-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||     

HOME   ଜିଲ୍ଲା

ସ୍ମୃତି ଓ ଶ୍ରଦ୍ଧାଞ୍ଜଳି ସଭା-  ସ୍ୱର୍ଗତ ଗୋପୀରାମ ଅଗ୍ରୱାଲଙ୍କୁ ସମାଜ ଗୌରବରେ ସମ୍ମାନ କରାଗଲା

27-Dec-2020



ବଲାଙ୍ଗିର, (ସନ୍ତୋଷ କୁମାର ଠାକୁର)- ବରିଷ୍ଠ ଆଇନଜୀବୀ, ସମାଜ ସେବୀ ସ୍ୱର୍ଗତ ଗୋପୀରାମ ଅଗ୍ରୱାଲଙ୍କ ଗତ ୧୯ ତାରିଖରେ ସ୍ୱର୍ଗବାସ ହୋଇଥିଲା । ସେ ଅଞ୍ଚଳର ଜଣେ ଜଣାଶୁଣା ସମାଜସେବୀ ଥିଲେ । ଆଜି ବଲାଙ୍ଗିର ସହରର ସେବା ସଦନ ପରିସରରେ ତାଙ୍କ ସ୍ମୃତି ଚାରଣ ପାଇଁ ଏକ ଶ୍ରଦ୍ଧାଞ୍ଜଳି ସଭାର ଆୟୋଜନ ମାରୱାଡି ସମ୍ବେଳନର ଅଧ୍ୟକ୍ଷ ମହେନ୍ଦ୍ର ଅଗ୍ରୱାଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲ । ଏହି ଅବସରରେ ସ୍ୱର୍ଗତ ଗୋପୀରାମ ଅଗ୍ରୱାଲଙ୍କୁ ମରୋଣତ୍ତର ସମାଜ ଗୌରବରେ ସମ୍ମାନିତ କରାଯାଇଥିଲା ।  ନାଗରିକ କମିଟୀର ସଭାପତି ବିକ୍ରମ ବହିଦାର, ମାରୱାଡି ପଞ୍ଚାୟତ ସଭାପତି ପ୍ରକାଶ ଅଗ୍ରୱାଲ, ସମାଜ ସେବୀ ଇଂ ମଗନଲାଲ ଅଗ୍ରୱାଲ, ସ୍ୱର୍ଗତ ଗୋପୀବ ବାବୁଙ୍କ ପୁଅ ଦିନ ଦୟାଲ ଅଗ୍ରୱାଲ ମଞ୍ଚାସୀନ ଥିଲେ । ସଭାକୁ ପରିଚାଳନା କରିଥିଲେ ମାରୱାଡି ସମ୍ବିଳନର ସଂପାଦନ ମୋହନ ଅଗ୍ରୱାଲ । ସ୍ୱର୍ଗତ ଗୋପୀରାମ ଅଗ୍ରୱାଲଙ୍କ ଚିତ୍ରରେ ପୁଷ୍ପାଞ୍ଜଳୀ ଅର୍ପଣ ସହିତ ବିଭିନ୍ନ ବକ୍ତାମାନେ ଗୋପୀରାମଙ୍କ ରାଷ୍ଟ୍ର ଏବଂ ସମାଜ ପ୍ରତି ଅବଦାନକୁ ମନେପକାଇ ଥିଲେ । ଏହି ଅବସରରେ ନାଗରିକ କମିଟୀ ସମ୍ପାଦକ ବିଷ୍ଣୁପ୍ରସଦା କେଡିଆ, ଗୌରିଶଙ୍କର ଅଗ୍ରୱାଲ, ମନୋଜ ଜୈନ, ସଞ୍ଜୟ ଅଗ୍ରୱାଲ, ଗଜାନନ ଅଗ୍ରୱାଲ, ସମୀର ଅଗ୍ରୱାଲ, କୈଳାସ ଅଗ୍ରୱାଲ, ନନ୍ଦ କିଶୋର ଅଗ୍ରୱାଲ, ବାବୁଲାଲ ଖେଡିଆ, ରାଦେଶ ଅଗ୍ରୱାଲଙ୍କ ସହିତ ବହୁ ସଂଖ୍ୟାରେ ସଦସ୍ୟ ଗଣ ଉପସ୍ଥିତ ଥିଲେ । ଗୋପୀବାବୁଙ୍କ ଛୋଟ ଭାଇ ଶୁଶିଲ ଅଗ୍ରୱାଲ, କୋଲ୍‌ଡି ଅଗ୍ରୱାଲ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   31-Oct-2026
  ଜିଲ୍ଲା  
ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   31-Oct-2026
  ଜିଲ୍ଲା  
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   31-Oct-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ   31-Oct-2026
  ଜିଲ୍ଲା  
*ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   31-Oct-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   31-Oct-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   31-Oct-2026

You Might Also Like