-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

ନୂଆଦିଲ୍ଲୀ ସ୍ଥିତ ହଜଖାସ୍ ଶ୍ରୀଜଗନ୍ନାଥ ମନ୍ଦିରରେ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ,ଓଡ଼ିଶା ସମେତ ଦେଶବାସୀଙ୍କ ସେବା କରିବା ପାଇଁ ପୁଣି ସୁଯୋଗ ମିଳିବା ସୌଭାଗ୍ୟର ବିଷୟ:ଧର୍ମେନ୍ଦ୍ର ପ୍ରଧାନ

10-Jun-2024



• କେନ୍ଦ୍ର କ୍ୟାବିନେଟରେ ପୁନର୍ବାର ସାମିଲ କରିବା ପାଇଁ ସାଢେ ୪ କୋଟି ଓଡ଼ିଆଙ୍କ ତରଫରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ

• ଭାରତବର୍ଷରେ ପ୍ରଗତିର ଗତିକୁ ତ୍ୱରାନ୍ୱିତ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଉପରେ ଲୋକମାନେ ଭରସା କରିଛନ୍ତି 

• ୨୦୪୭ ସୁଦ୍ଧା ଭାରତକୁ ‘ବିକଶିତ ଭାରତ’ରେ ପରିଣତ କରିବା ପାଇଁ ଆଜି ଠାରୁ କାମ ଆରମ୍ଭ ହୋଇଛି 

ନୂଆଦିଲ୍ଲୀ/ଭୁବନେଶ୍ୱର– ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଏନଡିଏର ତୃତୀୟ ପାଳି ସରକାରରେ ଶପଥ ଗ୍ରହଣ କରିବା ପରେ ସୋମବାର ସମ୍ବଲପୁର ଲୋକସଭା ସାଂସଦ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀ ସ୍ଥିତ ହଜଖାସ୍ ଶ୍ରୀଜଗନ୍ନାଥ ମନ୍ଦିରରେ ଦର୍ଶନ କରିଛନ୍ତି । 

ମନ୍ଦିରରେ ପୂଜାର୍ଚ୍ଚନା କରିବା ସହ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ଦେଶର ଦାୟିତ୍ୱ ପୁଣି ଥରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ହାତରେ ରହିଛି । ଓଡ଼ିଶା ସମେତ ସମଗ୍ର ଭାରତବର୍ଷରେ ପ୍ରଗତିର ଗତିକୁ ତ୍ୱରାନ୍ୱିତ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଉପରେ

ଲୋକମାନେ ଭରସା କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ମୋ ଉପରେ ଆସ୍ଥା ପ୍ରକଟ କରି କ୍ୟାବିନେଟରେ ସାମିଲ କରିଥିବାରୁ ସାଢେ ୪ କୋଟି ଓଡ଼ିଆ ଲୋକଙ୍କ ତରଫରୁ ତାଙ୍କୁ କୃତଜ୍ଞତା ଜ୍ଞାପନ କରୁଛି । ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ମାଆ ସମଲେଶ୍ୱରୀଙ୍କ ଆଶୀର୍ବାଦରୁ ମୋଦୀ ସରକାରରେ ଜଣେ ସହଯୋଗୀ ଭାବରେ ଓଡ଼ିଶା ସମେତ ଦେଶବାସୀଙ୍କ ସେବା କରିବା ପାଇଁ ପୁଣି ଥରେ ସୁଯୋଗ ମିଳିବା ମୋ ପାଇଁ ସୌଭାଗ୍ୟର ବିଷୟ । ୨୦୪୭ ସୁଦ୍ଧା ଭାରତକୁ ‘ବିକଶିତ ଭାରତ’ରେ ପରିଣତ କରିବା ପାଇଁ ଆଜି ଠାରୁ କାମ ଆରମ୍ଭ ହୋଇଛି ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି । ମହାପ୍ରଭୁଙ୍କ ପାଖରେ ସମସ୍ତଙ୍କ କଲ୍ୟାଣ କାମନା କରୁଛି ।


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like