-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ    (27-Nov-2026)       ||      ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ    (27-Nov-2026)       ||      ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   (27-Nov-2026)       ||      ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   (27-Nov-2026)       ||      ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,    (27-Nov-2026)       ||      ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା    (27-Nov-2026)       ||      *ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   (27-Nov-2026)       ||      ପିଏମ୍ ଶ୍ରୀ ପୃଥ୍ଵୀରାଜ ହାଇସ୍କୁଲ ଖେଳପଡ଼ିଆ ଠାରେ ଦୁଇ ଦିନିଆ ଆଥିଲେଟିକ୍ ମିଟ୍    (27-Nov-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||      ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||     

HOME   ଜିଲ୍ଲା

ଦୁଇ ବାଇକ ମୁହାଁ ମୁହିଁ,୪ ଗୁରୁତର

08-Jul-2024



ବୋଡ଼େନ,(ଡୋଲୋଶ୍ଵର ଵାଗ) ବୋଡ଼େନ ବ୍ଲକ ଅନ୍ତର୍ଗତ କରଙ୍ଗାମାଲ ନିକଟସ୍ଥ ବର୍ତନ୍ସିଲ ନାଳ ଉପରେ ଥିବା ବ୍ରିଜ ଉପରେ ଦୁଇ ବାଇକ ମୁହାଁ ମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ବର୍ତ୍ତନ୍ସିଲ ଗାଁର କୈବଲ୍ୟ ତାଣ୍ଡି ତାଙ୍କ ପୁଅ ଲାଲୁ ତାଣ୍ଡି,ଓ ନବକିଶୋର ଚିନ୍ଦା କରଙ୍ଗାମାଲ ଗାଁରୁ ରଥଯାତ୍ରା ଦେଖି ଫେରୁଥିଲେ ଓ ବାବେବିର ଗାଁର ଜନ୍ମେଜୟ ପଟେଲ କରଙ୍ଗାମାଲ ଗାଁକୁ ରଥଯାତ୍ରା ଦେଖିବାକୁ ଯାଉଥିଲେ। ବର୍ତନ୍ସିଲ ଗାଁ ନିକଟସ୍ଥ ବ୍ରିଜ ଉପରେ ଦୁଇ ବାଇକ ମୁହାଁ ମୁହିଁ ଧକ୍କା ହୋଇଥିଲା ଓ ୩ଜଣ ଗୁରୁତର ହୋଇଥିବାବେଳେ ତାଙ୍କୁ ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ଓ ଜନ୍ମଜୟ ପଟେଲ ବ୍ରିଜ ତଳକୁ ପଡ଼ିଯାଇଥିଲେ ଓ ଗୁରୁତର ଆହତ ହୋଇଛନ୍ତି ତାକୁ ଭବାନୀପାଟଣା କୁ ନିଆ ଯାଇଛି। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ   27-Nov-2026
  ଜିଲ୍ଲା  
ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ   27-Nov-2026
  ଜିଲ୍ଲା  
ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   27-Nov-2026
  ଜିଲ୍ଲା  
ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   27-Nov-2026
  ରାଜ୍ୟ  
ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   27-Nov-2026
  ଜିଲ୍ଲା  
ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,   27-Nov-2026
  ଜିଲ୍ଲା  
ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା   27-Nov-2026

You Might Also Like