-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||      କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   (04-Mar-2026)       ||     

HOME   ଜିଲ୍ଲା

ସବୁଜିମାରେ ହସିବ ବଲାଙ୍ଗିର, ରକ୍ତଦାନ ଓ ଚାରା ରୋପଣ ଉପରେ ବିଙ୍ଗ୍ ହ୍ୟୁମ୍ୟାନ୍ ଅନୁଷ୍ଠାନ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନେବ

10-Jun-2024



ବଲାଙ୍ଗିର(ଦେବାଶିଷ ବହିଦାର): ସ୍ଥାନୀୟ ଶ୍ରମିକ ଭବନ ପରିସରରେ ବିଙ୍ଗ ହ୍ୟୁମେନ ଫାଉଣ୍ଡେସନର ପ୍ରତିଷ୍ଠାତା ସୋମନାଥ ମିଶ୍ରଙ୍କ ଅଧ୍ୟକ୍ଷତାରେ ସବୁଜ ବଲାଙ୍ଗିର ଓ ରକ୍ତଦାନ ଶିବିର ପାଇଁ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି।

 ବର୍ତ୍ତମାନ ୪୬ ଡିଗ୍ରୀ ଉପରେ ବଲାଙ୍ଗିର ଜିଲା ତାପମାତ୍ରା ରହି ଆସୁଥିବା ବେଳେ ଆଜି ସୁଦ୍ଧା ସନ୍ଧ୍ୟା ୬ଟା ପରେ ମଧ୍ୟ ତାତିରୁ ମୁକ୍ତି ମିଳିପାରିନାହିଁ। ପ୍ରବଳ ମାତ୍ରାରେ ବଢ଼ୁଥିବା ଉତ୍ତାପକୁ ପ୍ରତିରୋଧ କରିବା ପାଇଁ ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ବିଙ୍ଗ ହ୍ୟୁମେନ ପକ୍ଷରୁ ଚାରା ରୋପଣ କରାଯିବାକୁ ଗୁରୁତ୍ୱାରୋପ କରାଯାଇଛି। ମୁକୁଟ ବିହୀନ ଶ୍ରମିକ ସମ୍ରାଟ ସ୍ୱର୍ଗତ ବିଶିଷ୍ଟ ସମାଜସେବୀ ଲଳିତ ନାୟକଙ୍କ

ମାର୍ଗଦର୍ଶନରେ ରକ୍ତଦାନ ଭଳି ପୂଣ୍ୟ ପଥର ପଥିକ ଅନୁଷ୍ଠାନର କର୍ମକର୍ତ୍ତାମାନେ ଯଥାସମ୍ଭବ ସାହାଯ୍ୟ ସହଯୋଗ ଗରିବ, ନିଷ୍ପେସିତ, ଅବହେଳିତ ତଥା ଜରୁରୀ ଥିବା ଲୋକଙ୍କୁ ଯୋଗାଇ ଆସୁଛନ୍ତି। ଏହାକୁ ଆହୁରି ବ୍ୟାପକ କରାଯିବାକୁ ସଭାରେ ମତପ୍ରକାଶ ପାଇଥିଲା। ପ୍ରାରମ୍ଭରେ ସ୍ୱର୍ଗତ ନାୟକଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ସମସ୍ତ ଶାଖାର ସଂଯୋଜକ ସଂଯୋଜିକା, ଅନୁଷ୍ଠାନ

ସକ୍ରିୟ ସଦସ୍ୟ ମୁକେଶ ପଧାନ, ବୁଲୁ ମହାକୁର, ବୀରେନ୍ଦ୍ର ସାହୁ, ଅମରେଶ ଖେତୀ, କୁନାଲ ସରକାର, ବିଜୟ ସା, କନ୍ଦର୍ପ ରଣା, ଶକ୍ତି ଅମାତ, ବିକୁ ଦଳାଇ, ତପନ ଜାଲ, ଘନ ପଶାୟତ, ପଞ୍ଚାନନ ପଟ୍ଟନାୟକ, ପ୍ରଶାନ୍ତ ନେଗୀ, ସୋନୁ ମହାକୁର, ଆକାଶ ସାହୁ, ଅଲେଖ ସାହୁ, ଅନିଲ ନାଏକ, ରାଜେଶ ପ୍ରଧାନ, ଅନିଲ ରଣା, ମହିଳା ଶାଖାର ରୂପା ଦାଶ, ସୁନିତା ବେହେରା, ରିଙ୍କି ସାହୁ, ପ୍ରିୟା ମିଶ୍ର, ଶିବାନୀ ଜାଲ, ଶିବାନୀ ମହାପାତ୍ର, ମାନସୀ ନନ୍ଦ, ସୁଧୀର ଅମାତ, ପ୍ରେମରାଜ ପଧାନ, ରିଙ୍କୁ ଦାଶ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026
  ଜିଲ୍ଲା  
ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ   05-Mar-2026

You Might Also Like