-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   (27-Nov-2026)       ||      ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    (27-Nov-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ    (27-Nov-2026)       ||      ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ    (27-Nov-2026)       ||      ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   (27-Nov-2026)       ||      ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   (27-Nov-2026)       ||      ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,    (27-Nov-2026)       ||      ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା    (27-Nov-2026)       ||      *ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   (27-Nov-2026)       ||      ପିଏମ୍ ଶ୍ରୀ ପୃଥ୍ଵୀରାଜ ହାଇସ୍କୁଲ ଖେଳପଡ଼ିଆ ଠାରେ ଦୁଇ ଦିନିଆ ଆଥିଲେଟିକ୍ ମିଟ୍    (27-Nov-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||     

HOME   ଜିଲ୍ଲା

ଏମ ଏସ ଡି ଫେନ୍ କ୍ଲବ ତରଫରୁ ଧୋନୀ ଙ୍କ ଜନ୍ମ ଦିନରେ ରକ୍ତ ଦାନ ଶିବିର ଅନୁଷ୍ଟିତ

07-Jul-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ ) ସୁବର୍ଣ୍ଣପୁର ଜିଲ୍ଲାର ବିଶିଷ୍ଟ ସମାଜସେବୀ ସଂଗଠନ MSD ଫେନ କ୍ଲବ ତରଫରୁ ମହେନ୍ଦ୍ର ସିଂହ ଧୋନି ଙ୍କ 43ତମ ଜନ୍ମ ଦିନରେ ପିନାକିନି ପୋଲି କ୍ଲିନିକ୍ ରେ ଏକ ରକ୍ତ ଦାନ ଶିବିର ଆୟୋଜିତ ହୋଇ ଯାଇଛି l  ଏହି ଶିବିର କୁ ଆର୍ ଆଇ ଶ୍ରୀ  ସରୋଜ ବେହେରା ଶୁଭ ଉଦ୍ଘାଟନ କରିଥିଲେ। ଧୋନୀ ଙ୍କ ପ୍ରଶଂସକ ଦୀନେଶ ମିଶ୍ର ଙ୍କ ନେତୃତ୍ୱ ରେ 35 ଜଣ ରକ୍ତଦାତା ରକ୍ତଦାନ କରି ଧୋନୀ ଙ୍କ ପ୍ରତି ଭଲ ପାଇବା ର ଉଦାହରଣ ଦେଇ ଥିଲେ । ମହେନ୍ଦ୍ର ସିଂହ ଧୋନି ଙ୍କ ପ୍ରତି ଜନ୍ମ ଦିନରେ ଏପରି ରକ୍ତ ଦାନ ଶିବିର ଦୀର୍ଘ ବର୍ଷ ରୁ ଆୟୋଜିତ ହୋଇ ଆସୁଛି ଓ ଏହା ଆଗକୁ ମଧ୍ୟ ଜାରି ରହିବ ବୋଲି ଶ୍ରୀ ମିଶ୍ର କହିଛନ୍ତି । ଏହି କାର୍ଯ୍ୟକ୍ରମ ଯୁବ ନେତା  ଓମ୍ ପ୍ରକାଶ ମିଶ୍ର,ପୁରୁଷୋତ୍ତମ ପାତ୍ର, ଜ୍ୟୋତି ମିଶ୍ର, ରିଆଜ ଇସଲାମ, ମନୋଜ ପଣ୍ଡା, ମନୋଜ ସେଠୀ ସମେତ MSDN ଫେନ କ୍ଲବ୍ ର ଅନ୍ୟାନ୍ୟ କର୍ମକର୍ତ୍ତା ଉପସ୍ଥିତ ରହି ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ। ଜିଲ୍ଲା ରକ୍ତ କେନ୍ଦ୍ର ର ଡ଼ା, ସରୋଜ ପଟେଲ, ଟିଟୁ ଭୋଇ, ଜଗତ ଦରୁଆନ ପ୍ରମୁଖ ସମସ୍ତ କର୍ମଚାରୀ ସାମିଲ ରହି ରକ୍ତ ସଂଗ୍ରହ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   27-Nov-2026
  ଜିଲ୍ଲା  
ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    27-Nov-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ   27-Nov-2026
  ଜିଲ୍ଲା  
ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ   27-Nov-2026
  ଜିଲ୍ଲା  
ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   27-Nov-2026
  ଜିଲ୍ଲା  
ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   27-Nov-2026

You Might Also Like