-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||      *ନିସହାୟ ଧନୁ ବରିହାଙ୍କ ଘରେ ପହଞ୍ଚିଲେ ଜିଲ୍ଲାପାଳ*   (11-Apr-2026)       ||      ଭିତ୍ତିଭୂମୀ ନିର୍ମାଣରେ ଇତିହାସ ରଚିଲା ଓଡିଶା,୧୭ଟି ପ୍ରକଲ୍ପକୁ ବିଶ୍ୱକର୍ମା ପୁରସ୍କାର, ବଲାଙ୍ଗୀରର କ୍ୟାନସର ହସପିଟାଲ ଓ ଲୋୟର ସୁକତେଲ ପ୍ରକଲ୍ପ ପୁରସ୍କୃତ   (11-Apr-2026)       ||      ଦାଦନ ଖଟିବାକୁ ଯାଇଥିବା ଯୁବକର ମୃତଦେହ ଘରକୁ ଫେରିଲା   (11-Apr-2026)       ||      ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଗୋଷ୍ଠୀଗତ ବିବାହ ପାଇଁ ପ୍ରସ୍ତୁତି ବୈଠକ   (11-Apr-2026)       ||      *ବିଶ୍ଵ ହୋମିଓପ୍ୟାଥିକ ଦିବସ ପାଳିତ* *(ଡାକ୍ତର ସି.ଫେଡ୍ରିକ୍.ସାମୁଏଲ୍ ହ୍ୟାନିମାନ୍ ଙ୍କ ୨୭୨ ତମ ଜୟନ୍ତୀ ପାଳିତ)*   (11-Apr-2026)       ||     

HOME   ଜିଲ୍ଲା

୩ଦିନ ବିଦ୍ୟତ୍‌ବିଭ୍ରାଟ ଯୋଗୁଁ ବଲାଙ୍ଗୀରବାସୀ ଅତିଷ୍ଠ,ପୌରାଧ୍ୟକ୍ଷାଙ୍କ ଉଦବେଗ ଅଧିକ୍ଷଣଯନ୍ତ୍ରୀଙ୍କୁ ଭେଟି ସମାଧାନ ପାଇଁ ଆଲୋଚନା

31-May-2024



ବାଲାଙ୍ଗୀର(ପ୍ରେରଣା ଖବର) ବଲାଙ୍ଗୀର ସହରରେ ବାରମ୍ବାର ବିଦ୍ୟୁତବିଭ୍ରାଟ ଲାଗିରହିଛି । ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ଯୋଗୁଁ ତାପମାତ୍ରା ୪୬ଡିଗ୍ରୀ ଉପରେ ରହୁଥିବା ବେଳେ ଗତ ତିନିଦିନ ହେଲା ବାରମ୍ବାର ଘଣ୍ଟା ଘଣ୍ଟା ଧରି ବିଦ୍ୟୁତବିଭ୍ରାଟ ହେଉଥିବାରୁ ଜନସାଧାରଣ ଅତିଷ୍ଠ ହୋଇପଡିଛନ୍ତି । ଲୋକଙ୍କ ଅସନ୍ତୋଷକୁ ନେଇ ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ ମଧ୍ୟ ଉଦବେଗ ପ୍ରକାଶ କରିଛନ୍ତି । ଶ୍ରୀମତୀ ସାହୁ ଆଜି ଏକ ପ୍ରତିନିଧିଦଳଙ୍କୁ ନେଇ ବଲାଙ୍ଗୀର ବିଦ୍ୟୁତବିଭାଗର ଅଧିକ୍ଷଣଯନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପହଞ୍ଚି ବିଦ୍ୟୁତ ସମସ୍ୟା ନେଇ ଆଲୋଚନା କରିଛନ୍ତି । ଚଳିତବର୍ଷ ବିଦ୍ୟୁତବିଭ୍ରାଟ କାରଣରୁ ଲୋକମାନେ ଅତିଷ୍ଠ ହୋଇପଡିଲେଣି ତେଣୁ ସମସ୍ୟାର ସମାଧାନ କରାଯାଉ ନଚେତ ଲୋକମାନଙ୍କୁ ଆନ୍ଦୋଳନ ମୁହାଁ କରାନଯାଉ ବୋଲି ଚେତାବନୀ ମଧ୍ୟ ଦେଇଛନ୍ତି । ଆଲୋଚନା କାଳରେ ସହରର କେତେକ ଅଞ୍ଚଳରେ ଅଧିକ ଲୋଡ କାରଣରୁ ପୁରୁଣାତାର ଛିଣ୍ଡି ଯାଉଛି କିମ୍ବା ଅତ୍ୟଧିକ ଗରମରେ ତରଳିଯାଉଛି ତେଣୁ ବିଦ୍ୟୁତବିଭ୍ରାଟ ହେଉଛି ବୋଲି ଅଧିକ୍ଷଣଯନ୍ତ୍ରୀ ଇଂ. ଆଶିଷ ପଣ୍ଡା କହିଥିଲେ । ତେବେ ପୂର୍ବରୁ ବିଦ୍ୟୁତବିଭାଗ କାହିଁକି ପ୍ରସ୍ତୁ ରହୁନାହିଁ ବୋଲି ଉପସ୍ଥିତ ପୌରାଧ୍ୟକ୍ଷା ଶ୍ରୀମତୀ ସାହୁ ଓ ଅନ୍ୟମାନେ ଯନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ । ଫଳରେ ଯନ୍ତ୍ରୀ ଏହାର କୌଣସି ଉତ୍ତର ଦେଇନପାରି ସମସ୍ୟାର ସମାଧାନ ପାଇଁ ଆଉ ୩ରୁ ୪ଦିନ ସମୟ ଦେବାକୁ ଅନୁରୋଧ କରିଥିଲେ । ଆଲୋଚନା ବେଳେ ପୌରାଧ୍ୟକ୍ଷା କହିଥିଲେ ଯେ,ବଲାଙ୍ଗୀର ସହରରେ ଅନେକ ଅଞ୍ଚଳକୁ କେବୁଲିଂ କରାଯାଇ ପାରିନାହିଁ । ସେହିପରି ଅନେକ ସ୍ଥାନରେ ନୂଆ ଟ୍ରାନ୍ସଫର୍ମର ବସାଇବାର ଥିଲେ ହେଁ ତାହା କରାଯାଇ ନାହିଁ । ଆଗାମୀ ଦିନରେ ଏଥିପ୍ରତି ଧ୍ୟାନ ଦେବାକୁ ସେ ଅଧିକ୍ଷଣ ଯନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ । ଆଜିର ଆଲୋଚନାରେ ପୌରାଧ୍ୟକ୍ଷା ଲିକା ସାହୁଙ୍କ ସହିତ ଉପାଧ୍ୟକ୍ଷା ଗାୟତ୍ରୀ ଭୋଇ,ବିଜେଡି ନଗରସଭାପତି ତଥା କାଉନସିଲର ଶମ୍ଭୁ ନାଗ,ଯୁବନେତା ଚନ୍ଦ୍ରମଣୀ ତ୍ରୀପାଠୀ,ବୁଲୁ ବେହେରା,ବିଭୂତିଭୂଷଣ ମିଶ୍ର ସମେତ ଆହୁରି ଅନେକ ଲୋକ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026
  ଜିଲ୍ଲା  
*ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   12-Apr-2026
  ଜିଲ୍ଲା  
ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   12-Apr-2026
  ଜିଲ୍ଲା  
ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   12-Apr-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   12-Apr-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   12-Apr-2026

You Might Also Like