ ‘କଣ୍ଟା ଓ ଅନ୍ୟାନ୍ୟ ଗଳ୍ପ’ ଏକ ସାର୍ଥକ ସୃଷ୍ଟି: କୃଷ୍ଣା ଭଟ୍ଟାଚାର୍ଯ୍ୟ

29-May-2024



କୋଲକାତା(ପ୍ରେରଣା ଖବର ): କେନ୍ଦ୍ର ସାହିତ୍ୟ ଏକାଡେମୀର ଆଞ୍ଚଳିକ କାର୍ଯ୍ୟାଳୟ, କୋଲକାତା ପ୍ରେକ୍ଷାଳୟରେ ଏକ ପୁସ୍ତକ ଆଲୋଚନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ଆଲୋଚକ ଭାବେ ଯୋଗ ଦେଇ ବଙ୍ଗଳାରେ ଅନୂଦିତ ଏବଂ ସାହିତ୍ୟ ଏକାଡେମୀ ଦ୍ୱାରା ପ୍ରକାଶିତ ଚାରିଟି  ପୁସ୍ତକ ସମ୍ପର୍କରେ ଚର୍ଚ୍ଚା କରିଥିଲେ ବିଶିଷ୍ଟ ଅନୁବାଦିକା ପ୍ରଫେସର କୃଷ୍ଣା ଭଟ୍ଟାଚାର୍ଯ୍ୟ ଏବଂ ଶ୍ୟାମଳ ଭଟ୍ଟାଚାର୍ଯ୍ୟ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ସ୍ୱାଗତ ଭାଷଣ ସହିତ ଅତିଥି ପରିଚୟ ପ୍ରଦାନ କରିଥିଲେ ସାହିତ୍ୟ ଏକାଡେମୀ କୋଲକାତାର ଭାରପ୍ରାପ୍ତ ଅଧିକାରୀ କ୍ଷେତ୍ରବାସୀ ନାଏକ। ଡକ୍ଟର ଗୌରହରି ଦାସଙ୍କ ଏକାଡେମୀ ପୁରସ୍କାରପ୍ରାପ୍ତ ମୂଳ ଓଡ଼ିଆ ଗଳ୍ପ ସଙ୍କଳନ ‘କଣ୍ଟା ଓ ଅନ୍ୟାନ୍ୟ ଗଳ୍ପ’ର ବଙ୍ଗଳା ଅନୁବାଦ ପୁସ୍ତକ ସମ୍ପର୍କରେ ଆଲୋଚନା କରିବା ପୂର୍ବକ ପ୍ରଫେସର ଭଟ୍ଟାଚାର୍ଯ୍ୟ କହିଥିଲେ ଯେ, ସଂକଳନର ଗଳ୍ପଗୁଡ଼ିକରେ ସାମ୍ପ୍ରତିକ ସମାଜର ନିଛକ ପ୍ରତିଛବି ରହିଛି। ଏହା ଏକ ସାର୍ଥକ ସୃଷ୍ଟି। ମୁଖ୍ୟତଃ ନାରୀ ଚରିତ୍ରମାନଙ୍କର କଥା କହିବାବେଳେ ଲେଖକଙ୍କର ବର୍ଣ୍ଣନା ଖୁବ୍ ଜୀବନ୍ତ ଓ ମର୍ମସ୍ପର୍ଶୀ ହୋଇଛି। ଗଳ୍ପଗୁଡ଼ିକ ପଢ଼ିବା ବେଳେ ପାଠକକୁ ଲାଗିବ ଯେମିତି କି ସେ ତାହାର ଆଖପାଖରେ ସେମାନଙ୍କୁ ଦେଖିଛି। ଡକ୍ଟର ଦାସଙ୍କ ଏକାଧିକ ଗଳ୍ପରେ କୁସଂସ୍କାର ଓ ଅନ୍ଧବିଶ୍ୱାସ ହେତୁ କିଭଳି ନାରୀ ନିର୍ଯାତିତ ହେଉଛି ତାହାର କାହାଣୀ ଉପସ୍ଥାପିତ ହୋଇଛି। ଆଉ କେତେକ ଗଳ୍ପରେ ଅସାଧୁ ଏବଂ ଲୋଭୀ ମଣିଷର ନଗ୍ନ ଚରିତ୍ରକୁ ପଦାରେ ପକାଇଛନ୍ତି ଗାଳ୍ପିକ। ସଂକଳନର ଷୋହଳଟି ଗଳ୍ପ ସଂପର୍କରେ ମାର୍ମିକ ଭାବରେ ଆଲୋଚନା କରିଥିଲେ ପ୍ରଫେସର ଭଟ୍ଟାଚାର୍ଯ୍ୟ। ସୂଚନାଯୋଗ୍ୟ ଯେ ୨୦୧୨ ମସିହାରେ ଗଳ୍ପ ସଙ୍କଳନ ‘କଣ୍ଟା ଓ ଅନ୍ୟାନ୍ୟ ଗଳ୍ପ’ ପାଇଁ ଡକ୍ଟର ଦାସ ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟ ତିନିଟି ବଙ୍ଗଳା ଅନୁବାଦ ପୁସ୍ତକ ସମ୍ପର୍କରେ ଆଲୋଚନା କରିଥିଲେ ବିଶିଷ୍ଟ ଅନୁବାଦକ ଶ୍ୟାମଳ ଭଟ୍ଟାଚାର୍ଯ୍ୟ। ସେଗୁଡ଼ିକ ହେଉଛି ବେଦ ରାହୀଙ୍କ ଡୋଗ୍ରୀ ଗଳ୍ପ ସଙ୍କଳନ ‘ଆୟ ରେ’, ଓମ ଗୋସ୍ୱାମୀଙ୍କ ଡୋଗ୍ରୀ ସଙ୍କଳନ ‘ସୋନାର ପକ୍ଷୀ’ ଏବଂ ମୋହନ ଭଣ୍ଡାରୀଙ୍କ ପଞ୍ଜାବୀ ଗଳ୍ପ ସଙ୍କଳନ ‘କୁମାରୀ ହରିନୀର ଚୋଖ’। ଶେଷରେ ଆଲୋଚକଦ୍ୱୟ ଶ୍ରୋତାଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ବଙ୍ଗଳା ଭାଷାର ବହୁ ଲେଖକ ଏବଂ ଅନୁବାଦକ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଲ୍ୟ ବିବ।ହ ବନ୍ଦ କରିବା ଓ କିଶୋରୀ ସଶକ୍ତି ବୈଠକ ଅନୁଷ୍ଠିତ ହେଇଯାଇଛି   12-Jun-2026
  ଜିଲ୍ଲା  
ଏସବିଆଇ ଏଲଡିଏମ ଙ୍କ ଦ୍ୱାରା ସମ୍ବଲପୁର ରେଙ୍ଗାପଡ଼ାଠାରେ ‘ଖେତ ବଞ୍ଚାଅ ଅଭିଯାନ’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ*   12-Jun-2026
  ଜିଲ୍ଲା  
କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ   12-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   12-Jun-2026
  ଜିଲ୍ଲା  
ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   11-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   11-Jun-2026
  ଜିଲ୍ଲା  
ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   11-Jun-2026
  ଜିଲ୍ଲା  
ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ   11-Jun-2026
  ଜିଲ୍ଲା  
*ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   11-Jun-2026
  ଜିଲ୍ଲା  
ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   11-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   11-Jun-2026
  ଅପରାଧ  
ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   11-Jun-2026

You Might Also Like