-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||      ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି    (25-Nov-2026)       ||      ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   (25-Nov-2026)       ||      ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   (25-Nov-2026)       ||      ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   (25-Nov-2026)       ||      ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   (25-Nov-2026)       ||      ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   (25-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   (25-Nov-2026)       ||      *ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   (25-Nov-2026)       ||      ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ    (25-Nov-2026)       ||      ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   (25-Nov-2026)       ||      ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି    (25-Nov-2026)       ||     

HOME   ଜିଲ୍ଲା

ୱେଲ୍ କମ୍ ବ୍ୟାକ ଖରା ଛୁଟି ଶେଷ,ସ୍କୁଲ ଖୋଲିଲା

22-Jun-2024



ବିନିକା(ହିମାଂଶୁ ଶେଖର ପୁଟେଲ) ପ୍ରାୟ ଦୁଇମାସ ଖରା ଛୁଟି ପରେ କେତେକ ସ୍କୁଲ ମଙ୍ଗଳବାର ତ ଆଉ କେତେକ ଶୁକ୍ରବାର ଦିନ ଖୋଲିଛି । ଖରା ଓ ଗୁଲଗୁଳିକୁ ଦୃଷ୍ଟିରୁ ରାଜ୍ୟ ସରକାର ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ବିଦ୍ୟାଳୟ ଖୋଲିବା ନେଇ ନିର୍ଦ୍ଦେଶ ଦେଇଥିଲେ ।ଯାହା ଫଳରେ ସୁବର୍ଣ୍ଣପୁର ଜିଲ୍ଲାରେ ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ସହ ଗୁଲଗୁଳି ଯୋଗୁଁ ଜିଲ୍ଲାପାଳ ୩ଦିନ ଛୁଟି ଅଧିକ ବଢ଼ାଇ ଦେଇଥିଲେ । ଫଳରେ ଆଜି ଶୁକ୍ରବାର ଠାରୁ ସମସ୍ତ ସ୍କୁଲ ଖୋଲିଛି ।ଦୀର୍ଘ ଦିନର ବ୍ୟବଧାନ ପରେ ବିନିକା ଅଞ୍ଚଳର ସମସ୍ତ ସ୍କୁଲ ଖୋଲିଥିବାରୁ ଛାତ୍ରଛାତ୍ରୀ ତଥା ଅଭିଭାବକ ମଧ୍ୟରେ ଏକ ପ୍ରକାର ଉନ୍ନାଦନ ସୃଷ୍ଟି ହୋଇଛି ।ଛାତ୍ରଛାତ୍ରୀଙ୍କର ପୁଣି ଆରମ୍ଭ ହୋଇଯାଇଛି ନିତିଦିନିଆ ରୁଟିନ ଜୀବନ।ବିନିକା ସହରରେ ଥିବା ସରକାରୀ/ବେସରକାରୀ ଶିକ୍ଷାନୁଷ୍ଠାନ ମାନଙ୍କୁ ଅଭିଭାବକ ମାନେ ତାଙ୍କର ପୁଅଝିଅଙ୍କୁ ନବା ଆଣିବା କଲେଣି ।ଯେଉଁ ସ୍କୁଲ ଗୁଡ଼ିକ ଦୁଇମାସ ହେଲା ନୀରବ ନିସ୍ତବ୍ଧ ହୋଇ ଯାଇଥିଲା ସେଗୁଡିକ ପୁଣି ଛାତ୍ରଛାତ୍ରୀଙ୍କ ଯୋଗୁଁ ଚଳଚଞ୍ଚଳ ଓ କୋଲାହଲମୟ ହୋଇଉଠିଛି ।ଶିକ୍ଷକ,ଶିକ୍ଷୟତ୍ରୀ ମହଲରେ ମଧ୍ୟ ବେଶ ତପ୍ତରତା ପରିଲକ୍ଷିତ ହୋଇଛି।ଛାତ୍ରଛାତ୍ରୀଙ୍କୁ ନେବା ଆଣିବା କରୁଥିବା ସ୍କୁଲ ବସ,ଅଟୋ ରିକ୍ସା,ମାରୁତି ଭ୍ୟାନ ପ୍ରଭୃତି ରାସ୍ତାରେ ଗଡିବା ଆରମ୍ଭ କରିଦେଇଥିବା ଦେଖିବାକୁ ମିଳିଛି ।ତେବେ ଗ୍ରୀଷ୍ମ ପ୍ରକୋପରେ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ଜୀବନ ଗତକାଲି ଘଡଘଡି ସହ ତୁହାକୁ ତୁହା ବର୍ଷା ଯୋଗୁଁ ଲୋକଙ୍କୁ ଟିକିଏ ଆଶ୍ବସ୍ତି ମିଳିଥିବା ବେଳେ ଉତପ୍ତ ଭୂଇଁ କିଛି ମାତ୍ରାରେ ବର୍ଷା ପାଣିରେ ଶୀତଲି ଯାଇଛି । ବର୍ଷା ପରେ ପାଗରେ ପରିବର୍ତ୍ତନ ଆସିବାରୁ ବର୍ତମାନ ଥଣ୍ଡାମୟ ପରିବେଶ ଶିଶୁଙ୍କ ପାଠ ପଢା ପ୍ରତି ଆଗ୍ରହ ସୃଷ୍ଟି କରିବ ବୋଲି ଅଭିଭାବକ/ଅଭିଭାବିକା ମହଲରେ ଆଶା ପ୍ରକଟ କରାଯାଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର   26-Nov-2026
  ରାଜ୍ୟ  
ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ   26-Nov-2026
  ଜିଲ୍ଲା  
୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   26-Nov-2026
  ଜିଲ୍ଲା  
*ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   26-Nov-2026
  ଜିଲ୍ଲା  
ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   26-Nov-2026
  ଜିଲ୍ଲା  
ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   26-Nov-2026
  ଜିଲ୍ଲା  
ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   25-Nov-2026
  ଜିଲ୍ଲା  
ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   25-Nov-2026
  ଜିଲ୍ଲା  
ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   25-Nov-2026
  ରାଜ୍ୟ  
ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି   25-Nov-2026
  ଜିଲ୍ଲା  
ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   25-Nov-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   25-Nov-2026

You Might Also Like