-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||      ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି    (25-Nov-2026)       ||      ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   (25-Nov-2026)       ||      ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   (25-Nov-2026)       ||      ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   (25-Nov-2026)       ||      ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   (25-Nov-2026)       ||      ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   (25-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   (25-Nov-2026)       ||      *ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   (25-Nov-2026)       ||      ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ    (25-Nov-2026)       ||      ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   (25-Nov-2026)       ||      ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି    (25-Nov-2026)       ||      ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   (24-Nov-2026)       ||      ୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   (24-Nov-2026)       ||      ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   (24-Nov-2026)       ||      ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   (24-Nov-2026)       ||      ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ବିଶ୍ୱ ଯୋଗ ଦିବସ ପାଳିତ

22-Jun-2024



ସୋନପୁର  (ମନୋରଞ୍ଜନ ତ୍ରିପାଠୀ ) ସୁବର୍ଣ୍ଣପୁର  ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପ୍ରାଙ୍ଗଣରେ  ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଛି l ଏହି ଉପଲକ୍ଷେ ଏକ ସଭା ଅନୁଷ୍ଟିତ ହୋଇଥିଲା l ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ  ଅଧିକାରୀ ଡା. ଦୁର୍ଗାଦତ୍ତ ଦାସ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଟିତ ଏହି ସଭାରେ ମୁଖ୍ୟ ଅତିଥି ଭାବରେ ସୋନପୁର କଲେଜ ର ପଦାର୍ଥ ବିଜ୍ଞlନ ପ୍ରାଧ୍ୟାପିକା ଶ୍ରୀମତୀ ପ୍ରତିମା ରଥ ଯୋଗ ଦେଇଥିଲେ.ପୌର ପରିଷଦ ଅଧ୍ୟକ୍ଷା ତାମସି ତମସ୍ମିତା ନାଏକ ,  ଜିଲ୍ଲା ଯୋଗ ସମିତି ର  ଡା ସରୋଜ ପଟେଲ ଓ ଯୋଗ ଶିକ୍ଷକ ଗୁଣନିଧି ଥାନାପତି ଯୋଗ ଦେଇ ଯୋଗlଭ୍ୟାସ କରାଇଥିଲେ.ଏଥିରେ ଏ ଡି ପି ଏଚ ଓ ଡି ସି ଡା ରମେଶ ଚନ୍ଦ୍ର ସ୍ୱାଇଁ ଯୋଗ ର ଉପକାରିତା ଉପରେ ବୁଝାଇଥିଲେ l  ଏ ଡି ପି ଏଚ ଓ ଭି ବି ଡି ଡା ଗୋପାଳ ଚନ୍ଦ୍ର ମଲ୍ଲିକ  ସିନିଅର ମେଡିକାଲ ଅଫିସର ଡା ତ୍ରିବିକ୍ରମ ପାଣ୍ଡିଆ, ଏ ଏମ ଏଲ ଏ ଆଇ ଏସ ଶୋଭନା ଦାସ ଡ଼ିଡ଼ିଏମ ପ୍ରଦୀପ ସାହୁ, ଆଶା ମେନେଜର ତାରିଣୀ ପଧାନ, ସୋନପୁର ର ସମସ୍ତ ଆଶା କର୍ମୀ ଓଁ ମହିଳା ଯୋଗାଳୟ ର ସଭ୍ୟ ସବୁ ଉପସ୍ଥିତ ଥିଲେ. ଜିଲ୍ଲା ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ ଅତିଥି ଙ୍କୁ ସ୍ଵାଗତ କରି ସଭା ସଂଯୋଜନା କରିଥିଲେ ଓ  ଧନ୍ୟବାଦ୍ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   25-Nov-2026
  ଜିଲ୍ଲା  
ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   25-Nov-2026
  ଜିଲ୍ଲା  
ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   25-Nov-2026
  ରାଜ୍ୟ  
ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି   25-Nov-2026
  ଜିଲ୍ଲା  
ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   25-Nov-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   25-Nov-2026
  ଜିଲ୍ଲା  
ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   25-Nov-2026
  ଜିଲ୍ଲା  
ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   25-Nov-2026
  ଜିଲ୍ଲା  
ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   25-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   25-Nov-2026
  ଜିଲ୍ଲା  
*ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   25-Nov-2026
  ଜିଲ୍ଲା  
ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ   25-Nov-2026

You Might Also Like