-+91-9937148622 |

prerana_bgr@rediffmail.com |

  Sunday 29th November 2026 |

| | | |

R.N.I. Regd No. ODIODI/2010/46693

Breaking News

ତୃତୀୟ ତ୍ରି-ଦିବସୀୟ ଶିକ୍ଷଣ କର୍ମଶାଳା ‘ଉନ୍ମେଷ’ ଉଦ୍‌ଯାପିତ -ମାଟ୍ରିକ୍‌ ପରୀକ୍ଷାରେ A1 ଗ୍ରେଡ୍‌ ଲକ୍ଷ୍ୟ ନେଇ ୨୦୦ ଛାତ୍ରଛାତ୍ରୀଙ୍କ ଅଂଶଗ୍ରହଣ   (29-Nov-2026)       ||      ଭୋଟର ତାଲିକା ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR) ୨୦୨୬-୨୭ ନେଇ ସମ୍ବଲପୁରରେ ରାଜନୈତିକ ଦଳ ଙ୍କ ସହିତ ବୈଠକ ଅନୁଷ୍ଠିତ   (28-Nov-2026)       ||      ଗୋପବନ୍ଧୁ ନଗର ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Nov-2026)       ||      GIETରେ ଗୁଣାତ୍ମକ ବୈଷୟିକ ଶିକ୍ଷା, ଗବେଷଣା ଓ ନିଯୁକ୍ତି ଉପରେ ଗୁରୁତ୍ୱ ଶିଳ୍ପାନୁଷ୍ଠାନର ଆବଶ୍ୟକତା ଅନୁଯାୟୀ ଦକ୍ଷ ଛାତ୍ରଛାତ୍ରୀ ଗଢ଼ିବା ଲକ୍ଷ୍ୟ   (28-Nov-2026)       ||      ସୋନପୁର ଅସ୍ଥାୟୀ ବସଷ୍ଟାଣ୍ଡ୍‌କୁ ଆଜି ଅଚାନକ ପରିଦର୍ଶନ କରିଛନ୍ତି ଜିଲ୍ଲାପାଳ ଶ୍ରୀ ଦେବାଶିଷ୍ ସିଂ   (28-Nov-2026)       ||      *ୟୁଥ୍ ରେଡ୍ କ୍ରସ୍ ପକ୍ଷରୁ ମହିଳା ସ୍ଵାସ୍ଥ୍ୟ ସଚେତନତା ଶିବିର*- *ନାରୀ ସୁସ୍ଥ ରହିଲେ ଏକ ସୁସ୍ଥ ସମାଜ ଓ ରାଷ୍ଟ୍ର ଗଠନ ହୋଇ ପାରିବ*- - *ଜିଲ୍ଲାପାଳ*   (28-Nov-2026)       ||      ପାପଡ଼ାହାଣ୍ଡିରେ "କନ୍ୟାରତ୍ନ ଦିବସ ନିଆରା ଢଙ୍ଗ " ରେ ପାଳନ ଓ ଶପଥ ପାଠ ଗ୍ରହଣ   (28-Nov-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶଙ୍କ ୮୫ତମ ଜନ୍ମ ଜୟନ୍ତୀ ପାଳିତ*   (28-Nov-2026)       ||      ଫ୍ୟୁଜନ୍ ଶକ୍ତି ବିଶ୍ୱକୁ ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା କରିବ: ପ୍ରଫେସର ଡେଭିଡ୍ ଗ୍ୟାନ୍ ୟୁକେ ଫ୍ୟୁଜନ୍ ଏନର୍ଜି ଲିମିଟେଡ୍‌ର ଅଧ୍ୟକ୍ଷ ତଥା ସ୍ୱଚ୍ଛ ଶକ୍ତି ଓ ପରିବେଶ ସଂରକ୍ଷଣ କ୍ଷେତ୍ରରେ ଜଣେ ବିଶ୍ୱସ୍ତରୀୟ ଅଗ୍ରଦୂତ   (28-Nov-2026)       ||      ଦୁର୍ଗାପାଲି ଠାରେ ବ୍ଲକସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ ମେଳା ଅନୁଷ୍ଠିତ   (28-Nov-2026)       ||      ଟିଟିଲାଗଡ ଡିଏଭି ପବ୍ଲିକ ସ୍କୁଲ ପରିସରରେ ବାର୍ଷିକ କ୍ରୀଡ଼ା ଅନୁଷ୍ଠିତ    (28-Nov-2026)       ||      ସିନାପାଲି କୁସୁମଜୋର ଗ୍ରାମ ପଞ୍ଚାୟତରେ ‘ନୂଆପଡ଼ା ଉନ୍ମେଷ’ କାର୍ଯ୍ୟକ୍ରମ : ଶ୍ରମ ବିଭାଗ ପକ୍ଷରୁ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ   (28-Nov-2026)       ||      *ବିରିଶୋଲା ଆଶ୍ରମ ର ମୂଖ୍ୟ ଅନାଦି ବାବାଙ୍କୁ ଧମକ, ଥାନାରେ ଦିଆଗଲା ଏତଲା*   (28-Nov-2026)       ||      ନୂଆପଡ଼ା,ବଲାଙ୍ଗୀର ଜିଲ୍ଲା ସୀମାନ୍ତରେ ସଡ଼କ ଦୁର୍ଘଟଣା, ଦୁର୍ଘଟଣା ରେ ଅଳ୍ପକେ ବାର୍ତ୍ତିଲେ ଜିଲ୍ଲା ପରିଷଦ ସଭ୍ୟ ଭାନୁପ୍ରତାପ ସିଂ ମାଝୀ   (28-Nov-2026)       ||      ପରିବେଶ ସୁରକ୍ଷାରେ କଲମର ଶକ୍ତି, ନୂଆଦିଲ୍ଲୀରେ ଜାତୀୟ ସମ୍ମିଳନୀ, ସମ୍ମାନିତ ହେଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ   (28-Nov-2026)       ||      ବିନିକାରେ ଆରମ୍ଭ ହେଲା ୨୪୩ତମ ଗୋକୁଲାଷ୍ଟମି ମହୋତ୍ସବ, ୮ ଦିନ ଧରି ଚାଲିବ ବିଭିନ୍ନ ଲୀଳା   (28-Nov-2026)       ||      ପଡ଼ିଆବାହାଲ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ କଂସ ମହାରାଜଙ୍କୁ ବରଣ, ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ କମ୍ପିଲା ପଡ଼ିଆବାହାଲ   (28-Nov-2026)       ||      କୁଟ୍ରୁମାଳି ଖଣି ଲିଜ୍‌କୁ ନେଇ ଜନଜାତି ଆୟୋଗରେ ଶୁଣାଣି, ବାତିଲ ଦାବି କଲେ ନିରଞ୍ଜନ ବିଶି♦️ଗ୍ରାମସଭା ନାହିଁ, ଆଦିବାସୀଙ୍କ ସମ୍ମତି ନାହିଁ; କେଉଁ ଆଧାରରେ ଖଣି ଲିଜ୍‌   (28-Nov-2026)       ||      ନାରୀ ସେବା ସଂଘର ପରିବାର ପରାମର୍ଶ କେନ୍ଦ୍ରର ସଫଳତା   (28-Nov-2026)       ||      ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   (27-Nov-2026)       ||     

HOME   ଜିଲ୍ଲା

ରଥ ପ୍ରସ୍ତୁତ ପଥ ପ୍ରସ୍ତୁତ , ଜନସମୁଦ୍ର ହେବ ପୁରୀ ବଡଦଣ୍ଡ, ଭାଗବାନ ଓ ଭକ୍ତ ହେବେ ଏକାକାର

07-Jul-2024



ପୁରୀ (ମଧୁସ୍ମିତା ତ୍ରିପାଠୀ ): ଆଜି କାଳିଆର ରଥ ଯାତରା। ଶ୍ରୀମନ୍ଦିରରୁ ଆସି ରଥାରୂଢ଼ ହେବେ ଚତୁର୍ଦ୍ଧାମୂର୍ତ୍ତି। ନବଦିନାତ୍ମକ ଯାତ୍ରାରେ ମାଉସୀଘରକୁ ଯିବେ ଶ୍ରୀଜିଉ। ବଡ଼ଦାଣ୍ଡରେ ଗଡିବ ତିନିରଥ । ଏଥିପାଇଁ ଶ୍ରୀକ୍ଷେତ୍ର ଚଳଚଞ୍ଚଳ । ଦେଶବିଦେଶରୁ ଲକ୍ଷ ଲକ୍ଷ ଭକ୍ତଙ୍କ ଆଗମନ ହେବାରେ ଲାଗିଛି। ମହାପ୍ରଭୁଙ୍କ ରଥରେ ବିରାଜମାନ ହେବାର ଦୃଶ୍ୟ ସ୍ୱଚକ୍ଷୁରେ ଦେଖିବାକୁ ସମସ୍ତେ ଚାହିଁ ବସିଛନ୍ତି।ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରାଜ୍ୟ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟତଃ ଶେଷ ହୋଇଛି । ରଥଯାତ୍ରା ନୀତି କାନ୍ତି ଠିକ୍ ସମୟରେ ସମ୍ପନ୍ନ କରିବା ଉପରେ ଗୁରୁତ୍ୱାରୋପ କରାଯାଇଛି।
ଆଜି ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ସମ୍ମୁଖରେ ପହଞ୍ଚିଛି ତିନି ରଥ । ଶ୍ରୀମନ୍ଦିରରୁ ଶୋଭାଯାତ୍ରାରେ ଆଜ୍ଞାମାଳ ଆସିବା ପରେ ତିନି ରଥରେ ବିଜେ କରାଯାଇଥିଲା । ପୂଜାପାଠ ଓ ରୀତିନୀତି ଶେଷ ହେବା ପରେ ରଥଖଳାରୁ ଶ୍ରୀମନ୍ଦିର ସମ୍ମୁଖକୁ ତିନି ରଥକୁ ଅଣାଯାଇଛି । ଭକ୍ତ ଓ ଦାୟିତ୍ବରେ ଥିବା ସୁରକ୍ଷାକର୍ମୀମାନେ ଗୋଟିଏ ପରେ ଗୋଟିଏ ରଥକୁ ଟାଣି ନେଇଥିଲେ । ଏବେ ସିଂହଦ୍ବାର ସମ୍ମୁଖରେ ଉଭା ହୋଇଛନ୍ତି ନନ୍ଦିଘୋଷ, ଦେବ ଦଳନ ଓ ତାଳଧ୍ବଜ । ସମସ୍ତଙ୍କର ଅପେକ୍ଷା କେତେବେଳେ ନୀଳକନ୍ଦରରୁ ବଡ଼ାଦାଣ୍ଡକୁ ଓହ୍ଲାଇ ଆସିବେ ନୀଳାଦ୍ରିନାଥ। ରଥରେ ବସି ଯିବେ ଆଡ଼ପମଣ୍ଡପ। ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପାଇବେ ବିଶ୍ୱନିୟନ୍ତାଙ୍କ ଦୁର୍ଲ୍ଲଭ ଦର୍ଶନ। ସେହି ଦିବ୍ୟ ମୁହୂର୍ତ୍ତକୁ ଚାହିଁ ରହିଛନ୍ତି ଭକ୍ତଜନ। ଦାରୁବ୍ରହ୍ମଙ୍କ ସ୍ପର୍ଶରେ ରଥ, ପଥ ହେବ ବ୍ରହ୍ମମୟ। ସଭିଏଁ ହେବେ ଏକାକାର।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୃତୀୟ ତ୍ରି-ଦିବସୀୟ ଶିକ୍ଷଣ କର୍ମଶାଳା ‘ଉନ୍ମେଷ’ ଉଦ୍‌ଯାପିତ -ମାଟ୍ରିକ୍‌ ପରୀକ୍ଷାରେ A1 ଗ୍ରେଡ୍‌ ଲକ୍ଷ୍ୟ ନେଇ ୨୦୦ ଛାତ୍ରଛାତ୍ରୀଙ୍କ ଅଂଶଗ୍ରହଣ   29-Nov-2026
  ଜିଲ୍ଲା  
ଭୋଟର ତାଲିକା ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR) ୨୦୨୬-୨୭ ନେଇ ସମ୍ବଲପୁରରେ ରାଜନୈତିକ ଦଳ ଙ୍କ ସହିତ ବୈଠକ ଅନୁଷ୍ଠିତ   28-Nov-2026
  ଜିଲ୍ଲା  
ଗୋପବନ୍ଧୁ ନଗର ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Nov-2026
  ଜିଲ୍ଲା  
GIETରେ ଗୁଣାତ୍ମକ ବୈଷୟିକ ଶିକ୍ଷା, ଗବେଷଣା ଓ ନିଯୁକ୍ତି ଉପରେ ଗୁରୁତ୍ୱ ଶିଳ୍ପାନୁଷ୍ଠାନର ଆବଶ୍ୟକତା ଅନୁଯାୟୀ ଦକ୍ଷ ଛାତ୍ରଛାତ୍ରୀ ଗଢ଼ିବା ଲକ୍ଷ୍ୟ   28-Nov-2026
  ଜିଲ୍ଲା  
ସୋନପୁର ଅସ୍ଥାୟୀ ବସଷ୍ଟାଣ୍ଡ୍‌କୁ ଆଜି ଅଚାନକ ପରିଦର୍ଶନ କରିଛନ୍ତି ଜିଲ୍ଲାପାଳ ଶ୍ରୀ ଦେବାଶିଷ୍ ସିଂ   28-Nov-2026
  ଜିଲ୍ଲା  
*ୟୁଥ୍ ରେଡ୍ କ୍ରସ୍ ପକ୍ଷରୁ ମହିଳା ସ୍ଵାସ୍ଥ୍ୟ ସଚେତନତା ଶିବିର*- *ନାରୀ ସୁସ୍ଥ ରହିଲେ ଏକ ସୁସ୍ଥ ସମାଜ ଓ ରାଷ୍ଟ୍ର ଗଠନ ହୋଇ ପାରିବ*- - *ଜିଲ୍ଲାପାଳ*   28-Nov-2026
  ଜିଲ୍ଲା  
ପାପଡ଼ାହାଣ୍ଡିରେ "କନ୍ୟାରତ୍ନ ଦିବସ ନିଆରା ଢଙ୍ଗ " ରେ ପାଳନ ଓ ଶପଥ ପାଠ ଗ୍ରହଣ   28-Nov-2026
  ଜିଲ୍ଲା  
*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶଙ୍କ ୮୫ତମ ଜନ୍ମ ଜୟନ୍ତୀ ପାଳିତ*   28-Nov-2026
  ଜିଲ୍ଲା  
ଫ୍ୟୁଜନ୍ ଶକ୍ତି ବିଶ୍ୱକୁ ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା କରିବ: ପ୍ରଫେସର ଡେଭିଡ୍ ଗ୍ୟାନ୍ ୟୁକେ ଫ୍ୟୁଜନ୍ ଏନର୍ଜି ଲିମିଟେଡ୍‌ର ଅଧ୍ୟକ୍ଷ ତଥା ସ୍ୱଚ୍ଛ ଶକ୍ତି ଓ ପରିବେଶ ସଂରକ୍ଷଣ କ୍ଷେତ୍ରରେ ଜଣେ ବିଶ୍ୱସ୍ତରୀୟ ଅଗ୍ରଦୂତ   28-Nov-2026
  ଜିଲ୍ଲା  
ଦୁର୍ଗାପାଲି ଠାରେ ବ୍ଲକସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ ମେଳା ଅନୁଷ୍ଠିତ   28-Nov-2026
  ଜିଲ୍ଲା  
ଟିଟିଲାଗଡ ଡିଏଭି ପବ୍ଲିକ ସ୍କୁଲ ପରିସରରେ ବାର୍ଷିକ କ୍ରୀଡ଼ା ଅନୁଷ୍ଠିତ   28-Nov-2026
  ଜିଲ୍ଲା  
ସିନାପାଲି କୁସୁମଜୋର ଗ୍ରାମ ପଞ୍ଚାୟତରେ ‘ନୂଆପଡ଼ା ଉନ୍ମେଷ’ କାର୍ଯ୍ୟକ୍ରମ : ଶ୍ରମ ବିଭାଗ ପକ୍ଷରୁ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ   28-Nov-2026

You Might Also Like