-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ    (27-Nov-2026)       ||      ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ    (27-Nov-2026)       ||      ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   (27-Nov-2026)       ||      ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   (27-Nov-2026)       ||      ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,    (27-Nov-2026)       ||      ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା    (27-Nov-2026)       ||      *ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   (27-Nov-2026)       ||      ପିଏମ୍ ଶ୍ରୀ ପୃଥ୍ଵୀରାଜ ହାଇସ୍କୁଲ ଖେଳପଡ଼ିଆ ଠାରେ ଦୁଇ ଦିନିଆ ଆଥିଲେଟିକ୍ ମିଟ୍    (27-Nov-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||      ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||     

HOME   ଜିଲ୍ଲା

ରଥଯାତ୍ରାରେ ବିରଳ ଦୃଶ୍ୟ, ମଞ୍ଚରୁ ଓହ୍ଲାଇ ନବୀନଙ୍କୁ ପାଛୋଟି ନେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

08-Jul-2024



ଭୁବନେଶ୍ବର (ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ ): ରଥଯାତ୍ରାରେ ଦେଖିବାକୁ ମିଳିଲା ରାଜନେତାଙ୍କ ନିଆରା ଦୃଶ୍ୟ । ପୁରୀ ବଡ଼ଦାଣ୍ଡରେ ଏକ ଭିନ୍ନ ଦୃଶ୍ୟ । ଏକାଠି ନଜର ଆସିଲେ ଶାସକ ଦଳ ନେତା ଓ ବିରୋଧି ଦଳ ନେତା । ମଞ୍ଚ ଉପରକୁ ବିରୋଧି ଦଳ ନେତା ନବୀନଙ୍କୁ ପାଛୋଟି ନେଲେ ଶାସକ ଦଳର ନେତା ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସସମ୍ମାନେ ତାଙ୍କ ବସିବା ଆସନ ପର୍ଯ୍ୟନ୍ତ ପାଛୋଟି ନେଇଥିଲେ ଶାସକ ଦଳର ଅନ୍ୟାନ୍ୟ ନେତା ।
ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ଜଗନ୍ନାଥ ଧାମରେ ପହଞ୍ଚିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ସହ ସାଙ୍ଗରେ ଥିଲେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେପଟେ ରଥଯାତ୍ରା ଦେଖିବାକୁ ବଦଦାଣ୍ଡରେ ପହଞ୍ଚିଥିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧି ଦଳର ନେତା ନବୀନ ପଟ୍ଟନାୟକ । ତେବେ ସେହି ସମୟରେ ବଡଦାଣ୍ଡରେ ଦେଖିବାକୁ ମିଳିଥିଲା ଏକ ବିରଳ ଦୃଶ୍ୟ । ଯେଉଁଠି ଭକ୍ତ ଓ ଭଗବାନ ଏକାଠି ହୋଇଛନ୍ତି ସେହି ସ୍ଥାନରେ ଏକାଠି ନଜର ଆସିଥିଲେ ଶାସକ ଦଳ ଆଉ ବିରୋଧି ଦଳର ନେତା । ପଦ ଯାଇଛି ସିନା କିନ୍ତୁ ମାନ ଆଜି ବି ଅଛି ।

ବଡଦାଣ୍ଡରେ ପହଞ୍ଚିବା କ୍ଷଣି ରାଷ୍ଟ୍ରପତିଙ୍କୁ ଦେଖି ମଞ୍ଚ ତଳେ ଛିଡା ହୋଇ ନମସ୍କାର କରିଥିଲେ ନବୀନ । ଆଉ ସେତେବେଳେ ମଞ୍ଚ ତଳେ ନବୀନଙ୍କୁ ଦେଖି ମଞ୍ଚ ଉପରୁ ଧାଇଁ ଆସି ନବୀନଙ୍କୁ ମଞ୍ଚ ଉପରକୁ ପାଛୋଟି ନେଇଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେପଟେ ମଞ୍ଚରେ ଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପ ମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ ଏବଂ ପ୍ରଭାତୀ ପରିଡା । ନବୀନଙ୍କ ହାତ ଧରି ମଞ୍ଚ ଉପରକୁ ନେଇଯାଇଥିଲେ ଧର୍ମେନ୍ଦ୍ର । ମଞ୍ଚ ଉପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଠିଆ ହୋଇ ନବୀନଙ୍କୁ ବସିବା ପାଇଁ ଅନୁରୋଧ କରିଥିଲେ । ଏହାପରେ ମଞ୍ଚ ଉପରେ ଥିବା ଅନ୍ୟ ବଶିଷ୍ଟ ବ୍ୟକ୍ତିମାନେ ନବୀନଙ୍କୁ ପ୍ରଣାମ କରିବା ସହ ତାଙ୍କ ବସିବା ଆସନ ପର୍ଯ୍ୟନ୍ତ ପାଛୋଟି ନେଇଥିଲେ । ମଞ୍ଚ ଉପରେ ଏହି ବିରଳ ଦୃଶ୍ୟ ଉତ୍କଳ ସମାଜର ବିନମ୍ରତାର ପରିଚୟ ଦେଇ ଏହା ଦର୍ଶାଇଛି ଯେ, ଆପଣ ବର୍ତ୍ତମାନ ପଦରେ ଥାଆନ୍ତୁ ବା ନଥାନ୍ତୁ କିନ୍ତୁ ପରସ୍ପର ମଧ୍ୟରେ ଏପରି ସମ୍ମାନ ସର୍ବଦା ରହିବ । ଆଉ ଏହା ହିଁ ହେଉଛି ଆମ ଓଡିଶାର ସଂସ୍କୃତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ   27-Nov-2026
  ଜିଲ୍ଲା  
ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ   27-Nov-2026
  ଜିଲ୍ଲା  
ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   27-Nov-2026
  ଜିଲ୍ଲା  
ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   27-Nov-2026
  ରାଜ୍ୟ  
ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   27-Nov-2026
  ଜିଲ୍ଲା  
ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,   27-Nov-2026
  ଜିଲ୍ଲା  
ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା   27-Nov-2026

You Might Also Like