-+91-9937148622 |

prerana_bgr@rediffmail.com |

  Thursday 21st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ    (21-May-2026)       ||      ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   (21-May-2026)       ||      ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ    (21-May-2026)       ||      ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   (21-May-2026)       ||      ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ    (21-May-2026)       ||      ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   (21-May-2026)       ||      ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   (21-May-2026)       ||      *ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   (21-May-2026)       ||      କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର    (21-May-2026)       ||      ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   (21-May-2026)       ||      ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    (21-May-2026)       ||      ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ   (20-May-2026)       ||      ଜନଭାଗୀଦାରୀ ଅଭିଯାନରେ ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟ ଓ ସ୍ୱଚ୍ଛତା ସଚେତନତା   (20-May-2026)       ||      ଅରିନ୍ଦମଙ୍କ ନାଁରେ ଏତଲା ଦେଲେ ସାମ୍ବାଦିକ   (20-May-2026)       ||      କଟକ ଜିଲ୍ଲାର ନୂତନ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଭାବେ ବିଧିବଦ୍ଧ ଭାବରେ ଦାୟିତ୍ଵ ଗ୍ରହଣ କଲେ ଶ୍ରୀମତୀ ସ୍ଵାଗତିକା ବେହେରା   (20-May-2026)       ||      ସ୍ବାବଲମ୍ବୀ କାରିଗର ସଂଘ ପକ୍ଷରୁ କଟକ ସଦର ବ୍ଲକ ଅଫିସ୍ ସମ୍ମୁଖରେ ବିକ୍ଷୋଭ   (20-May-2026)       ||      କୁକୁର କାମୁଡ଼ିବାରୁ ସାମ୍ବାଦିକ ନିଲୁ ସାହୁ ଆହତ, ଡାକ୍ତରଖାନା ପହଞ୍ଚି ଚିକିତ୍ସା କଥା ପଚାରି ବୁଝିଲେ ପ୍ରସନ୍ନ I   (20-May-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ତୁରେକେଲା ବ୍ଲକ କମିଟି ର ପରିବର୍ଦ୍ଧିତ ବୈଠକ ଅନୁଷ୍ଠିତ    (20-May-2026)       ||      ଓଡ଼ିଶା  ସିଏଚ୍ଏସି  ୨୦୨୬ ପରିକ୍ଷା ଫଳାଫଳରେ  ଜେ ଏସ୍ ଏମ୍ କଲେଜର ୧୦୦% ସଫଳତା   (20-May-2026)       ||      ଜିଲ୍ଳା କେମିଷ୍ଟ ଏବଂ ଡ୍ରଗିଷ୍ଟ ଆସୋସିଏସନ ତରଫରୁ ବନ୍ଦ ଡାକରା ପୁର୍ଣ ସଫଳ    (20-May-2026)       ||     

HOME   ଜିଲ୍ଲା

ଗଞ୍ଜେଇ ବୋଝେଇ ଟ୍ରକ୍‌ ଜବତ, ଜଣେ ଗିରଫ

11-Jun-2024



ସୋନପୁର/ବିନିକା(ମନୋରଞ୍ଜନ ତ୍ରିପାଠୀ): ବୌଦ୍ଧରୁ ଗୁଜରାଟକୁ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ସୋନପୁର ଅବକାରୀ ବିଭାଗ ଚଢ଼ଉ କରି ଏକ ଟ୍ରକ୍‌କୁ ଧରିଛି। ଏଥିରୁ ୧ କ୍ବିଣ୍ଟାଲ ୪୦ କେଜି ଗଞ୍ଜେଇ ଜବତ କରିବା ସହ ଅଭିଯୁକ୍ତ ରାଜସ୍ଥାନ ବାରମେର ଜିଲ୍ଲା ସିନ୍ଧାରି ଥାନା ଟାକୁବାରି ଗ୍ରାମର କ୍ଷେମା ରାମ (୩୪)କୁ ଗିରଫ କରିଛି।ଗିରଫ ଅଭିଯୁକ୍ତ ଟ୍ରକ୍‌ ଚାଳକ ଏବଂ ମାଲିକ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି। ଏଥିସହ ଅବକାରୀ ବିଭାଗ ୧୦.୬୧୫ ମେଟ୍ରିକ୍‌ ଟନ୍‌ ଷ୍ଟିଲ୍‌ପ୍ଲେଟ, ଗଞ୍ଜେଇ ଚାଲାଣ ଟ୍ରକ୍‌, ଗୋଟିଏ ମୋବାଇଲ୍‌ ଫୋନ୍‌ ଜବତ କରିଛି। ମଙ୍ଗଳବାର ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯିବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି।*


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ   21-May-2026
  ଜିଲ୍ଲା  
ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   21-May-2026
  ଜିଲ୍ଲା  
ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ   21-May-2026
  ଜିଲ୍ଲା  
ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   21-May-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ   21-May-2026
  ଜିଲ୍ଲା  
ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   21-May-2026
  ଜିଲ୍ଲା  
ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   21-May-2026
  ଜିଲ୍ଲା  
*ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   21-May-2026
  ରାଜ୍ୟ  
କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର   21-May-2026
  ଜିଲ୍ଲା  
ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   21-May-2026
  ଜିଲ୍ଲା  
ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    21-May-2026
  ରାଜ୍ୟ  
ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ   20-May-2026

You Might Also Like