-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ସୁବାସ ବିଶ୍ଵାଳ ଙ୍କ ଜୈବିକ ପ୍ରଣାଳୀର ଆମ୍ବ ବିକ୍ରି ପାଇଁ ଦିଲ୍ଲୀ ପଠାଇଲା ସିମଫେଡ ସଂସ୍ଥା

07-Jun-2024



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ ): ବର୍ତ୍ତମାନ ଯୁଗରେ ବିଭିନ୍ନ ପ୍ରକାରର ପନିପରିବା ତଥା ଫଳ ଜାତିୟ ଫସଲ କୁ ଅଧିକ ଉତ୍ପାଦନ ପାଇଁ ବିଭିନ୍ନ ପ୍ରକାରର ରାସାୟନିକ ସାରର ବ୍ୟବହାର କରାଯାଉଥିବାରୁ ଖାଦ୍ୟ ର ସ୍ବାଦିଷ୍ଟ କମିବାରେ ଲାଗିଛି। ଏଣୁ ବିନା ରାସାୟନିକ ସାରର ପ୍ରୟୋଗ ରେ ଉତ୍ପାଦନ ହେଉଥିବା ଫସଲ ଦ୍ରବ୍ୟ ର ଚାହିଦା ରହିଛି । ଯାହାକୁ ଲୋକେ ଖାଇବାକୁ ପସନ୍ଦ ଅଧିକ କରିଥାଆନ୍ତି । ଏହିପରି ଏକ ଆଦର୍ଶ ଚାଷୀ ଜୈବିକ ପ୍ରଣାଳୀରେ ଆମ୍ବ ଚାଷୀ କରି ଦିଲ୍ଲୀ କୁ ବିକ୍ରି ପାଇଁ ପଠାଯାଇଛି । ସୂଚନା ଅନୁସାରେ ପାଟଣାଗଡ଼ ବ୍ଳକ କୁଶାବାହାଲି ଗାଁ ର ସୁବାସ ବିଶ୍ଵାଳ କୃଷି ଉଦ୍ୟାନ ବିଭାଗ ପକ୍ଷରୁ ପ୍ରାୟ ୩ ବର୍ଷ ଧରି ଜୈବିକ ପ୍ରଣାଳୀରେ ଆମ୍ବ ଚାଷ କରିଆସୁଛନ୍ତି । ଜିଲ୍ଲା ଉଦ୍ୟାନ କୃଷି ବିଭାଗ ସହକାରୀ ଉଦ୍ୟାନ ନିର୍ଦ୍ଦେଶକ ପାଟଣାଗଡ଼ ଙ୍କ ସହାୟତା ରେ ସିମଫେଡ ନାମକ ଏକ ସଂସ୍ଥା ଜୈବିକ କୃଷିର ଅଙ୍ଗିକରଣ ଏବଂ ପ୍ରମାଣି କରଣ କାର୍ଯ୍ୟକ୍ରମ ପାଟଣାଗଡ଼ ବ୍ଳକ ରେ ପରିଚାଳନା କରୁଅଛି । ୩ ଶହ ହେକ୍ଟର ବିଶିଷ୍ଟ କାର୍ଯ୍ୟକ୍ରମ ରେ ୩ ଶହ ୨୦ ଜଣ ଚାଷୀ ଙ୍କୁ ଅନ୍ତର୍ଭୁକ୍ତ କରାଯାଇଛି ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାକୁ ସିମଫେଡ ସଂସ୍ଥାର ଜିଲ୍ଲା ପରିଚାଳକ ଦୂର୍ଯ୍ୟୋଧନ ସୁନା ଓ ସର୍କଳ ପରିଚାଳକ ଧନେଶ୍ଵର ହେର୍ଣ୍ଣା ଚାଷୀ ମାନଙ୍କୁ ଜୈବିକ ପ୍ରଣାଳୀରେ ଆମ୍ବ ଚାଷ କରି ଅଧିକ ଦୁଇ ପଇସା ଲାଭଦାୟକ ହୋଇପାରିବ ବୋଲି ଚାଷୀ ମାନଙ୍କୁ ବୁଝାଇବା ସହ ସୁଚାରୁରୂପେ ସମ୍ପାଦନା କରୁଛନ୍ତି। ଏହି ଜୈବିକ ପ୍ରଣାଳୀରେ ପରିଚାଳନା କରୁଥିବା ସିମଫେଡ ସଂସ୍ଥାକୁ ଓଏସଓସିଏ ନାମକ ସାର୍ଟିଫିକେସନ କରି ଅଧିକୃତ ପ୍ରମାଣ ପତ୍ର ପ୍ରଦାନ କରିଛନ୍ତି । ଆଜି ଚାଷୀ ସୁବାଷ ବିଶ୍ଵାଳ ଙ୍କ ଠାରୁ ୩ କ୍ୟୁଣ୍ଟାଲ ଦିଶିରୀ କିସମ ଆମ୍ବ ସିମଫେଡ ସଂସ୍ଥା କିଣି ବିକ୍ରି ପାଇଁ ଦିଲ୍ଲୀ କୁ ପଠାଇଛନ୍ତି । ଯାହାକୁ ନେଇ ଚାଷୀ ଶ୍ରୀ ବିଶ୍ଵାଳ ଅଧିକ ଦୁଇ ପଇସା ପାଇବା ସହ ଖୁସିବ୍ୟକ୍ତ ହୋଇ ସଂସ୍ଥା ଧନ୍ୟବାଦ୍ ଜଣାଇଛନ୍ତି। ଆଗକୁ ମଧ୍ୟ ଚାଷୀ ଙ୍କ ଠାରୁ ଆମ୍ବ ବିକ୍ରି ପାଇଁ ଦିଲ୍ଲୀ କୁ ପଠାଯିବ ବୋଲି ସିମଫିଡ ସଂସ୍ଥା ଓ ଉଦ୍ୟାନ ବିଭାଗ ଅଧିକାରୀ ମାନେ ସୂଚନା ଦେଇଛନ୍ତି। ଏଥିରେ ପାଟଣାଗଡ଼ ସହକାରୀ ଉଦ୍ୟାନ କୃଷି ନିର୍ଦ୍ଦେଶକ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା