-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||     

HOME   ଜିଲ୍ଲା

ରଜ ଉତ୍ସବ ଅନୁଷ୍ଠିତ

14-Jun-2024



କନ୍ଧମାଳ ଜିଲ୍ଲା ଟିକାବାଲି ଠାରେ ରଜ ଉତ୍ସବ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ତରଫରୁ ଏ ବି ଭି ପି ର ନଗର ସଭାପତି ସନ୍ତୋଷ କୁମାର ଦଳବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି l ମୁଖ୍ୟ ଅତିଥି ଭାବରେ ପ୍ରାଧ୍ୟାପକ ଦୀନବନ୍ଧୁ ମହାନ୍ତି ସ୍ବାମୀ ବିବେକାନନ୍ଦଙ୍କ ଫୋଟରେ ଦୀପ ପ୍ରଜ୍ଜଳନ କରି ଉଦ୍ଘାଟନ କରିଥିଲେ l ତାଙ୍କ ବକ୍ତବ୍ୟରେ ଅବକ୍ଷୟମୁଖୀ ସମାଜର ସଂସ୍କୃତି ଓ ପରମ୍ପରା ରକ୍ଷା କରିବା ସଙ୍ଗେସଙ୍ଗେ ରାଷ୍ଟ୍ର ପ୍ରତି ସମର୍ପଣ ଭାବ ରହିବା ପାଇଁ ପରାମର୍ଶ ଦେଇଥିଲେ l ମୁଖ୍ୟବକ୍ତା ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଦୀପ୍ତ ନାୟକ ଯୋଗ ଦେଇଥିଲେ l ସମ୍ମାନିତ ଅତିଥି ଭାବେ ଉପଦେଷ୍ଟା ପ୍ରମୋଦ କୁମାର ପାଣିଗ୍ରାହୀ, ଶିକ୍ଷକ ଅରବିନ୍ଦ ମହାପାତ୍ର ,ବୁଲୁଭାଇ, ଏ ବି ଭି ପି ର ଗଞ୍ଜାମ,

ଫୁଲବାଣୀର ସଂଯୋଜକ ରୁଦ୍ରପ୍ରସାଦ ଓ ଜିଲ୍ଲା ସଂଯୋଜିକ ସଞ୍ଜନା ଯୋଗ ଦେଇଥିଲେ l କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ଛାତ୍ରୀ ଶୁଭଶ୍ରୀ ବେହେରା, ସୁଲେଖା, ରେଶମା, ଆଲୋକ, ସୋମନାଥ, ଅଂଶୁମାନ, ରଜତ, ତ୍ରିଲୋଚନ, ଶୁଭମ୍ l ସାଧାରଣ ଜ୍ଞାନ ,ସଙ୍ଗୀତ, ପୁଚି ରଙ୍ଗୋଲି, ମ୍ୟୁଜିକ୍ ଚେୟାର ନୃତ୍ୟ ପ୍ରତିଯୋଗିତା କରାଯାଇଥିଲା l (ରମେଶ ପଣ୍ଡା ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026

You Might Also Like