-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲାର ୩ୟ ଜିଲ୍ଲା ସନ୍ତରଣ ଚମ୍ପିୟନସିପ୍ ପାଇଁ ପ୍ରସ୍ତୁତି ବୈଠକ ସୁଇମିଂ କୁ ପ୍ରୋତ୍ସାହନ ପାଇଁ ଜିଲ୍ଲା ପ୍ରଶାସନ ର ଉଦ୍ୟମ ପ୍ରଶଂସନୀୟ।

10-Jun-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ବିଜୁ ପଟ୍ଟନାୟକ ସନ୍ତରଣାଗାର ଠାରେ ଜିଲ୍ଲା ସୁଇମିଂ ଆସୋସିଏସନ୍‌ର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଉକ୍ତ ବୈଠକରେ ଜିଲ୍ଲାସ୍ତରୀୟ ସନ୍ତରଣ ପ୍ରତିଯୋଗିତା ଆସନ୍ତା ଜୁନ ୩୦ରେ ସ୍ଥାନୀୟ ବିଜୁ ପଟ୍ଟନାୟକ ସନ୍ତରଣାଗାର ଠାରେ କରାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏହି ଚାମ୍ପିଅନସିପ ସିନିୟର, ଜୁନିୟର ଏବଂ ସବ୍-ଜୁନିୟର ବର୍ଗରେ ଅନୁଷ୍ଠିତ ହେବ। ଉକ୍ତ ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରୁ ଶ୍ରେଷ୍ଠ ଟାଇମର ମାନଙ୍କୁ ବିଭିନ୍ନ ବର୍ଗରେ ରାଜ୍ୟସ୍ତରୀୟ ସୁଇମିଂ ପ୍ରତିଯୋଗିତା ପାଇଁ ଚୟନ କରାଯିବ। ଏହି ପ୍ରତିଯୋଗୀ ମାନେ ଆସନ୍ତା ଜୁଲାଇ ମାସ ଭୁବନେଶ୍ୱର ଠାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବେ। ଆଜିର ବୈଠକରେ ଉକ୍ତ ଚମ୍ପିୟନ୍‌ସିପ୍‌କୁ ସୁରୁଖୁରୁରେ ଆୟୋଜନ କରିବା ପାଇଁ ବିଭିନ୍ନ କମିଟି ଗଠନ କରାଯାଇଥିଲା। ସଂଘର ସମ୍ପାଦକ ଶ୍ରୀଯୁକ୍ତ ଜୟ ନାରାୟଣ ମେଣ୍ଡିଲିଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ବୈଠକରେ ସଂଘ ର ସଦସ୍ୟ ପ୍ରଦୀପ ମହାନ୍ତି, ବିଦ୍ୟାଧର ମିଶ୍ର, ଦିଗାମ୍ବର ଶତପଥୀ, ମନୋରଞ୍ଜନ ମିଶ୍ର, ବିଶ୍ବ ରଞ୍ଜନ ଦଳେଇ, ଭକ୍ତି ରଞ୍ଜନ ଦଳାଇ, ପ୍ରକାଶ ମେହେର, ଶିବ ନାରାୟଣ ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଉକ୍ତ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତାରେ ଆଗ୍ରହୀ ଅଂଶ ଗ୍ରହଣକାରୀ ମାନେ ଚଳିତ ଜୁନ ମାସ ୨୬ ତାରିଖ ସୁଦ୍ଧା ସୋନପୁର ବିଜୁ ପଟ୍ଟନାୟକ ସୁଇମିଂ ପୁଲ ର ହେଡ଼୍ କୋଚ୍- ସଞ୍ଜୟ ପାଣ୍ଡେ, ମୋ.- ୭୦୦୮୩୮୮୨୯୩ ଏବଂ ସହାୟକ କୋଚ୍ ନିମାଇଁ ବାଘ, ମୋ.- ୮୬୫୮୫୫୩୮୦୪ ଙ୍କ ସହ ଯୋଗାଯୋଗ କରିବାକୁ ସୁଇମିଂ ସଂଘ ତରଫରୁ ଅନୁରୋଧ କରାଯାଇଛି।


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like