-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||     

HOME   ଜିଲ୍ଲା

ଓଡିଶା ଇଣ୍ଟର କ୍ଲବ ଭାରୋତ୍ତଳନ ପ୍ରତିଯୋଗିତା, ହାତେଇଲେ ନିଜ ବିଭାଗରେ ଗୋଟିଏ ରୌପ୍ୟ ଓ ଗୋଟିଏ ବ୍ରୋଞ୍ଚ

09-Jun-2024



ବଲାଙ୍ଗୀର, ଓଡିଶା ଇଣ୍ଟର କ୍ଲବ ଭାରୋତ୍ତଳନ ପ୍ରତିଯୋଗିତାରେ ପୁଣିଥରେ ବଲାଙ୍ଗିର ପ୍ରତିଯୋଗୀ ସୁନେନା ବେହେରା ସବ୍ ଜୁନିୟର ଓ ଜୁନିୟର ବିଭାଗରେ ଗୋଟିଏ ରୌପ୍ୟ ପଦକ ଓ ଗୋଟିଏ ବ୍ରୋଞ୍ଚ ପଦକ ପାଇ ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି । ଭୁବନେଶ୍ୱର କଳିଙ୍ଗ ପରିସରରେ ଗତ ୫ ରୁ ୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିବା ଏହି ପ୍ରତିଯୋଗିତାରେ ବଲାଙ୍ଗିର ଜିଲ୍ଲାର ହେଲ୍‌ଥ୍ କ୍ଲବ ତରଫରୁ ୪ ଜଣ ଝିଅ ଓ ୮ ଜଣ ପୁଅ ଭାଗ ନେଇଥିଲେ ।  ବଲାଙ୍ଗିର ପ୍ରତିଯୋଗି ସୁନେନା ବେହେରା ନିଜ ବୟସ ବର୍ଗ ସବ୍ ଜୁନିୟରରେ ବ୍ରୋଞ୍ଚ ପଦକ ଓ ଜୁନିୟର ବିଭାଗରେ ଏକ ରୌପ୍ୟ ପଦକ ପାଇ ତାଙ୍କ ଗତ ବର୍ଷ ପ୍ରଦର୍ଶନକୁ ଦୋହରାଇବା ସହ ଆଉ ଗୋଟିଏ ଅଧିକ ପଦକ ପାଇଛନ୍ତି । କୋଚ ବିନୟ ପାଣ୍ଡେ, ସଂଘ ସଭାପତି ସୁଦାମ ବେହେରା, ଟିମ୍ ପ୍ରବନ୍ଧକ ନେପାଲ ବାଗ ଙ୍କ ନେତୃତ୍ୱରେ କ୍ଲବ ତରଫରୁ ସୁନେନା ବେହେରା, ଋତିକା ପୋଡ, ପ୍ରତ୍ୟାସା ପାଣିଗ୍ରାହି, ଲିଜା ବାଗ, ପ୍ରିୟମ ବେହେରା, ପ୍ରତ୍ୟୁଷ ବେହେରା, ହିମାଂଶୁ ବାଗ, ଯୋଗେଶ୍ୱର ବାଗ, ରୁଦ୍ର ମେହେର, ଅଙ୍କିତ ବେହେରା, ମୋହିତ ରୋହିଦାସ ଏବଂ ଅଂଶୁମାନ ବେହେରା ପ୍ରମୁଖ ପ୍ରତିଯୋଗିତାରେ ଭାଗ ନେଇଥିଲେ । ବଲାଙ୍ଗିର ର ପ୍ରାୟତଃ ଖେଳାଳି ଉଚ୍ଚ କୋଟିର ପ୍ରଦର୍ଶନ କରିଥିବା ବେଳେ ସୁନେନା ବେହେରା ଦୁଇଟି ପଦକ ପାଇଛନ୍ତି । ଚୁଡାନ୍ତ ଦିବସରେ ରାଜ୍ୟ ଭାରୋତ୍ତଳନ ସଭାପତି ଚିତ୍ତ ରଂଜନ ସ୍ୱାଇଁ ଏବଂ ରାଜ୍ୟ ସଂପାଦକ ତଥା ଆନ୍ତର୍ଜାତି ସମ୍ପନ୍ନ ଭାରତ୍ତୋଳକ କେ. ରବି କୁମାର ସୁନେନା ବେହେରାଙ୍କୁ ପଦକ ଓ ପ୍ରମାଣପତ୍ର ଦେଇ ପୁରସ୍କୃତ କରିଥିଲେ । ସୁନେନାଙ୍କ ଲଗାତାର ଉଚ୍ଚକୋଟିର ପ୍ରଦର୍ଶନ ନିଶ୍ଚିତ ଭାବରେ ବଲାଙ୍ଗିର ଭାରୋତ୍ତଳନ ଖେଳ ପାଇଁ ଏକ ଆଶିର୍ବାଦ ହେବ ଏବଂ ଆଗାମି ଦିନରେ ଜିଲ୍ଲାର ଅନେକ ଛୋଟ ଛୋଟ କ୍ରୀଡାବିଦ୍ ଏହି ଖେଳ ପ୍ରତି ଆଗ୍ରହୀ ହେବେ ବୋଲି ସଂଘ ସଭାପତି ସୁଦାମ ବେହେରା କହିଛନ୍ତି । ସଂଘ ଓ ସୁନେନାଙ୍କ ଏହି ସଫଳତା ପାଇଁ ବଲାଙ୍ଗିର କ୍ରୀଡା ଜଗତର ଅନେକ ଲୋକ, ଖେଳାଳି, ସଂଗଠକ ସୁନେନାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026

You Might Also Like