-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||     

HOME   ଜିଲ୍ଲା

ବୀରମହାରାଜପୁରରେ ଭାଙ୍ଗିଲା ବିଜେଡି ଦୁର୍ଗ, ଫୁଟିଲା ପଦ୍ମ - ୧୪୪ ଧାରା ଲାଗୁ

05-Jun-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ନିର୍ବାଚନ ମଣ୍ଡଳୀରେ ପଦ୍ମ ଫୁଟିଛି। ଏଠାରୁ ୨୦୦୯ରୁ ଏପର୍ଯ୍ୟନ୍ତ ବିଧାୟକ ଥିବା ପଦ୍ମନାଭ ବେହେରା ପରାସ୍ତ ହୋଇଛନ୍ତି। ଇଂଜିନିୟର ରଘୁନାଥ ଜଗଦଲାଙ୍କୁ ୮୫,୩୯୩ ଖଣ୍ଡ ଭୋଟ୍‌ ମିଳିଥିବା ବେଳେ ତାଙ୍କର ନିକଟତମ ପ୍ରାର୍ଥୀ ପଦ୍ମନାଭଙ୍କୁ ୬୩,୫୨୯ ଖଣ୍ଡ ଭୋଟ ମିଳିଛି। ସେହିପରି କଂଗ୍ରେସ ପ୍ରାର୍ଥୀ ପ୍ରଦୀପ ସେଠୀ ୨୨,୪୯୬ ଭୋଟ୍‌ ପାଇଛନ୍ତି। ରଘୁନାଥ ଜଗଦଲା ୨୧,୮୬୬ ଖଣ୍ଡ ଭୋଟ୍‌ ବ୍ୟବଧାନରେ ବିଜୟୀ ହୋଇଛନ୍ତି।ରଘୁନାଥ ଜଗଦଲା ବିଜୟୀ ହେଲା ପରେ ବୀରମହରାଜପୁରରେ ବିଜେପି ନେତା କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖାଯାଇଛି। କର୍ମୀମାନେ କହୁଛନ୍ତି, ବୀରମହାରାଜପୁରରେ ମାଟିର ପୁଅଙ୍କୁ ଲୋକେ ଆଶୀର୍ବାଦ ଦେଇଛନ୍ତି।ସୂଚନାଯୋଗ୍ୟ, ବିଧାୟକ ପଦ୍ମନାଭ ବେହେରା ୨୦୧୯ ବିଧାନସଭା ନିର୍ବାଚନରେ ୬୫,୨୦୨ ଖଣ୍ଡ ଭୋଟ୍‌ ପାଇଥିଲେ। ଏଠାରେ ରାଘୁନାଥ ଜଗଦଲା ୫୨,୧୪୫ ଖଣ୍ଡ ଭୋଟ୍‌ ପାଇଥିଲେ। ରଘୁନାଥ ଜଗଦଲା ମାତ୍ର ୧୩,୦୫୭ ଖଣ୍ଡ ଭୋଟ୍‌ ବ୍ୟବଧାନରେ ପରାସ୍ତ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026

You Might Also Like