-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ରାଜନୀତି

ମାଁ ସମଲେଶ୍ୱରୀଙ୍କ ଆଶୀର୍ବାଦ ନେଲେ କଳିକେଶ,ବଲାଙ୍ଗୀର ବାସୀଙ୍କୁ ଦେଲେ ବିଜୟର ଶ୍ରେୟ

05-Jun-2024



ବଲାଙ୍ଗୀର, ବଲାଙ୍ଗୀର ବିଧାନସଭା କ୍ଷେତ୍ରରୁ ବିଧାୟକ ଭାବରେ ବିଜୟୀ ହେବାପରେ ଆଜି କଳିକେଶ ନାରାୟଣ ସିଂଦେଓ ସପତ୍ନୀକ ମାଁ ସମଲେଶ୍ୱରୀମନ୍ଦିରକୁ ପହଞ୍ଚି ଦେବୀମାଁଙ୍କ ଆଶୀର୍ବାଦ ନେଇଥିଲେ। ବଲାଙ୍ଗୀରକୁ ଏକ ସୁସ୍ଥ, ସବୁଜ ଓ ଅପରାଧମୁକ୍ତ ସହର ଭାବରେ ଗଢିତୋଳିବାକୁ ବଲାଙ୍ଗୀରବାସୀ ସହଯୋଗ କରିଥିବାରୁ ତାଙ୍କର ବିଜୟର ଶ୍ରେୟ ବଲାଙ୍ଗୀରବାସୀଙ୍କୁ ଦେଇଛନ୍ତି । ଏହା ସହିତ ବଲାଙ୍ଗୀରର ବିକାଶ ପ୍ରକଲ୍ପଗୁଡିକୁ ଆଗେଇ ନେବାକୁ ସମସ୍ତଙ୍କର ସହଭାଗିତା ପାଇଁ ଆହ୍ୱାନ ଦେଇଥିଲେ। ଆଜି ପ୍ରାୟ ୯.୩୦ରେ କଳିକେଶ ତାଙ୍କ ପତ୍ନୀ ମେଘନା ସିଂଦେଓ, ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ, ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ପୂର୍ବତନ ପୌରାଧ୍ୟକ୍ଷା ସନ୍ତୋଷିନୀ ବେହେରା, ବଲାଙ୍ଗୀର ବିଜେଡିର ନଗର ସଭାପତି ଶମ୍ଭୁ ନାଗ, ଗୁଲାବ ବାଗ, ଶିବ ବେହେରା ପ୍ରମୁଖଙ୍କୁ ସାଙ୍ଗରେ ନେଇ ସମଲେଶ୍ୱରୀ ମନ୍ଦିର ଓ ପାଟଣେଶ୍ୱରୀ ମନ୍ଦିରକୁ ଯାଇ ଦେବୀମାଁଙ୍କ ଦର୍ଶନ କରିଥିଲେ । ବଲାଙ୍ଗୀର ଜିଲ୍ଲାରେ ଚଳିତ

ନିର୍ବାଚନରେ ବିଜେପିର ସୁନାମୀ ଆସି ବିଜେଡିର କଳିକେଶଙ୍କ ଛାଡି ବାକି ସମସ୍ତେ ହାରିଯାଇଛନ୍ତି । ଏପରିକି କଣ୍ଟାବାଞ୍ଜିରେ ଖୋଦ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ହାରିଯାଇଛନ୍ତି । ଫଳରେ କଳିକେଶଙ୍କ ବିଜୟ ମଧ୍ୟ ଫିକା ପଡିଯାଇଛି । ରାଜ୍ୟରେ ସରକାର ମଧ୍ୟ ବଦଳିଯାଇଛି। ସେହି କାରଣରୁ ବିଜେପି ଦଳରେ ଆଉ ଉତ୍ସାହ ନାହିଁ । ତେବେ ଗତ ୨୦୧୪ ଓ ୨୦୧୯ରେ ବଲାଙ୍ଗୀର ରାଜପରିବାର ନିର୍ବାଚନରେ ହାରିଯାଇଥିଲେ । ସେଥିପାଇଁ ବଲାଙ୍ଗୀରର ବିଜେଡି କର୍ମୀଙ୍କ ମଧ୍ୟରେ ନିରାଶା ରହିଥିଲା । ଏବେ କଳିକେଶଙ୍କ ବିଜୟ ପରେ ବିଜେଡିର କର୍ମୀ ମାନେ ବହୁ ପରିମାଣରେ ଉତ୍ସାହିତ ରହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like