-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    (27-Nov-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ    (27-Nov-2026)       ||      ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ    (27-Nov-2026)       ||      ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   (27-Nov-2026)       ||      ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   (27-Nov-2026)       ||      ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,    (27-Nov-2026)       ||      ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା    (27-Nov-2026)       ||      *ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   (27-Nov-2026)       ||      ପିଏମ୍ ଶ୍ରୀ ପୃଥ୍ଵୀରାଜ ହାଇସ୍କୁଲ ଖେଳପଡ଼ିଆ ଠାରେ ଦୁଇ ଦିନିଆ ଆଥିଲେଟିକ୍ ମିଟ୍    (27-Nov-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||      ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||     

HOME   ରାଜ୍ୟ

ଶ୍ରଦ୍ଧାଳୁଙ୍କ ଭିଡ଼ରେ ମହାପ୍ରଭୁ ଗଲେ ଗୁଣ୍ତିଚା ଘର ସିନାପାଲିରେ ମହିଳା ଟାଣିଲେ ସୁଭଦ୍ରା ରଥ

07-Jul-2024



ସିନାପାଲି:( ଚିନ୍ତାମଣି ନେତାମ): ନୂଆପଡ଼ା ଜିଲ୍ଲା ସିନାପାଲି ଓ ଆଖପାଖ ଆଂଚଳରେ ଶ୍ରଦ୍ଧାଳୁଙ୍କ ଭିଡ଼ ମଧ୍ଯରେ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ଅନୁଷ୍ଠିତ ହୋଇଛି ା ଚଳିତ ବର୍ଷ ଗୋଟିଏ ଦିନରେ ନେତ୍ରୋତ୍ସବ, ନବଯୌବନ ସହ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ହୋଇଥିବାରୁ ରଥ ଟାଣିବାକୁ ଆଖପାଖ ଅଂଚଳ ତଥା ପଡ଼ୋଶୀ ଛତିଶଗଡ଼ ଅଂଚଳରୁ  ଆସିଥିବା ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ସିନାପାଲିରେ ଦେଖିବାକୁ ମିଳିଥିଲା l ଅଣସର ପରେ ରବିବାର ସକାଳୁ ପ୍ରଥମେ ମହାପ୍ରଭୁଙ୍କ ନେତ୍ରୋତ୍ସବ ଓ ନବଯୌବନ ବେଶ ଅନୁଷ୍ଠିତ ହୋଇଥିଲା ା ପରେ ପୂର୍ବାହ୍ଣ ଦଶଟାରୁ ଘୋଷଯାତ୍ରା ନୀତି ଆରମ୍ଭ କରାଯାଇଥିଲା ା ଅପରାହ୍ଣରେ ଶ୍ରୀଜିଉଙ୍କ ପହଣ୍ତି ବିଜେ ପରେ ମନ୍ଦିର କମିଟିର ସଭାପତି ବୈଶମ୍ପାୟନ ମେହେରଙ୍କ ଦ୍ୱାରା ତିନି ରଥରେ ଛେରାପହରା କରାଯାଇ ରଥଟଣା ଆରମ୍ଭ ହୋଇଥିଲା l ରଥଯାତ୍ରାରେ ପାରମ୍ପରିକ ସଂପ୍ରଦା, ସଂକିର୍ତ୍ତନ, ଘଣ୍ଟ ବାଦ୍ଯ ଆଦି ସାମିଲ ହୋଇଥିବା ବେଳେ ଶ୍ରଦ୍ଧାଳୁଙ୍କ ହରିବୋଳ, ହୁଳହୁଳିରେ ସମଗ୍ର ପରିବେଶ ଉଲ୍ଲସିତ ହୋଇଥିଲା l ଏଠିକାର ପରମ୍ପରା ଅନୁସାରେ ମାଁ ସୁଭଦ୍ରାଙ୍କ ରଥକୁ କେବଳ ମହିଳା ଭକ୍ତମାନେ ଟାଣିଟାଣି ନେଇ ମାଉସୀ ମାଆ ମନ୍ଦିରରେ ପହଂଚାଇ ଥିଲେ l  ଭିଡ଼କୁ ଦେଖି ମନ୍ଦିର କମିଟି ତରଫରୁ ବିଭିନ୍ନ ସ୍ଥାନରେ ପାନୀୟ ଜଳ, ପ୍ରାଥମିକ ଚିକିତ୍ସା ଆଦିର ବ୍ଯବସ୍ଥା କରାଯାଇଥିବା କମିଟିର ସଂପାଦକ ତୁଳସୀରାମ ମେହେର କହିଛନ୍ତି ା  ଏଥିସହ ଏହି ବ୍ଲକର ବ୍ରାହ୍ଣଣପଡ଼ା, ହାତୀବନ୍ଧା, ସାଗୁନଭାଡ଼ି, ଗଣ୍ତାବାହାଲୀ, କେନ୍ଦୁମୁଣ୍ତା, ପତିଏଲପଡ଼ା, ଚଳନା, ସିଙ୍ଗଝର, ଟିମନପୁର, ଜାମଗାଁ,  ଅରସାପଡ଼ା, ବରଗାଁ, ଗମ୍ଭାରିଗୁଡ଼ା, ଗୋର୍ଲା, ଝାରବନ୍ଧ ଆଦି ଗ୍ରାମରେ ମଧ୍ଯ ଶାନ୍ତିଶୃଙ୍ଖଳାରେ ରଥଯାତ୍ରା ସଂପନ୍ନ ହୋଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    27-Nov-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ   27-Nov-2026
  ଜିଲ୍ଲା  
ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ   27-Nov-2026
  ଜିଲ୍ଲା  
ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   27-Nov-2026
  ଜିଲ୍ଲା  
ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   27-Nov-2026
  ରାଜ୍ୟ  
ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   27-Nov-2026
  ଜିଲ୍ଲା  
ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,   27-Nov-2026

You Might Also Like