-+91-9937148622 |

prerana_bgr@rediffmail.com |

  Monday 22nd July 2024 |

| | | |

R.N.I. Regd No. ODIODI/2010/46693

Breaking News

ଜିଲା ସାମ୍ବାଦିକ ସଂଘର ସାଧାରଣ ପରିଷଦ ବୈଠକ    (21-Jul-2024)       ||      ବଲାଙ୍ଗିର ନୃସିଂହ ମନ୍ଦିର ଠାରେ ଗୁରୁ ପୁଜନୋତ୍ସବ   (21-Jul-2024)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦର ବୈଠକ   (21-Jul-2024)       ||      ଗୁରୁ ଶିଷ୍ୟ ପରମ୍ପପରା ଅତୁଟ ବନ୍ଧନ “ତସ୍ମୈଶ୍ରୀ”   (21-Jul-2024)       ||      ତହସିଲଦାର ଓ କୃଷି ଅଧିକାରୀଙ୍କ ମିଳିତ ମିଳିତ ଯାଞ୍ଚ   (21-Jul-2024)       ||      ଶ୍ରୀ ଗୋପାଳଜୀ ମନ୍ଦିର ସୋନପୁର ଠାରେ ଗୁରୁପୂର୍ଣ୍ଣିମା ଉତ୍ସବ ପାଳିତ   (21-Jul-2024)       ||      ବନ ମହୋତ୍ସବ ଉପଲକ୍ଷେ ମାଁ ପାଇଁ ଗଛ ଟିଏ କାର୍ଯ୍ୟକ୍ରମ   (21-Jul-2024)       ||      ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଜିଲ୍ଲାରେ କ୍ବାକ୍ ଓ ଗୁଣିଗାରେଡି ଚିକିତ୍ସାର ବିକଳ ଚିତ୍ର: ସରକାରୀ ସ୍ବାସ୍ଥ୍ୟସେବା ପ୍ରତି ଆସ୍ଥାନାହିଁ , ଅସଚେତନତା ଓ ଅନ୍ଧବିଶ୍ବାସକୁ ଆଶ୍ରା    (21-Jul-2024)       ||      ବିବାହିତ ମହିଳା ସ୍କଟିରେ ବସି ପ୍ରେମିକ ସହ ଫେରାର "ସିସିଟିଭି ରେ କୋଏଦ ହେଲା ଦୃଶ୍ୟ   (21-Jul-2024)       ||      ଶିକ୍ଷକ ରବିନ୍ଦ୍ରନାଥ ଦୀପଙ୍କୁ ସମ୍ବର୍ଦ୍ଧନା   (21-Jul-2024)       ||      ଉଦନ୍ତୀ ନଦୀ ପାଣିରୁ ମହିଳା ଉଦ୍ଧାର।   (21-Jul-2024)       ||      ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବଙ୍କ ବ୍ଲକ୍ ରେ ଉନ୍ନୟନ କାମରେ ଦୁର୍ନୀତି : ଜନପ୍ରତିନିଧି କରୁଛନ୍ତି ଠିକା  !   (21-Jul-2024)       ||      ପତଞ୍ଜଳୀ ଯୋଗ ସମିତି ପକ୍ଷରୁ ଗରୁ ପୁର୍ଣିମା ଉତ୍ସବ ପାଳନ   (21-Jul-2024)       ||      ଲଖପାଲିରେ ଡାଇରିଆ ଆତଙ୍କ, ୨ମୃତ, ୧୭ ଆକ୍ରାନ୍ତ, ଗାଁରୁ ୫୦୦ମିଟର ଦୂରରେ ରହିଛି ଡମ୍ପିଂୟାର୍ଡ,ସଂକ୍ରମଣ ଭୟରେ ଗ୍ରାମବାସୀ   (21-Jul-2024)       ||      ମଝି ରାସ୍ତା ରେ ଜଳିଗଲା କାର   (20-Jul-2024)       ||      ପ୍ରାକୃତିକ ବିପତ୍ତି ଓ ବିପର୍ଯ୍ୟୟ ତଥା ଅଗ୍ନିକାଣ୍ଡ ଦାଉରୁ ରକ୍ଷା ସମ୍ବନ୍ଧୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ    (20-Jul-2024)       ||      ସଟ ସାର୍କିଟ ଯୋଗୁଁ ଜଳିଲା କାର   (20-Jul-2024)       ||      ରାଜ୍ୟ ର ଏକ ନମ୍ବର ମୋଡେଲ ହସ୍ପିଟାଲ୍ ର ଦୂରାବସ୍ଥା କୁ ନେଇ ବିକ୍ଷୋପ କଲେ କୃଷକ ସଂଗଠନ*- - *କୋଠା ନିର୍ମାଣ ଓ କିଣା ଯାଇଥିବା ଚିକିତ୍ସା ଉପକରଣ ର ତଦନ୍ତ ଦାବୀ କଲେ ନାରୀ ନେତ୍ରୀ ସୋନାଲି   (20-Jul-2024)       ||      ଗଞ୍ଜେଇ ସହ ଦୁଇ ବେପାରୀ ଗିରଫ - ଗଞ୍ଜେଇ ଗୋଦାମ ପାଲଟିଛି ସୁବଳୟା ଅଞ୍ଚଳ - ମୁଖ୍ୟ ମାଫିଆଙ୍କୁ ଧରିବାରେ ପୁଲିସ ବିଫଲ   (20-Jul-2024)       ||      ବଦଳିବ କି ଜୁନାଗଡ ରାଜନୀତି ସମୀକରଣ !   (20-Jul-2024)       ||     

HOME   ଜିଲ୍ଲା

ଡାବୁଗାଁ ବିଜେପି ତରଫରୁ ମାଁ ଠାକୁରାଣୀଙ୍କ ପୂଜାର୍ଚ୍ଚନା ଏବଂ ମିଷ୍ଟାନ୍ନ ବଣ୍ଟନ

08-Jun-2024



(ମିହିର ଶଙ୍କର ପାତ୍ର,)
ଡାବୁଗାଁ ବିଜେପି ତରଫରୁ ମାଁ ଠାକୁରାଣୀଙ୍କ ମନ୍ଦିର ରେ  ପୂଜାର୍ଚ୍ଚନା କରା ଯାଇଥିଲା। ଶତାଧିକ କାର୍ଯ୍ୟକର୍ତ୍ତା ଏକତ୍ରିତ ହୋଇ ଡାବୁଗାଁ ର ବିକାଶ ପାଇଁ ମାଁ  ଙ୍କ ଆଶୀର୍ବାଦ ମାଗିଥିଲେ। ଡାବୁଗାଁ ମଣ୍ଡଳ ସଭାପତି ଜେ ରାଜଶେଖର ରାଓ, ରାଜ୍ୟ କୃଷକ ମୋର୍ଚ୍ଚା କାର୍ଯ୍ୟକାରୀ ସଭ୍ୟ ଜୟନ୍ତ କୁମାର ପାତ୍ର, ଉପ ସଭାପତି ଭୀମସେନ ଜେନା, ଭେଙ୍କଟ ରାଓ, ନରେସ ସିଂ, ପଞ୍ଚାୟତ ସଭାପତି ଦିନେଶ ସିଂ, ନରୁ ସିଂ, ସୁନିଲ୍ ସିଂ, ତ୍ରୀନାଥ ସିଂ, ରତନ କଲାର, ଯୁବମୋର୍ଚ୍ଚା ସଭାପତି ଓ୍ବାଈ ରାଜକୁମାର, କ୍ୟାମ୍ପ ନିର୍ଦେଶକ ପଟି ରାଓ, କିରଣ ରାଓ, ଜଗନ୍ନାଥ ଗୌଡ, ଲକ୍ଷ୍ମୀ ଜାନୀ, ଆସ୍ତମା ଗୌଡ, କୁଳ ଡଙ୍ଗରୀ, ପିଣ୍ଟୁ ଗଣ୍ଡ, ବନ୍ଧୁ ମାଝୀ, ଅର୍ଜୁନ ଜାନୀ, ଆଦିତ୍ୟ ରଞ୍ଜନ ସ୍ବାଇଁ,  ଗୋବିନ୍ଦ ମାଝୀ, ଦିନବନ୍ଧୁ ପୂଜାରୀ, ଭଗତ କଲାର, ଭଗବାନ ଭତ୍ରା ଏବଂ ଶତାଧିକ କାର୍ଯ୍ୟକର୍ତ୍ତା ମାଁ ଙ୍କ ପୂଜାର୍ଚ୍ଚନା ସମୟରେ ଉପସ୍ଥିତ ଥିଲେ।  କେନ୍ଦ୍ର ଓ ରାଜ୍ୟ ରେ ବିଜେପି ସରକାର ଗଠନ ହେଉଥିବା କାରଣରୁ ଏବଂ ଡାବୁଗାଁ ମାଟି ର ବିକାଶ ପାଇଁ ଏହି କାର୍ଯ୍ୟକ୍ରମ ର ଆୟୋଜନ କରା ଯାଇଥିଲା। ମଣ୍ଡଳ ସଭାପତି ଡବଲ ଇଞ୍ଜିନ ସରକାର ପାଇଁ ମାନସିକ କରିଥିବା ସ୍ଥଳେ , ସଫଳତା ପରେ ଆଜିର ଆୟୋଜନ ମାଁ ଠାକୁରାଣୀ ପୂଜାରୀଙ୍କ ନିର୍ଦ୍ଦେଶନାରେ ଆଜି କରା ଯାଇଥିଲା। ସବକା ସାଥ ଓ ସବକା ବିକାଶ ଏଥର ଓଡ଼ିଶା ବିକାଶ କୁ ଦୃତ କରିବ ବୋଲି କାର୍ଯ୍ୟକର୍ତ୍ତା ମାନେ ଆଶା ବ୍ୟକ୍ତ କରିଥିଲେ। ଶେଷରେ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲା ସାମ୍ବାଦିକ ସଂଘର ସାଧାରଣ ପରିଷଦ ବୈଠକ   21-Jul-2024
  ଜିଲ୍ଲା  
ବଲାଙ୍ଗିର ନୃସିଂହ ମନ୍ଦିର ଠାରେ ଗୁରୁ ପୁଜନୋତ୍ସବ   21-Jul-2024
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦର ବୈଠକ   21-Jul-2024
  ଜିଲ୍ଲା  
ଗୁରୁ ଶିଷ୍ୟ ପରମ୍ପପରା ଅତୁଟ ବନ୍ଧନ “ତସ୍ମୈଶ୍ରୀ”   21-Jul-2024
  ଜିଲ୍ଲା  
ତହସିଲଦାର ଓ କୃଷି ଅଧିକାରୀଙ୍କ ମିଳିତ ମିଳିତ ଯାଞ୍ଚ   21-Jul-2024
  ଜିଲ୍ଲା  
ଶ୍ରୀ ଗୋପାଳଜୀ ମନ୍ଦିର ସୋନପୁର ଠାରେ ଗୁରୁପୂର୍ଣ୍ଣିମା ଉତ୍ସବ ପାଳିତ   21-Jul-2024
  ଜିଲ୍ଲା  
ବନ ମହୋତ୍ସବ ଉପଲକ୍ଷେ ମାଁ ପାଇଁ ଗଛ ଟିଏ କାର୍ଯ୍ୟକ୍ରମ   21-Jul-2024
  ରାଜ୍ୟ  
ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଜିଲ୍ଲାରେ କ୍ବାକ୍ ଓ ଗୁଣିଗାରେଡି ଚିକିତ୍ସାର ବିକଳ ଚିତ୍ର: ସରକାରୀ ସ୍ବାସ୍ଥ୍ୟସେବା ପ୍ରତି ଆସ୍ଥାନାହିଁ , ଅସଚେତନତା ଓ ଅନ୍ଧବିଶ୍ବାସକୁ ଆଶ୍ରା   21-Jul-2024
  ଜିଲ୍ଲା  
ବିବାହିତ ମହିଳା ସ୍କଟିରେ ବସି ପ୍ରେମିକ ସହ ଫେରାର "ସିସିଟିଭି ରେ କୋଏଦ ହେଲା ଦୃଶ୍ୟ   21-Jul-2024
  ଜିଲ୍ଲା  
ଶିକ୍ଷକ ରବିନ୍ଦ୍ରନାଥ ଦୀପଙ୍କୁ ସମ୍ବର୍ଦ୍ଧନା   21-Jul-2024
  ଜିଲ୍ଲା  
ଉଦନ୍ତୀ ନଦୀ ପାଣିରୁ ମହିଳା ଉଦ୍ଧାର।   21-Jul-2024
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବଙ୍କ ବ୍ଲକ୍ ରେ ଉନ୍ନୟନ କାମରେ ଦୁର୍ନୀତି : ଜନପ୍ରତିନିଧି କରୁଛନ୍ତି ଠିକା  !   21-Jul-2024

You Might Also Like