-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||      କଟକ ବାଲିଯାତ୍ରା ତଳ ପଡ଼ିଆରେ ପ୍ରେମୀଯୁଗଳ ଏବଂ ମଦୁଆଙ୍କ ସହିତ ପିସିଆର ଭ୍ୟାନ୍ ର ଲୁଚିକାଳୀ ଖେଳେ ।   (05-Jun-2026)       ||     

HOME   ଜିଲ୍ଲା

ଛତ୍ରପୁର ପ୍ରେସ କ୍ଲବ ପକ୍ଷରୁ ସାଂସଦଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

24-Jun-2024



ବ୍ରହ୍ମପୁର/ଦିଗପହଣ୍ଡି : ନବନିର୍ବାଚିତ ବ୍ରହ୍ମପୁର ସାଂସଦ ଡ. ପ୍ରଦୀପ ପାଣିଗ୍ରାହୀଙ୍କୁ ଛତ୍ରପୁର ପ୍ରେସ କ୍ଲବକୁ ସ୍ୱାଗତ କରାଯିବା ସହ ଶୁକ୍ରବାର ସନ୍ଧ୍ୟା ଏକ ଅନ୍ତରଙ୍ଗ ମୂହର୍ତ୍ତରେ କ୍ଲବ ପରିସରରେ ଭବ୍ୟ-ସମ୍ବର୍ଦ୍ଧନା କରାଯାଇଛି । ଛତ୍ରପୁର ପ୍ରେସ କ୍ଲବ ଗୃହରେ ସଭାପତି ରବିନ୍ଦ୍ରନାଥ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସାଂସଦ ଶ୍ରୀ ପାଣିଗ୍ରାହୀଙ୍କୁ ପୁଷ୍ପଗୁଚ୍ଛ, ଉପଢୌକନ ଓ ପୁଷ୍ପମାଲ୍ୟ ଦେଇ ସାମ୍ୱାଦିକ ସଦସ୍ୟ ମଣ୍ଡଳୀଙ୍କ ତରଫରୁ ଉଚ୍ଚସୀତ ସମ୍ବର୍ଦ୍ଧନା ଦିଆଯାଇଛି । ଏହି ଅବସରରେ ତାଙ୍କର ଜୀବନ ଶୈଳୀ ଉନ୍ନତ ହେବା ସାଂଗକୁ ଉକ୍ତ କ୍ଲବ୍ ତରଫରୁ ଉଜ୍ୱଳ ଭବିଷ୍ୟତ ଓ ସୁଖ ସମୃଦ୍ଧିମୟ କାମନା କରିଥିଲେ । ନବନିର୍ବାଚିତ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ଉପସ୍ଥିତରେ ଅନୁଷ୍ଠିତ ଏହି ସମାରୋହରେ ଗଞ୍ଜାମ ଜିଲ୍ଲାର ବିକାଶ କ୍ଷେତ୍ରରେ ଏବଂ ଛତ୍ରପୁର ନିର୍ବାଚନ ମଣ୍ଡଳୀର ବିକାଶ କ୍ଷେତ୍ରରେ ଗଣମାଧ୍ୟମର ବଡ଼ ଭୂମିକା ରହିଥିବା ବିଷୟରେ ସାଂସଦ ଡକ୍ଟର ପ୍ରଦୀପ ପାଣିଗ୍ରାହୀ ଭୂୟସୀ ପ୍ରଶଂସା କରିଥିଲେ । ନୂଆଁ ନୂଆଁ ପ୍ରକଳ୍ପ ହେଉ କିମ୍ବା ପୂରାତନ ପ୍ରକଳ୍ପର ପୁନଃରୁଦ୍ଧାର କରାଯିବା ନିମନ୍ତେ କାର୍ଯ୍ୟକାରୀ କରିବାକୁ ସମୂହ ଅନୁରୋଧ କରାଯାଇଛି । ଉପସଭାପତି ସନ୍ତୋଷ ମିଶ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ଉପଦେଷ୍ଟା ରବୀନ୍ଦ୍ର କୁମାର ପଣ୍ଡା ନୂତନ ସାଂସଦଙ୍କୁ ଗଞ୍ଜାମ ଜିଲ୍ଲା ଏବଂ ଛତ୍ରପୁର ନିର୍ବାଚନ ମଣ୍ଡଳୀର ଦୂରଦୃଷ୍ଟି ଓ ଉନ୍ନୟନ କାର୍ଯ୍ୟ ଦିଗରେ ଆଲୋକପାତ କରିଥିଲେ । ଋଷିକୁଲ୍ୟା ଉନ୍ନୟନ କର୍ତ୍ତୃପକ୍ଷ ଗଠନ କରିବା ଉପରେ ଗୁରୁତ୍ୱଆରୋପ କରିଥିଲେ । ସାମ୍ୱାଦିକ ବସନ୍ତ ମହାରଣା, କ୍ଷୀରୋଦ ଚନ୍ଦ୍ର ସାହୁ, କ୍ଲବ୍ କୋଷାଧ୍ୟକ୍ଷ କେ. ସତ୍ୟନାରାୟଣ ରେଡ୍ଡୀ, ପ୍ରାକ୍ତନ ସଭାପତି ପ୍ରଶାନ୍ତ ମହାରଣା, ଯୁବ ସାମ୍ବାଦିକ ବିସ୍ମୟ ପ୍ରଧାନ ସୁଧୀର ନାୟକ, ରବି ନାୟକ, ଦିଲ୍ଲୀପ ସାମଲ, ରବିନ୍ଦ୍ର ନାହାକ, ଅଶୋକ ବେହେରା, କିଶୋର ଚନ୍ଦ୍ର ମହାନ୍ତି, ପ୍ରଦୀପ କୁମାର ସାହୁ, ଦେବବ୍ରତ ପଣ୍ଡା, ବୀରେନ ରାଉଳ ଓ ଅଶୋକ ରଥ ପ୍ରମୁଖ ଉପସ୍ଥିତ ଥିଲେ । (ଦିଗପହଣ୍ଡି ରୁ ରବି କୁମାର ଶର୍ମା ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026
  ଜିଲ୍ଲା  
ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   05-Jun-2026

You Might Also Like