-+91-9937148622 |

prerana_bgr@rediffmail.com |

  Monday 13th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ନିଟ୍ ପରୀକ୍ଷାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପଥରଚେପା ବଲାଙ୍ଗିରର ଛାତ୍ରଛାତ୍ରୀଙ୍କ ଉତ୍କୃଷ୍ଟ ସଫଳତା

05-Jun-2024



ବଲାଙ୍ଗିର(ପ୍ରେରଣା ଖବର): ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପଥରଚେପା, ବଲାଙ୍ଗିରର ଛାତ୍ରଛାତ୍ରୀମାନେ ଏ ବର୍ଷର ନିଟ୍ (NEET) ପରୀକ୍ଷାରେ ବହୁତ ବଡ଼ ସଫଳତା ହାସଲ କରି ଅଞ୍ଚଳକୁ ଗୌରବ ଆଣିଛନ୍ତି। ଏହି ସଫଳତା ତାଙ୍କର  ଦୃଢ଼ ସଂକଳ୍ପ  ଓ କଠୋର ପରିଶ୍ରମ, ଅଧ୍ୟକ୍ଷ ଏବଂ ଶିକ୍ଷକମାନଙ୍କର ସହାୟତା ଓ ପ୍ରେରଣାର ଫଳ। ଏହି ପରୀକ୍ଷାରେ ବିଦ୍ୟାଳୟର ଅନେକ ଛାତ୍ରଛାତ୍ରୀମାନେ ଉତ୍କୃଷ୍ଟ ମାର୍କ ହାସଲ କରିଛନ୍ତି, ନିଶାରାଣୀ ସା(OBC)୬୭୨, ପ୍ରିତିମୟୀ ସାହୁ(OBC) ୬୬୨, ବାସନ୍ତି ମେହେର(OBC) ୬୪୭, ରାହୁଲ କୁମାର ସାହୁ (OBC)୬୧୫, ଅନୁକୂଳ ଓମ ଜଗନ୍କଳ୍ପ ଯୋଶୀ (GENERAL) ୬୧୪, ପ୍ରିତି ପରିଣିତା ପଟେଲ(OBC) ୬୧୨, ଜଲି କୁମ୍ଭାର(SC)୫୮୮, ଆରେଶ୍ମା ସାହୁ (OBC)୫୫୪, ମିଲି ମେହେର (ST) ୫୫୩, ତପସ୍ୱିନୀ ବାଗ (SC)୫୫୨, ସୁଭନକର ନନ୍ଦ (GENERAL) ୫୨୮, ଜ୍ୟୋତିର୍ମୟୀ ନେଗି (OBC) ୫୨୭, ସୌମ୍ୟ ରଞ୍ଜନ ଭୋଇ (OBC) ୫୨୩,ଆୟେଶା ନନ୍ଦ(SC)୫୧୧ ,ଆଲୋକ ଖମାରୀ(OBC)୫୧୧ । ଏହି ସଫଳତା ପରେ ବିଦ୍ୟାଳୟର ଅଧ୍ୟକ୍ଷ କ୍ଷମାନିଧି ଝାଙ୍କର କହିଛନ୍ତି , "ଏହି ସଫଳତା ଆମପାଇଁ ବିଶେଷ ଗର୍ବର ବିଷୟ ଏବଂଛାତ୍ରଛାତ୍ରୀ ମାନଙ୍କର  ଉଜ୍ଜ୍ବଳ ଭବିଷ୍ୟତ କରିବାରେ ଆମେ ନିରନ୍ତର ପ୍ରତିବଦ୍ଧ। ଛାତ୍ରଛାତ୍ରୀ ମାନଙ୍କ ପରିଶ୍ରମ ଓ ନିବିଡ଼ ଅଧ୍ୟୟନର ଫଳରେ ଏହି ସଫଳତା ସମ୍ଭବ ହୋଇଛି।ଏହା ବିଦ୍ୟାଳୟ ପାଇଁ ଗର୍ବର ବିଷୟ ଏବଂ ସବୁ ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କ ପାଇଁ ପ୍ରେରଣା ସ୍ୱରୂପ।  ଅଭିନନ୍ଦନ ସହିତ,  ଭବିଷ୍ୟତରେ ଆଉ ବିଶେଷ ସଫଳତା ଆଶା କରାଯାଉଛି, ଯାହା ଆମ ଶିକ୍ଷା ବ୍ୟବସ୍ଥାର ସ୍ତରକୁ ଉନ୍ନତ କରିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ