-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||     

HOME   ରାଜ୍ୟ

ରାୟଗଡ଼ା: ହେଲମେଟ୍ ନ ପିନ୍ଧି ଜରିମାନା ଗଣିଲେ ରାଜ୍ୟସଭା ସାଂସଦ

27-Dec-2020



ରାୟଗଡ଼ା (ପ୍ରେରଣା ଖବର) : ହେଲମେଟ୍ ନ ପିନ୍ଧି ରାଜ୍ୟସଭା ସାଂସଦ ଏନ ଭାସ୍କର ରାଓ ୫୦୦ ଟଙ୍କା ଜରିମାନା ଗଣିବା ଘଟଣା ରାୟଗଡ଼ାରେ ଚର୍ଚ୍ଚାର ବିଷୟ ହୋଇଛି। ତାଙ୍କ ସହ ବିଜୁ ଜନତା ଦଳର ଅନ୍ୟ ୭ଜଣ କର୍ମୀଙ୍କ ଠାରୁ ମଧ୍ୟ ପୁଲିସ ଜରିମାନା ଆଦାୟ କରିଥିବା ଜଣାଯାଇଛି। ସୂଚନାଯୋଗ୍ୟ, ବିଜୁ ଜନତା ଦଳର ୨୪ତମ ପ୍ରତିଷ୍ଠା ଦିବସ ଅବସରରେ ନୂଆ ବସଷ୍ଟାଣ୍ଡରେ ଦଳୀୟ କର୍ମୀ ଓ ନେତା ମାନେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଏହାପରେ ଏକ ମୋଟର ସାଇକେଲ ରାଲିରେ ସେମାନେ ବଂଶୀକ୍ରିଷ୍ଣା ମଣ୍ଡପକୁ ଯାଇଥିଲେ। ସେହି ସମୟରେ ରାଜ୍ୟସଭା ସାଂସଦ ଏନ ଭାସ୍କର ରାଓ ବିନା ହେଲମେଟରେ ଏକ ଧଳା ରଙ୍ଗର ସ୍କୁଟି ଚଳାଉଥିଲେ। ପୁଲିସ ସାଂସଦଙ୍କ ନିକଟରେ ପହଞ୍ଚି ଜରିମାନା ଆଦାୟ କରିଥିଲା। ଜରିମାନା ଦେବା ପରେ ଏନ ଭାସ୍କର ରାଓ  କହିଛନ୍ତି ଯେ ଆଇନ ସମସ୍ତଙ୍କ ପାଇଁ ସମାନ। ଦେଶର ଆଇନକୁ ସେ ସମ୍ମାନ ଜଣାଉଛନ୍ତି ବୋଲି କହିଛନ୍ତି ରାଜ୍ୟସଭା ସାଂସଦ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   31-Oct-2026
  ଜିଲ୍ଲା  
ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   31-Oct-2026
  ଜିଲ୍ଲା  
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   31-Oct-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ   31-Oct-2026
  ଜିଲ୍ଲା  
*ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   31-Oct-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   31-Oct-2026

You Might Also Like