-+91-9937148622 |
prerana_bgr@rediffmail.com |
Sunday 9th February 2025 |
R.N.I. Regd No. ODIODI/2010/46693
Breaking News
27-Jun-2024
ଭୁବନେଶ୍ୱର (ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି । ତାଙ୍କ ସହିତ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତି ପରିଡା ମଧ୍ୟ ରାଷ୍ଟ୍ରପତିଙ୍କୁ ଭେଟିଛନ୍ତି । ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି । ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯାଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।