-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ରାଜନୀତି

ବିଜେଡି ଦଳର ବାବର୍

06-Jun-2024



ବଲାଙ୍ଗୀର(ମହେନ୍ଦ୍ର ଦର୍ଜି): ଓଡ଼ିଶାରେ ବିଜେଡି ମେଜିକ୍ ଅଙ୍କ ଛୁଇବାରୁ ବାଦ୍ ପଡ଼ିଛି।ବିଜେଡି ର ଶୋଚନୀୟ ପରାଜୟ ହୋଇଛି।ଏହାପାଇଁ ନବୀନ ବାବୁ କାହାକୁ ଦାୟୀ କରିବେ।ନବୀନ ବାବୁ ଦଳ ଭିତରକୁ ବାବର ରୂପକ ପାଣ୍ଡିଆନ୍ ଙ୍କୁ ଆଣି ଅହେତୁକ ଅନୁକମ୍ପା ଦେଖାଇଥିବା ତଥା ବିଶ୍ୱାସ କରିଥିବା ର ପରିଣାମ ଏହା ବୋଲି ଚର୍ଚ୍ଚା ହେଉଛି।ପାଣ୍ଡିଆନ୍ ଙ୍କୁ ସର୍ବ ଶକ୍ତିମାନ କରି ନିଜେ ନବୀନ ବାବୁ ଶକ୍ତିହୀନ ହୋଇଗଲେ।ଦଳୀୟ କର୍ମକର୍ତ୍ତା ,ନେତା,ମନ୍ତ୍ରୀ ମାନଙ୍କୁ ଅଣଦେଖା କରି ଓଡ଼ିଶାର ଭାଗ୍ୟ ଡୋରି କୁ ପାଣ୍ଡିଆନ୍ ହାତରେ ସମର୍ପଣ କରି ନିଜେ ଓହରିଗଲେ।ଶାସକ କ୍ଷମତା ଠୁ ବଳିଗଲା ପ୍ରଶାସନର ଅଖଣ୍ଡ କ୍ଷମତା।ମାଳ ମାଳ ଯୋଜନା ଭିତରେ ହଜିଗଲେ ଜନତା।ଯୋଜନା ଯୋଜନା ରେ ରହିଗଲା।ଯୋଜନା କୁ ଦେଖାଇ ପାଣ୍ଡିଆନ୍ ଆଗକୁ ଆଗକୁ ବଢିବାକୁ ଲାଗିଲେ।ନବୀନ ବାବୁ ଘରେ ରହିଲେ।୩୦ ଜିଲ୍ଲା ବାବୁ ପାଣ୍ଡିଆନ୍ ବୁଲି ନିଜର କ୍ଷମତା ଜାହିର କଲେ।ଅଳ୍ପ ସମୟ ଭିତରେ ନବୀନ ବାବୁ ଙ୍କୁ କେଂସର୍ ଭଳି ତାଙ୍କ ମସ୍ତିସ୍କ କୁ ଗ୍ରାସ କରି ନିଜେ ନବୀନ ଙ୍କ କ୍ଷମତା କୁ ହାତେଇବାକୁ ଲାଗିଲେ।ନବୀନ ବାବୁ ଜାଣି ପାରିଲେନି ପାଣ୍ଡିଆନ୍ ଙ୍କ ଚାଣକ୍ୟ ନୀତି।ଶେଷରେ ଜନତା, ନେତା ଙ୍କ ପୁଞ୍ଜିଭୂତ ଅସନ୍ତୋଷ ର ଶିକାର ହେଲା ବିଜେଡି ଦଳ।ନବୀନ ପଟ୍ଟନାୟକ ଜଣେ ଭଦ୍ର ରାଜନୀତିଜ୍ଞ ଭାବେ ବେଶ ପରିଚିତ।ତାଙ୍କର ପରାଜୟ ପାଇଁ କାନ୍ଦୁଛି ଓଡ଼ିଶା।ଆଉ ମଧ୍ୟ ଚର୍ଚ୍ଚ ହେଉଛି ମୋଗଲ ବଂଶ ଧ୍ଵଂସ ର କାରଣ ବାବର ହୋଇଥିବା ବେଳେ ବିଜେଡି ଦଳର ଧଂସ୍ଵ ର କାରଣ ପାଣ୍ଡିଆନ୍ ବୋଲି ଚର୍ଚ୍ଚା ଜୋର୍ ଧରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like