-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ବିଦ୍ୟୁତ୍ ଆଘାତରେ କାର୍ଯ୍ୟରତ ଯୁବ ଲାଇନ୍ ମେନ ଙ୍କ ଅକାଳ ବିୟୋଗ,

02-Jun-2024



(ପ୍ରେରଣା ଖବର )
ବିଦ୍ୟୁତ୍ ଆଘାତରେ କାର୍ଯ୍ୟରତ ଯୁବ ଲାଇନ୍ ମେନ ଙ୍କ ଅକାଳ ବିୟୋଗ, ଆଜି ଏପରି କିଛି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗିର ସହରରେ l ବଲାଙ୍ଗିର ସହର ରୁଗୁଡ଼ି ପଡା ଠାରେ ଏକ ଇଲେକ୍ଟ୍ରି ଖୁଣ୍ଟ କୁ ଚଢ଼ି ବିଦ୍ୟୁତ୍ ମରାମତି କାମ କରୁଥିବା ସମୟରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଲାଇନ୍ ମେନ ଙ୍କ ମୃତ୍ୟୁ ଘଟିଛି l ମୃତ ଲାଇନ୍ ମେନ ଙ୍କ ନାମ ଅନୁପ ଚନ୍ଦ୍ର ସିଂହ (୩୧) ଓ ତାଙ୍କ ଘର ବଲାଙ୍ଗିର ଜିଲ୍ଲା ପୁଇଁତଳା ବ୍ଲକ ରଣ୍ଡା ପଞ୍ଚାୟତ ଅଧୀନସ୍ଥ ମେହେରମୁଣ୍ଡା ଗ୍ରାମ ବୋଲି ଜଣାପଡ଼ିଛି l ଗତ ୩ ବର୍ଷ ହେଲା ସେ ବଲାଙ୍ଗିର ଟାଟା ପାୱାର ରେ ଜଣେ ଚୁକ୍ତିଭିତ୍ତିକ ଲାଇନ୍ ମେନ ଭାବେ କାମ କରିଆସୁଥିଲେ lଆଜି ଦିନ ପ୍ରାୟ ୧ଟା ସମୟରେ ଅନୁପ ନିଜର ସହକର୍ମୀ ଙ୍କ ସହ ମିଶି  ସହରର ବିଭିନ୍ନ ସ୍ଥାନରେ ବିଦ୍ୟୁତ୍ ମରାମତି କାମ ରେ ବାହାରି ଥିଲେ l ତେବେ ତାଙ୍କୁ କଣ ଜଣା ଥିଲା ମୃତ୍ୟୁ କେଉଁ ଏକ ମୋଡରେ ତାଙ୍କ ପାଇଁ ଛକି ବସିଛି l ସହର ର ରୁଗୁଡି ପଡା ଠାରେ ଏକ ଇଲେକ୍ଟ୍ରି ଖୁଣ୍ଟ କୁ ଚଢ଼ି ବିଦ୍ୟୁତ୍ ମରାମତି କାମ କରୁଥିବା ସମୟରେ ଅସାବଧାନତା ବଶତଃ ବିଦ୍ୟୁତ ସଂସ୍ପର୍ଶରେ ଆସି ଘଟଣାସ୍ଥଳରେ ହିଁ ତାଙ୍କର ପ୍ରାଣବାୟୁ ଉଡିଯାଇଥିଲା l ଅନୁପ ଙ୍କ ସହକର୍ମୀ ମାନେ  ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବୀରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ l ତେବେ ପ୍ରଶାସନ ଓ ଟାଟା ପାୱାର କମ୍ପାନୀ ର ଅଧିକାରୀ ଆସି ଲୋକଙ୍କୁ ବୁଝାସୁଝା କରିବା ସହ କ୍ଷତିପୁରଣ ପାଇଁ ପ୍ରତିଶ୍ରୁତି ଦେବା ପରେ ଲୋକମାନେ ଧାରଣାରୁ ଓହ୍ଲାଇ ଥିଲେ l ମୃତକଙ୍କ ଶବ ବ୍ଯବଚ୍ଛେଦ ପରେ ପରିବାର ଲୋକ ଙ୍କୁ ଶବ ହସ୍ତାନ୍ତର କରାଯାଇଛି l ସୂଚନଯୋଗ୍ୟ ଯେ, ଟାଣ ଖରା କୁ ଦେଖି ଦିନ ୧୧ ଟା ରୁ ୩ ଟା ପର୍ଯ୍ୟନ୍ତ ବାହାରେ କୌଣସି କାମ କରିବାକୁ ସରକାର ମନା କରିଥିବା ବେଳେ ଟାଟା ପାୱାର କମ୍ପାନୀ ଅନୈତିକ ଭlବରେ ଏପରି କର୍ମଚାରୀଙ୍କୁ କାମ ରେ ନିୟୋଜିତ କରୁଛି l ଟାଟା ପାୱାର କମ୍ପାନୀର ଚରମ ଅନୁପ ତାଙ୍କ ପରିବାର ର ଏକମାତ୍ର ରୋଜଗାରିଆ ପୁଅ ଥିଲେ l ଟାଟା ପାୱାର ଅଧିକାରୀଙ୍କ ଚରମ ଅବହେଳା ଯୋଗୁଁ ଆଜି ଗୋଟିଏ ନୀରିହ ଜୀବନ ଚାଲିଗଲା l ଏହାର୍ ଉପଯୁକ୍ତ ତଦନ୍ତ ହୋଇ ମୃତକଙ୍କୁ କ୍ଷତିପୂରଣ ପ୍ରଦାନ ପାଇଁ ମୃତକଙ୍କ ପରିବାର ଲୋକେ ଦାବି କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like