-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ପରିବେଶ ସୁରକ୍ଷା ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ପାଇଁ ଶାଗୁଆ ବଲାଙ୍ଗିର ର ପ୍ରସ୍ତୁତି ବୈଠକ

06-Jun-2024



ବଲାଙ୍ଗିର (ପ୍ରେରଣା ଖବର): ଶିଳ୍ପାୟନ, ଜଙ୍ଗଲ କ୍ଷୟ ଯୋଗୁଁ ସବୁଜ ବଳୟ ଧୀରେଧୀରେ ନଷ୍ଟ ହେବାରେ ଲାଗିଛି l ଏକଦା ଘଞ୍ଚ ଜଙ୍ଗଲ ଥିବା ଅଞ୍ଚଳ ଗୁଡ଼ିକ ଏବେ ପଦl ହେବାରେ ବସିଲାଣି l ପରିବେଶ ପ୍ରଦୂଷଣର ଏହି ବିଷମ ପରିସ୍ଥିତି ଏବେ ମଣିଷ ସାମାଜ ପାଇଁ ବିପଦ ସୃଷ୍ଟି କରିଛି l ଆମ ପରିବେଶ ଓ ମଣିଷ ସମାଜକୁ ମରଣ ମୁହଁରୁ ବଞ୍ଚାଇବାକୁ ହେଲେ ଆମକୁ ପରିବେଶ ସୁରକ୍ଷା ପ୍ରତି ଧ୍ୟାନ ଦେବାକୁ ହେବ l
ବଲାଙ୍ଗିରର ବୁଦ୍ଧିଜୀବୀ, ସଚେତନ ନାଗରିକ ମାନଙ୍କୁ ନେଇ ଶାଗୁଆ ବଲାଙ୍ଗିର ତରଫରୁ ଆୟୋଯିତ ଏକ ବୈଠକରେ ଏହି ମତପ୍ରକାଶ ପାଇଛି l ଗତକାଲି ବିଶ୍ଵ ପରିବେଶ ଦିବସ ଅବସରରେ ପରିବେଶ ସୁରକ୍ଷାକୁ ନେଇ ଆରମ୍ଭ ହୋଇଥିବା ଅଭିଯାନ 'ଶାଗୁଆ ବଲାଙ୍ଗିର' ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ବଲାଙ୍ଗିର ସହରକୁ ସବୁଜ ସୁନ୍ଦର କରି ଗଢି ତୋଳିବା ତଥା ବ୍ୟାପକ ବୃକ୍ଷରୋପଣ କରିବା ଲକ୍ଷ୍ୟରେ ଆରମ୍ଭ ହୋଇଥିବା ଶାଗୁଆ ବଲାଙ୍ଗିର ପକ୍ଷରୁ ସ୍ଥାନୀୟ ପି .ପି ଏକାଡେମୀ ଠାରେ ଆୟୋଜିତ ସଭାରେ ସହରର ବହୁ ସଚେତନ ନାଗରିକ, ପରିବେଶପ୍ରେମୀ ଓ ସମାଜସେବୀ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ l ସଭାକୁ ସୂଚନା ଅଧିକାରୀ କର୍ମୀ ହେମନ୍ତ ପଣ୍ଡା ସଂଯୋଜନା କରିଥିବା ବେଳେ ଅନ୍ୟ ମାନଙ୍କ ମଧ୍ୟରେ ଟାଙ୍ଗିଆ ଜାମ୍ ଆନ୍ଦୋଳନର ଗୋପାଳ ଚନ୍ଦ୍ର ହୋତା, ପ୍ରଫେସର ମନମୋହନ ବାଗ ବିଜେପି ନେତା ଅନନ୍ତ ଦାସ, ନେସନାଲ୍ ପିସ୍ ୟୁନିସନ ର ସତ୍ୟ ରଞ୍ଜନ ମିଶ୍ର, ରବି ପୁଝାରୀ, ବାସନ୍ତୀ ସିଂହ,ବବିତା ପ୍ରଧାନ,ସୂରଜ ତ୍ରିପାଠୀ, ରାଧାକାନ୍ତ ମହାପାତ୍ର, ନାରୀ ନେତ୍ରୀ ନୂତନ ଦାସ, ଆଇନଜୀବୀ ଜୟରାମ ମିଶ୍ର, ରତନ ମହାରଣା, ମନୋରଞ୍ଜନ ସାହୁ, ପ୍ରଭାକର ମିଶ୍ର,  ଧର୍ମେନ୍ଦ୍ର ନନ୍ଦ, ବିଷ୍ନୁ ପ୍ରସାଦ କେଡ଼ିଆ, ପ୍ରଶାନ୍ତ ମହାକୁଡ, ଶାନ୍ତନୁ ରଣା, ଜନ୍ମେଜୟ ଭ୍ରମର ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରି ବୃକ୍ଷରୋପଣ ସହ ବୃକ୍ଷର ଯତ୍ନ ଓ ରକ୍ଷଣାବେକ୍ଷଣ ଦିଗରେ ସମସ୍ତେ ଯତ୍ନଶୀଳ ହେବା ଆବଶ୍ୟକ ବୋଲି ମତଦେଇଥିଲେ। ଜଙ୍ଗଲର ଉପଯୁକ୍ତ ସୁରକ୍ଷା ପାଇଁ ଜଙ୍ଗଲ ବିଭାଗ ସହ ସମନ୍ଵୟ ରକ୍ଷା କରି କାମ କଲେ ଏହା ଆହୁରି ଫଳପ୍ରଦ ହୋଇପାରିବ ବୋଲି ବକ୍ତା ମାନେ କହିଥିଲେ l ଦଳମତ ନିର୍ବିଶେଷରେ ଏକ ବୃହତ୍ତର ସ୍ଵାର୍ଥ ନେଇ ତଥା ଆଗାମୀ ୫୦ବର୍ଷର ବଲାଙ୍ଗିରକୁ ନେଇ ଶାଗୁଆ ବଲାଙ୍ଗିର  ସଂକଳ୍ପ ନେଉ ବୋଲି ବକ୍ତାମାନେ ମତ ରଖିଥିଲେ ।  ଶେଷରେ ଜୟ ପୁରୋହିତ ଧନ୍ଯବାଦ ଅର୍ପଣ କରିଥିଲେ l 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like