-+91-9937148622 |

prerana_bgr@rediffmail.com |

  Monday 10th February 2025 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଷଷ୍ଠ ତମ ହନୁମାନ ମେମୋରିଆଲ ଫୁଟବଲ ଟୁର୍ନାମେଣ୍ଟ ର ଫାଇନାଲ ମ୍ୟାଚ ରେ ଘସିଏନ ଦଳ ବିଜୟୀ   (09-Feb-2025)       ||      ଖଲିଆପାଲି ରେ  ଦ୍ଵିଦିବସୀୟ ଗୀତାଯଜ୍ଞ  ସମ୍ପନ୍ନ   (09-Feb-2025)       ||      ଶିକ୍ଷୟିତ୍ରୀ ଅନୁସୁୟା ଦେବତା ପାଇଲେ ବଣମଲ୍ଲୀ ଶିକ୍ଷା ଗୌରବ ସମ୍ମାନ    (09-Feb-2025)       ||      ଶିକ୍ଷୟିତ୍ରୀ ଅନୁସୁୟା ଦେବତା ପାଇଲେ ବଣମଲ୍ଲୀ ଶିକ୍ଷା ଗୌରବ ସମ୍ମାନ    (09-Feb-2025)       ||      ବଲାଙ୍ଗୀରର ଓକିଲ ମାନଙ୍କ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍    (09-Feb-2025)       ||      ଜରାସିଂହାରେ ଟାଙ୍ଗିଆଜାମ କମିଟି ପକ୍ଷରୁ ପରିବେଶ ସଚେତନତା କାର୍ଯ୍ୟକ୍ରମ   (09-Feb-2025)       ||      ଫରେଷ୍ଟ ପାର୍କ ଠାରେ ଯୋଗ ପ୍ରଶିକ୍ଷଣ ଶିବିର   (09-Feb-2025)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୨ ତମ ବାର୍ଷିକ ଉତ୍ସବ   (09-Feb-2025)       ||      ନମୁନା ପଞ୍ଜିକରଣ ପଦ୍ଧତିର ସାମୟିକ ଗଣନାକାରୀମାନଙ୍କ ଏକ ଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (09-Feb-2025)       ||      ଆଞ୍ଚଳିକ ସାଧନା କେନ୍ଦ୍ର ସ୍ତରୀୟ ନିପୁଣ ଓଡିଶା ମେଳା 2024-25 ଅନୁଷ୍ଠିତ   (09-Feb-2025)       ||      ଭାରତୀୟ ମଜଦୁର ସଂଘ, ରାଜ୍ୟ ବିଧି ପ୍ରକୋଷ୍ଠର ପ୍ରଥମ ରାଜ୍ୟସ୍ତରୀୟ ସମ୍ମିଳନୀ   (09-Feb-2025)       ||      ରତାଖଣ୍ଡି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବବଜା କ୍ଲଷ୍ଟରର କ୍ଲଷ୍ଟରସ୍ତରୀୟ ନିପୁଣ ମେଳା   (09-Feb-2025)       ||      *ଭାରତ ଇ‍ଂଲଣ୍ଡ କ୍ରିକେଟ ମ୍ୟାଚରେ ଗ୍ରାଉଣ୍ଡ୍ସ ମେନ୍ ଭାବରେ ସୋନପୁର ର ଲୁଲୁ ପାତ୍ର ନିୟୋଜିତ*-   (09-Feb-2025)       ||      ଖଣ୍ଡୋକଟା ୩୨ ତମ ବିରାଟ ଧନୁଯାତ୍ରା ଅନୁଷ୍ଠିତ    (09-Feb-2025)       ||      ରାମପୁରରେ ବରିଷ୍ଠ ଦେୱାନୀ ଜଜ୍ କୋର୍ଟ ଉଦଘାଟିତ   (08-Feb-2025)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ବାର୍ଷିକ ଉତ୍ସବ ଅନୁଷ୍ଠିତ   (08-Feb-2025)       ||      ଟାଙ୍ଗୀ ମହାବିଦ୍ୟାଳୟରେ ସ୍ବାମୀ ବିବେକାନନ୍ଦ ଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚିତ   (08-Feb-2025)       ||      ସେବା ପାଇଁ ସମ୍ମାନିତ ଜନ କଲ୍ୟାଣ ସେବା ଟ୍ରଷ୍ଟ   (08-Feb-2025)       ||      ଗୋଚର ଜମିରେ ବାଲିର ପାହାଡ଼: ପ୍ରଶାସନ ତଦନ୍ତ କରିବାକୁ ସାଧାରଣରେ ଦାବି   (08-Feb-2025)       ||      ଧରୁଛନ୍ତି କାଠ ଗାଡ଼ି,ଧରୁନାହାନ୍ତି କାଠ ମାଫିଆ   (08-Feb-2025)       ||     

HOME   ଜିଲ୍ଲା

ବ୍ରହ୍ମାକୁମାରୀ ସଂସ୍ଥା ଦ୍ୱାରା ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ପାଳିତ

23-Jun-2024



ସିନ୍ଧେକେଲା(ଦୀନେଶ ଜୈନ ):  ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ସିନ୍ଧେକେଲା ଉପକେନ୍ଦ୍ର ପକ୍ଷରୁ ସ୍ଥାନୀୟ ଦ୍ୱାରସେହ୍ନି ମନ୍ଦିର ନିକଟ ଗ୍ରାମୀଣ ପାର୍କ ନିକଟରେ ଅନ୍ତରରାଷ୍ଟ୍ରୀୟ ଯୋଗ ଦିବସ ପାଳନ କରାଯାଇଛି । ସିନ୍ଧେକେଲା ଉପକେନ୍ଦ୍ର ନିର୍ଦ୍ଦେଶିକ ରାଜ ଯୋଗିନୀ ମନୀଷା ବହନ ଙ୍କ ନେତୃତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ଉପକେନ୍ଦ୍ର ର ସମସ୍ତ ଭାଇ ଭଉଣୀ ସମେତ ଗ୍ରାମର ଦୟା ସାହୁ , ସୂର୍ଯ୍ୟକାନ୍ତି ସାହୁ ସମେତ ଅନେକ ଗଣମାନ୍ୟ ମହିଳା ଓ ପୁରୁଷ  ସାମିଲ ହୋଇଥିଲେ ।  ମୁଖ୍ୟ ଅତିଥି ଭାବରେ ଟିଟିଲାଗଡ଼ ଅଞ୍ଚଳର ଯୋଗ ଶିକ୍ଷକ ଲକ୍ଷ୍ମୀକାନ୍ତ ପଗଡିୟା ଯୋଗଦେଇ ଯୋଗାସନ , ପ୍ରାଣାୟାମ ଓ ଧ୍ୟାନର ଅଭ୍ୟାସ

କରାଇଥିଲେ । ଏହି ଅବସରରେ ବ୍ରହ୍ମାକୁମାରୀ ମନୀଷା ଭଉଣୀ ନିଜର ବକ୍ତବ୍ୟରେ କହିଥିଲେ ଯେ ଶାରୀରିକ ବ୍ୟାୟାମ ଏବଂ ପ୍ରାଣାୟାମ ଆମର ଶରୀରକୁ ଅନେକ ରୋଗରୁ ମୁକ୍ତ କରିଥାଏ । କିନ୍ତୁ ଆମେ ଦୈନନ୍ଦିନ ଜୀବନରେ ରାଜଯୋଗ କୁ ସାମିଲ କରିବା ତାହେଲେ ତାହା ଆମର ମନ ସାଙ୍ଗେସାଙ୍ଗେ ଶାରୀରିକ ଆର୍ଥିକ ବୌଦ୍ଧିକ ଓ ସାମାଜିକ ବିକାଶ କରିବାରେ ସଫଳ ହେବ । ଏହି ଯୋଗ ଯାହାକି

ଗୀତାରେ ବର୍ଣ୍ଣିତ ରାଜଯୋଗ ଅଟେ ଯାହା ପରମାତ୍ମା ଦ୍ୱାରା ଶିଖା ଯାଇଛି । ଏହି ଯୋଗରେ ଆତ୍ମାର ପରମାତ୍ମା ସହିତ କନେକ୍ସନ ଥିବାରୁ ମନ ଓ ତନ ସ୍ଵସ୍ଥ ରହିଥାଏ । ଏହାର ପ୍ରଭାବ ଆମର ଆଖପାଖର ଲୋକଙ୍କ ଉପରେ ବାତାବରଣ ଉପରେ ପରିବାର ଉପରେ ଓ ସମାଜ ଉପରେ ପଡିଥାଏ । ଏହି ଯୋଗ ବ୍ରହ୍ମାକୁମାରୀ ସଂସ୍ଥା ଦ୍ୱାରା ନିଶୁଳ୍କ ଶିଖା ଯାଏ ବୋଲି ସେ କହିଥିଲେ । ଶେଷରେ ବ୍ରହ୍ମାକୁମାରୀ ଯମୁନା ଭଉଣୀ ଧନ୍ୟବାଦ ଜ୍ଞାପନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଷଷ୍ଠ ତମ ହନୁମାନ ମେମୋରିଆଲ ଫୁଟବଲ ଟୁର୍ନାମେଣ୍ଟ ର ଫାଇନାଲ ମ୍ୟାଚ ରେ ଘସିଏନ ଦଳ ବିଜୟୀ   09-Feb-2025
  ଜିଲ୍ଲା  
ଖଲିଆପାଲି ରେ  ଦ୍ଵିଦିବସୀୟ ଗୀତାଯଜ୍ଞ  ସମ୍ପନ୍ନ   09-Feb-2025
  ଜିଲ୍ଲା  
ଶିକ୍ଷୟିତ୍ରୀ ଅନୁସୁୟା ଦେବତା ପାଇଲେ ବଣମଲ୍ଲୀ ଶିକ୍ଷା ଗୌରବ ସମ୍ମାନ   09-Feb-2025
  ଜିଲ୍ଲା  
ଶିକ୍ଷୟିତ୍ରୀ ଅନୁସୁୟା ଦେବତା ପାଇଲେ ବଣମଲ୍ଲୀ ଶିକ୍ଷା ଗୌରବ ସମ୍ମାନ   09-Feb-2025
  ଜିଲ୍ଲା  
ବଲାଙ୍ଗୀରର ଓକିଲ ମାନଙ୍କ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍   09-Feb-2025
  ଜିଲ୍ଲା  
ଜରାସିଂହାରେ ଟାଙ୍ଗିଆଜାମ କମିଟି ପକ୍ଷରୁ ପରିବେଶ ସଚେତନତା କାର୍ଯ୍ୟକ୍ରମ   09-Feb-2025
  ଜିଲ୍ଲା  
ଫରେଷ୍ଟ ପାର୍କ ଠାରେ ଯୋଗ ପ୍ରଶିକ୍ଷଣ ଶିବିର   09-Feb-2025
  ଜିଲ୍ଲା  
ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୨ ତମ ବାର୍ଷିକ ଉତ୍ସବ   09-Feb-2025
  ଜିଲ୍ଲା  
ନମୁନା ପଞ୍ଜିକରଣ ପଦ୍ଧତିର ସାମୟିକ ଗଣନାକାରୀମାନଙ୍କ ଏକ ଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   09-Feb-2025
  ଜିଲ୍ଲା  
ଆଞ୍ଚଳିକ ସାଧନା କେନ୍ଦ୍ର ସ୍ତରୀୟ ନିପୁଣ ଓଡିଶା ମେଳା 2024-25 ଅନୁଷ୍ଠିତ   09-Feb-2025
  ଜିଲ୍ଲା  
ଭାରତୀୟ ମଜଦୁର ସଂଘ, ରାଜ୍ୟ ବିଧି ପ୍ରକୋଷ୍ଠର ପ୍ରଥମ ରାଜ୍ୟସ୍ତରୀୟ ସମ୍ମିଳନୀ   09-Feb-2025
  ଜିଲ୍ଲା  
ରତାଖଣ୍ଡି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବବଜା କ୍ଲଷ୍ଟରର କ୍ଲଷ୍ଟରସ୍ତରୀୟ ନିପୁଣ ମେଳା   09-Feb-2025

You Might Also Like