-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||      ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି    (25-Nov-2026)       ||      ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   (25-Nov-2026)       ||      ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   (25-Nov-2026)       ||     

HOME   ରାଜ୍ୟ

ଯୁବ ବ୍ୟବସାୟୀ ସ୍ବର୍ଗତ ଦୀନବନ୍ଧୁଙ୍କ ପାଇଁ କ୍ୟାଣ୍ଡେଲ ଶୋଭାଯାତ୍ର ଓ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି         

08-Jul-2024



ଡେଲାଙ୍ଗ(ଦିଲୀପ କୁମାର ଧାଉଡିଆ): ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଘନିପୁର ପଂଚାୟତ ଯୋରକଣୀ ଗ୍ରାମର ଯୁବ ବ୍ୟବସାୟୀ ଦିବ୍ୟଙ୍ଗତ ଦୀନବନ୍ଧୁ ବଳିୟାରସିଂହଙ୍କ ଏକାଦଶାହ ଉତ୍ସବ ପାଳନ ଅବସରରେ ରାଧାମୋହନ ଦେବ ବ୍ୟବସାୟୀ ସଙ୍ଘ ପକ୍ଷରୁ ତାଙ୍କ ବାସଭବନ ସମ୍ମୁଖରେ ଏକ ସ୍ମୃତି ଚାରଣ ସଭା ସହ କ୍ୟାଣ୍ଡେଲ ଶୋଭା ଯାତ୍ରା ଅନୁଷ୍ଠିତ ହୋଇଥୀଲା ! ଏହି ଶ୍ରଦ୍ଧାଞ୍ଜଳି ସଭାର ସ୍ଥାନୀୟ ସରପଞ୍ଚଙ୍କ ପ୍ରତିନିଧି ପ୍ରକାଶ ଚନ୍ଦ୍ର ପାତ୍ର, ସମିତି ସଭ୍ୟାଙ୍କ ପ୍ରତିନିଧି ରାଜକିଶୋର ବେହେରା, ବ୍ୟବସାୟୀ ସଙ୍ଘର ସଭାପତି ପ୍ରହଲ୍ଲାଦ ବଳିୟାରସିଂହ, ସମ୍ପାଦକ ବେଣୁଧର ମଙ୍ଗରାଜ, ସଞ୍ଜୟ ପରିଡା, ପ୍ରଫୁଲ୍ଲ ଜେନା, ବାମଦେବ ଜେନା, ମୁସ୍ତାଜ ମହମ୍ମଦ, ନିଁଳେନ୍ଦ୍ରୀ ଜେନା, ଧୀରେନ୍ଦ୍ର ନାୟଜ,ମାଧବ ସାମନ୍ତରାୟ, ଦେବ ମଣ୍ଡଳ,ଦୈତାରୀ ସାହୁ, ଲକ୍ଷ୍ମଣ ସାହୁ, ପୂର୍ଣ୍ଣ ଶତ୍ରୁଶଲ,ଏକାଦଶୀ ପରିଡା ଓ ଜ୍ୟେଷ୍ଠ ଭ୍ରାତା ଗୋପବନ୍ଧୁ ବଳିୟାରସିଂହ ସମେତ ବହୁ ମାନ୍ୟଗନ ବ୍ୟକ୍ତି ବିଶେଷ,ବ୍ୟବସାୟୀ ବନ୍ଧୁ,ସାଙ୍ଗସାଥି,ପରିବାର ବର୍ଗ ସାମିଲ ହୋଇ ,ସ୍ବର୍ଗତ ଦୀନବନ୍ଧୁ ଜଣେ ବନ୍ଧୁ ବତ୍ସଳ,ପରୋପକାରୀ, ମେଳାପୀ ଓ ସାହାଯ୍ୟକାରୀ ଯୁବକ ଥିଲେ ବୋଲି କୋହଭରା କଣ୍ଠରେ ସ୍ମୃତି ଚାରଣ କରିଥିଲେ !ଏଥିସହିତ ତାଙ୍କ ଆମର ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସଂତାପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ  ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଅର୍ପଣ  କରିଥିଲେ !


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   26-Nov-2026
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   26-Nov-2026
  ଜିଲ୍ଲା  
ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର   26-Nov-2026
  ରାଜ୍ୟ  
ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ   26-Nov-2026
  ଜିଲ୍ଲା  
୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   26-Nov-2026
  ଜିଲ୍ଲା  
*ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   26-Nov-2026

You Might Also Like