-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||     

HOME   ଜିଲ୍ଲା

କଣ୍ଟାମାଳର ନୂତନ ବିଧାୟ କହ୍ନେଇ ଡ଼lଙ୍ଗଙ୍କ ବିଜୟ ଉତ୍ସବ ପାଳନ - ରୋଡ଼ ଶୋ ରେ ସ୍ଵାଗତ ସମ୍ବର୍ଧନା କଲେ ହଜାର ଜନତା* -

05-Jun-2024



(ମନୋରଞ୍ଜନ ତ୍ରିପାଠୀ):  କଣ୍ଟାମାଳର ନୂତନ ବିଧାୟକ କହ୍ନେଇ ଚରଣ ଡାଙ୍ଗଙ୍କୁ ମନମୁଣ୍ଡା  ଠାରେ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରଯାଇଛି l ଚଳିତ ୨୦୨୪ ସଧାରଣ ନିର୍ବାଚନ ରେ ଓଡ଼ିଶାରେ ବିଜେପି ଦଳର ବାଜିମାତ୍ ହୋଇ ଥିବା ବେଳେ କଣ୍ଟାମାଳ ବ୍ଲକ୍ ରେ  ବିଜେପିର ପ୍ରାର୍ଥୀ କହ୍ନାଇ  ଚରଣ ଡlଙ୍ଗ ବିଜେଡ଼ିର ବିଧାୟକ ପ୍ରାର୍ଥୀ ମହିଧର ରଣାଙ୍କୁ ୭୧୪୯ ଭୋଟରେ ପରାଜିତ କରିଛନ୍ତି l  ଆଜି ମନମୁଣ୍ଡl ଠାରେ ଦିବା ୧ ଟା ବେଳେ ଶ୍ରୀ ଡ଼ାଙ୍ଗ ପହଁଚିବା ପରେ ବିଜେପି ର ଦଳୀୟ ନେତା କର୍ମୀ ଓ ସଧାରଣ ଜନତା ବିପୁଳ ସମ୍ବର୍ଦ୍ଧନା କରି ଥିଲେ l ଏହି ସମ୍ବର୍ଧନା ସଭାରେ ଶ୍ରୀ ଡ଼ାଙ୍ଗ ଙ୍କ ସମେତ ପ୍ରାକ୍ତନ ରାଜ୍ୟ ବୟନିକା ସଭାପତି ଶେଷ ଦେବ ମେହେର ଓ ଏ ଅଞ୍ଚଳର ବହୁ ନେତା କର୍ମୀ ଯୋଗ ଦେଇଥିଲେ l ଶ୍ରୀ  ଡ଼ାଙ୍ଗ ପୂର୍ବରୁ ୨୦୧୪ ରୁ କଂଗ୍ରେସ ଦଳର ପ୍ରାର୍ଥୀ ଓ ୨୦୧୯ ରେ ବିଜେପି ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ି ବିଜେଡ଼ିର ବିଧାୟକ ମହିଧର ରଣାଙ୍କୁ କଡ଼ା ଟକ୍କର ଦେଇ  ଆସିଥିବା ଓ ଅଳ୍ପ ବ୍ୟବଧାନ ଭୋଟ ରେ ପରାଜିତ ହୋଇଥିବା ଜଣା ଯାଇଛି l

ନୂଆଁ ବିଧାୟକ ଶ୍ରୀ ଡ଼ାଙ୍ଗ ଜଣେ ଉଚ୍ଚ ଶିକ୍ଷିତ ଓ ବୌଦ୍ଧ ଜିଲ୍ଲା ର ଜଣେ ଦକ୍ଷ ବରିଷ୍ଠ  ଆଇନଜ୍ଞ ଭାବେ ଖୁବ୍ ଜଣାଶୁଣା ଓ ଜିଲ୍ଲାରେ ଖୁବ୍ ଖାତିର ଥିବା ଯୋଗୁଁ ଏ ଅଞ୍ଚଳ ତଥା ଜିଲ୍ଲାର ଦ୍ରୁତ ବିକାଶ ଦିଗରେ ଆଗେଇ  ନେବେ ବୋଲି ସାଧାରଣ ଲୋକଙ୍କ ଦୃଢ଼ ବିଶ୍ୱାସ ଥିବା ଜଣା ଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026

You Might Also Like