-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ    (27-Nov-2026)       ||      ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   (27-Nov-2026)       ||      ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   (27-Nov-2026)       ||      ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,    (27-Nov-2026)       ||      ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା    (27-Nov-2026)       ||      *ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   (27-Nov-2026)       ||      ପିଏମ୍ ଶ୍ରୀ ପୃଥ୍ଵୀରାଜ ହାଇସ୍କୁଲ ଖେଳପଡ଼ିଆ ଠାରେ ଦୁଇ ଦିନିଆ ଆଥିଲେଟିକ୍ ମିଟ୍    (27-Nov-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||      ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||     

HOME   ଜିଲ୍ଲା

ରଥଯାତ୍ରା ଦେଖି ଫେରୁଥିବାବେଳେ ଟ୍ରେନରୁ ପଡ଼ି ଯୁବକ ମୃତ୍ୟୁ

08-Jul-2024



ବୀରମହାରାଜପୁର,( ବିନୋଦ ପାଣ୍ଡେ):  ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସୁବଳୟା ଥାନା ପିତାମହୁଲ ପଞ୍ଚାୟତ ଅନ୍ତର୍ଗତ ବୁଟୁଖମନ ଗ୍ରାମ ଜଣେ ଯୁବକ ପୁରୀ ରଥଯାତ୍ରା ଦେଖି ଫେରୁଥିବାବେଳେ ବେଳେ ଟ୍ରେନରୁ ଖସିପଡି ମୃତ୍ୟୁ ହୋଇଥିବା ଜଣାଯାଇଛି। ଉକ୍ତ ଯୁବକ ଜଣକ ହେଲେ  ବୁଟୁଖମନ ଗ୍ରାମର ବିଷ୍ଣୁଚରଣ ପଧାନଙ୍କ ପୁତ୍ର ସଚ୍ଚିତାନନ୍ଦ ପଧାନ (୧୭) । ସୂଚନା ଅନୁଯାୟୀ ରବିବାର ପୁରୀରୁ ରଥଯାତ୍ରା ଦେଖି ତପସ୍ଵିନୀ ଏକ୍ସପ୍ରେସରେ ଘରକୁ ଫେରୁଥିବା ସମୟରେ ବଇଣ୍ଡା ନିକଟରେ ଟ୍ରେନରୁ ଖସିପଡି ଥିଲେ। ଘଟଣାସ୍ଥଳରେ ରେଲୱେ ପୋଲିସ ପହଞ୍ଚି ମୃତ ଦେହ ଉଦ୍ଧାର କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲା। ସୋମବାର ସକାଳୁ ନିଜ ଗ୍ରାମ ସ୍ବଶାନରେ ଶେଷ କୃତ୍ୟ ସଂପନ୍ନ ହୋଇଥିଲା।‌ ଏହି ଖବର ପ୍ରଚାରିତ ହେବା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା ଉକ୍ତ ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇବା ସହ ସହାୟତା ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ   27-Nov-2026
  ଜିଲ୍ଲା  
ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   27-Nov-2026
  ଜିଲ୍ଲା  
ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   27-Nov-2026
  ରାଜ୍ୟ  
ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   27-Nov-2026
  ଜିଲ୍ଲା  
ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,   27-Nov-2026
  ଜିଲ୍ଲା  
ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା   27-Nov-2026
  ଜିଲ୍ଲା  
*ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   27-Nov-2026

You Might Also Like