-+91-9937148622 |
prerana_bgr@rediffmail.com |
Thursday 19th June 2025 |
R.N.I. Regd No. ODIODI/2010/46693
Breaking News
21-Jun-2024
ପଦ୍ମପୁର:(ପ୍ରେରଣା ଖବର) ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ରେ ଆନ୍ତର୍ଜାତିକ ଯୋଗ ଦିବସ ପାଳନ ହୋଇଯାଇଛି ।ସୁସ୍ଥ ଶରୀର ପାଇଁ ଯୋଗ ଓ ପ୍ରଣାୟାମ ର ଆବଶ୍ୟକତା ରହିଛି ।ଏହି ଅବସରରେ ଶିଶୁ ମନ୍ଦିର ପରିସରରେ ଦୀନବନ୍ଧୁ ଦେହେରୀ ଗୁରୁଜୀ ଓ ପ୍ରଦୀପ ରାଜହଂସ ଗୁରୁଜୀ ଯୋଗ ଓ ପ୍ରାଣାୟାମ ପରିଚାଳନା କରିଥିଲେ । ସେହିପରି ବିଦ୍ୟା ମନ୍ଦିର ପରିସରରେ ସମ୍ପାଦକ ଜନକଲାଲ ମେହେର, ଧନୁ ଗୁରୁଜୀ ଯୋଗ ଓ ପ୍ରାଣାୟାମ ପରିଚାଳନା କରିଥିଲେ । ଏଥିରେ ଶିଶୁ ପ୍ରାରମ୍ଭ ରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଭାଇ ଭଉଣୀ ଅଂଶ ଗ୍ରହଣ କରିଥିଲେ ।କଲ୍ୟାଣୀ ମିଶ୍ର ଗୁରୁମା ଧନ୍ୟବାଦ ଅର୍ପଣ କରିଥିଲେ ସମସ୍ତ ଗୁରୁଜୀ ଗୁରୁମା ଙ୍କ ସହଯୋଗ ରେ କାର୍ଯ୍ୟକ୍ରମ ଟି ସଫଳ ହୋଇଥିଲା ।