-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

୪୨ ମୌଜା ବିଜେପି ମଣ୍ଡଳ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ

06-Jun-2024



କଟକ : ପରିବେଶ ସୁରକ୍ଷା ଜୀବନ ରକ୍ଷା । ପରିବେଶକୁ ରକ୍ଷା କରିବା ଆମ  ସମସ୍ତଙ୍କ କର୍ତ୍ତବ୍ୟ । ବିଶ୍ଵ ପରିବେଶ ଦିବସରେ କଟକ ସଦର ୪୨ ମୌଜା ମଣ୍ଡଳ ବିଜେପି ପକ୍ଷରୁ କଦମପଡା ସ୍ଥିତ ପୁଷ୍ପ ସୁବାଷ ନିବାସରେ ସଭାପତି ତଥା ସର୍ବ ଭାରତୀୟ ଟ୍ରେଡ ୟୁନିୟନ ଲିଡର ଇଞ୍ଜିନିୟର ଅଶୋକ କୁମାର ବିଶ୍ବାଳଙ୍କ ସଭାପତିତ୍ବରେ ବିଶ୍ଵ ପରିବେଶ ଦିବସ ଉପରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ଏଥିରେ ମୁଖ୍ୟ

ଅତିଥି ଭାବେ ନବ ନିର୍ବାଚିତ ବିଧାୟକ ଇଂ.ପ୍ରକାଶ ଚନ୍ଦ୍ର ସେଠୀ ଯୋଗ ଦେଇ କର୍ମକର୍ତ୍ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ । ସାମ୍ବାଦିକତା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସାମ୍ବାଦିକ ମାନଙ୍କୁ ସମ୍ବଦ୍ଧିତ କରାଯାଇଛି । ଏହି ଅବସରରେ ପୁସ୍ତକ "ସବୁଜିମା" ଉନ୍ମୋଚନ କରାଯାଇଥିଲା ।  କାର୍ଯ୍ୟକ୍ରମକୁ ବରିଷ୍ଠ ନାଗରିକ ସଂଘ ସଭାପତି ତଥା ପୂର୍ବତନ ଶିକ୍ଷକ ସୁବାଷ ଚନ୍ଦ୍ର ଗୋଛାୟତ ପରିଚାଳନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ମଣ୍ଡଳ
ସଭାପତି ପିୟୁଷ ରଞ୍ଜନ ପରିଡା,ଚନ୍ଦ୍ରଶେଖର ପତି,ଅନିଲ ଦାସ,ଦୀପକ ଆଚାର୍ଯ୍ୟ,ଜିଲ୍ଲା କୃଷକ ମୋର୍ଚ୍ଚା ସମ୍ପାଦକ ଶୁଭନ୍ୟାସ ମହାନ୍ତି, ରୋହିତ ସ୍ଵାଇଁ,ଉମାକାନ୍ତ ରାଉତ, ଅଭିରାମ ଦଳାଇ,ଘନଶ୍ୟାମ ମଲ୍ଲିକ, ମହିଳା ମୋର୍ଚ୍ଚା ନେତ୍ରୀ ସୁମିତ୍ରା ଦେବତା,ଚିତ୍ତରୋମା ସ୍ୱାଇଁ, ଲିଙ୍ଗରାଜ ନାୟକ,ହେମନ୍ତ ପଣ୍ଡା, ଦେବୀ ପ୍ରସାଦ ପତି, ପ୍ରକୃତି ବନ୍ଧୁ ନବ କିଶୋର ପଣ୍ଡା ପ୍ରମୁଖ ଉପସ୍ଥିତ ରହି ଶ୍ରୀଯୁକ୍ତ ଗୋଛାୟତଙ୍କ ନେତୃତ୍ବରେ ଏକ ଶହରୁ ଉର୍ଦ୍ଧ୍ବ ବୃକ୍ଷ ରୋପଣ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା