-+91-9937148622 |

prerana_bgr@rediffmail.com |

  Monday 12th May 2025 |

| | | |

R.N.I. Regd No. ODIODI/2010/46693

Breaking News

ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ ତରଫରୁ ମାତୃ ଦିବସ ପାଳିତ    (12-May-2025)       ||      ଗୋଚର ଜମିରେବେଆଇନ ଭାବେ ଗଚ୍ଛିତ   (12-May-2025)       ||      ବଲାଙ୍ଗୀର ଜିଲ୍ଳା କାରାଗାର ଅନ୍ତେବାସୀଙ୍କ ପାଇଁ ଲାଇବ୍ରେରୀ ପ୍ରଦାନ କଲା ଅଘରିଆ ସମାଜ ଟ୍ରଷ୍ଟ   (12-May-2025)       ||      କଷାଗୁମୁଡା ଠାରେ ଅଭିଭୁକ୍ତ କୋରାପୁଟ ଜିଲ୍ଲା ମଗଧା ଗୈାଡ ସମାଜର ବ୍ଳକ କମିଟି ଗଠନ   (12-May-2025)       ||      ଖପ୍ରାଖୋଳ ବ୍ଲକ କୁମ୍ଭାର ସମାଜର ହରିଶଙ୍କର ମେଳାରେ ଅନ୍ନସେବା   (12-May-2025)       ||      ସାଇଟ ନର୍ସିଂ କଲେଜରେ ବିଶ୍ୱ ସେବିକା ଦିବସ ପାଳିତ   (12-May-2025)       ||      ବରିଷ୍ଠ ଆଇନଜୀବୀ ମଦନମୋହନ ମିଶ୍ରଙ୍କ ପରଲୋକରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   (12-May-2025)       ||      ଚୋରା ଗଞ୍ଜେଇ କାରବାରର ଚେର ଲମ୍ବିଛି ଉତ୍ତରପ୍ରଦେଶରୁ ସମ୍ବଲପୁର-ଛତିଶଗଡ   (12-May-2025)       ||      ବୋଡ଼େନ ପାତାଳ ଗଙ୍ଗାରେ ବୈଶାଖ ମେଳା ପାଇଁ ଜୋର୍ ଦାର ପ୍ରସ୍ତୁତି    (12-May-2025)       ||      ପିଲା ଗୁରୁଙ୍କ କଥା ମାନିଲେ ସଫଳତା ପାଇପାରିବେ   (12-May-2025)       ||      ରାଜ୍ୟପାଳଙ୍କ ଠାରୁ ପୁରସ୍କୃତ ହେଲେ ଟୋପ ଉଚ୍ଚ ବିଦ୍ୟାଳୟ ର ଗାଇଡ ଛାତ୍ରୀ   (11-May-2025)       ||      ମାନିଗାଁ ନିକଟରେ ମୁହାଁମୁହିଁ ବାଇକ୍‌ ଦୁର୍ଘଟଣାରେ ୨ ମୃତ   (11-May-2025)       ||      ଗ୍ରୀଷ୍ମ କାଳୀନ ସ୍ବତନ୍ତ୍ର ରକ୍ତଦାନ ଶିବିର ଆୟୋଜିତ   (11-May-2025)       ||      ନୃସିଂହଚତୁର୍ଦ୍ଦଶୀ ରେ ଲକ୍ଷେ ବେଳପତ୍ର ସମର୍ପଣ ସହ ପୂଜା   (11-May-2025)       ||      ମାଟ୍ରିକ୍ ଏ–୧ରେ କୃତକାର୍ଯ୍ୟ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା   (11-May-2025)       ||      ସୋନପୁର ଠାରେ ନିଶୁଳ୍କ ଯୋଗ ବିଜ୍ଞାନ ଓ ଧ୍ୟାନ ଶିବିର   (11-May-2025)       ||      ସାହିତ୍ଯ ପତ୍ରିକା ଉଚ୍ଚାଙ୍ଗ ସାହିତ୍ଯର ସ୍ବର "ସ୍ରୋତସ୍ବତୀ"  ର ଖରା ସଂଖ୍ୟା  ଲୋକାର୍ପିତ    (11-May-2025)       ||      ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ରଚନା ପକ୍ଷରୁ ବାର୍ଷିକୋତ୍ସବ; ସାରସ୍ଵତ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ରେ ଭାଗନେଲେ ବହୁ କବି ଓ ସାହିତ୍ୟପ୍ରେମୀ    (11-May-2025)       ||      ୫କୁଇଣ୍ଟାଲ ରୁ ଉର୍ଦ୍ଧ୍ଵ ଗଞ୍ଜାଇ ସହ ମେକ୍ସ ପିକ୍ଅପ ଜବତ,ଆସାମୀ ଫେରାର   (11-May-2025)       ||      ଦୁର୍ନୀତିର ଖଜୁରୀଗଛ ସମବାୟ ବିଭାଗ: ମଞ୍ଜି ପୋତି ବଢାଇଥାନ୍ତି ମନ୍ତ୍ରୀ ଓ ଅଧିକାରୀ; କର୍ମଚାରୀଙ୍କ ନିଯୁକ୍ତିଠାରୁ ମିଥ୍ୟାଧାନକିଣା , କମିଟି ଓ ଚାଷୀଶୋଷଣର ରାକେଟ୍    (11-May-2025)       ||     

HOME   ଜିଲ୍ଲା

ସମ୍ବଲପୁର ଭଏସ୍ ଅଫ୍ ମିଡିଆ ପକ୍ଷରୁ ସାମ୍ବାଦିକ ସୁରକ୍ଷା ବିଷୟରେ ବୈଠକ

06-Jun-2024



 

ସମ୍ବଲପୁର -(ସଂଜୀବପାଣିଗ୍ରାହୀ) :ଜିଲ୍ଲା ଭଏସ୍ ଅଫ୍ ମିଡିଆ ପକ୍ଷରୁ ସାମ୍ବାଦିକ ଙ୍କ ସୁରକ୍ଷା ନେଇ  ବୈଠକ ହୋଟେଲ ସାକେତ ଠାରେ ଅନୁଷ୍ଠିତ ହୋଇଯାଇଛି। ସମ୍ବଲପୁର  ଜିଲ୍ଲା ଭଏସ୍ ଅଫ୍ ମିଡିଆ ସଭାପତି ରାଧେଶ୍ୟାମ ପଣ୍ଡା ସଭା ପରିଚାଳନା କରିଥିବା ବେଳେ ସଂଗଠନର ରାଜ୍ୟ ସଭାପତି ଶ୍ରୀ ପ୍ରଭାତ କୁମାର ମିଶ୍ର  ମୁଖ୍ୟ ଅତିଥି, ରାଜ୍ୟ ଉପସଭାପତି ଆଶୁତୋଷ  ରଥ,ରାଜ୍ୟ ସଂପାଦକ ଶ୍ରୀ ଉମାଶଙ୍କର ପ୍ରସାଦ, ବରିଷ୍ଠ ସାମ୍ବାଦିକ ଡ.ଦାଶରଥି ବେହେରା, ବରିଷ୍ଠ ସାମ୍ବାଦିକ ଶ୍ରୀ ମନୋରଞ୍ଜନ ପଟ୍ଟନାୟକ, ଜିଲ୍ଲା ସଂପାଦକ ହରିଶଙ୍କର ମିଶ୍ର ମଞ୍ଚାସୀନ ହୋଇଥିଲେ। ସଭା ରେ ଉପସ୍ଥିତ  ସମସ୍ତ କାର୍ଯ୍ୟରତ ସାମ୍ବାଦିକ ମାନଙ୍କୁ ପୁଷ୍ପଗୁଚ୍ଛ  ଓ ଉପଢ଼ୌକନ ଦେଇ ସମ୍ମାନିତ କରାଯାଇଥିଲା ।ସାମ୍ବାଦିକ ମାନେ ନିଭିର୍କ  ଓ ନିରପେକ୍ଷ ଭାବରେ ସାମ୍ବାଦିକତା କରିବା ପାଇଁ ମୁଖ୍ୟ ଅତିଥି ପ୍ରକାଶ  କରିଥିଲେ।
ଅତିଥି ଗଣ ସାମ୍ବାଦିକ ମାନଙ୍କ ସୁରକ୍ଷା, ପେନସନ୍ ଓ ଭତ୍ତା  ଏକ ନ୍ୟାଯ୍ୟ ଅଧିକାର ବୋଲି ନୂତନ ସରକାର ଠାରେ ଦାବି ଜଣାଇ ଆଗାମୀ ଦିନରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦିଆଯିବ ବୋଲି ମୁଖ୍ୟ ଅତିଥି ଘୋଷଣା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ ତରଫରୁ ମାତୃ ଦିବସ ପାଳିତ    12-May-2025
  ଜିଲ୍ଲା  
ଗୋଚର ଜମିରେବେଆଇନ ଭାବେ ଗଚ୍ଛିତ   12-May-2025
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା କାରାଗାର ଅନ୍ତେବାସୀଙ୍କ ପାଇଁ ଲାଇବ୍ରେରୀ ପ୍ରଦାନ କଲା ଅଘରିଆ ସମାଜ ଟ୍ରଷ୍ଟ   12-May-2025
  ଜିଲ୍ଲା  
କଷାଗୁମୁଡା ଠାରେ ଅଭିଭୁକ୍ତ କୋରାପୁଟ ଜିଲ୍ଲା ମଗଧା ଗୈାଡ ସମାଜର ବ୍ଳକ କମିଟି ଗଠନ   12-May-2025
  ଜିଲ୍ଲା  
ଖପ୍ରାଖୋଳ ବ୍ଲକ କୁମ୍ଭାର ସମାଜର ହରିଶଙ୍କର ମେଳାରେ ଅନ୍ନସେବା   12-May-2025
  ଜିଲ୍ଲା  
ସାଇଟ ନର୍ସିଂ କଲେଜରେ ବିଶ୍ୱ ସେବିକା ଦିବସ ପାଳିତ   12-May-2025
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ମଦନମୋହନ ମିଶ୍ରଙ୍କ ପରଲୋକରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   12-May-2025
  ଜିଲ୍ଲା  
ଚୋରା ଗଞ୍ଜେଇ କାରବାରର ଚେର ଲମ୍ବିଛି ଉତ୍ତରପ୍ରଦେଶରୁ ସମ୍ବଲପୁର-ଛତିଶଗଡ   12-May-2025
  ଜିଲ୍ଲା  
ବୋଡ଼େନ ପାତାଳ ଗଙ୍ଗାରେ ବୈଶାଖ ମେଳା ପାଇଁ ଜୋର୍ ଦାର ପ୍ରସ୍ତୁତି   12-May-2025
  ଜିଲ୍ଲା  
ପିଲା ଗୁରୁଙ୍କ କଥା ମାନିଲେ ସଫଳତା ପାଇପାରିବେ   12-May-2025
  ଜିଲ୍ଲା  
ରାଜ୍ୟପାଳଙ୍କ ଠାରୁ ପୁରସ୍କୃତ ହେଲେ ଟୋପ ଉଚ୍ଚ ବିଦ୍ୟାଳୟ ର ଗାଇଡ ଛାତ୍ରୀ   11-May-2025
  ଜିଲ୍ଲା  
ମାନିଗାଁ ନିକଟରେ ମୁହାଁମୁହିଁ ବାଇକ୍‌ ଦୁର୍ଘଟଣାରେ ୨ ମୃତ   11-May-2025

You Might Also Like