-+91-9937148622 |

prerana_bgr@rediffmail.com |

  Wednesday 25th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   (25-Nov-2026)       ||      *ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   (25-Nov-2026)       ||      ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ    (25-Nov-2026)       ||      ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   (25-Nov-2026)       ||      ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି    (25-Nov-2026)       ||      ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   (24-Nov-2026)       ||      ୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   (24-Nov-2026)       ||      ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   (24-Nov-2026)       ||      ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   (24-Nov-2026)       ||      ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||      *କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   (24-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ    (24-Nov-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||      ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||      ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||      ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||     

HOME   ଜିଲ୍ଲା

ବକଟି ଠାରୁ ପଟୁଆପାଲି ଆର୍.ଡି ରାସ୍ତାରେ ନିର୍ମିତ କଲଭଟ୍ ଭୁସୁଡ଼ିବା ଅବସ୍ଥାରେ, ବିପଦକୁ ଆବୋରି ରାସ୍ତା ପାର ହେଉଛନ୍ତି ଲୋକେ

10-Jul-2024



ଆଗଲପୁର(ପ୍ରେରଣା ଖବର):  ଆଗଲପୁର ବ୍ଲକ ଅନ୍ତର୍ଗତ ବକଟି ଗ୍ରାମରୁ ପଟୁଆପାଲି ଗ୍ରାମକୁ ସଂଯୋଗ କରୁଥିବା ଆର୍ ଡି ରାସ୍ତା ମଝିରେ ନୂତନ ଭାବେ ଦୁଇଟି କଲଭଟ୍ ନିର୍ମାଣ କରାଯାଇଛି l ନିର୍ମାଣ କରିବାର କିଛି ମାସ ନ ପୁରୁଣୁ ତାହା ଏବେ ବଡ଼ବଡ଼ ଗର୍ତ୍ତ ହୋଇ ଫାଟି ଆଁ କଲାଣି l ଅତି ନିମ୍ନ ମାନର କାର୍ଯ୍ୟ ହୋଇଥିବା ଲୋକେ ଅଭିଯୋଗ କରିଛନ୍ତି l କେନାଲ୍ ଉପରେ ନିର୍ମିତ ହୋଇଥିବା ଦୁଇଟି କଲଭର୍ଟ ଏବେ ବିପଦସଙ୍କୁଳ ଅବସ୍ଥାରେ l ତାହା ଦବିଯାଇ ବଡ଼ବଡ଼ ଗର୍ତ୍ତ ସୃଷ୍ଟି ହୋଇଛି l ଫଳରେ ଲୋକେ ଯିବାଆସିବାରେ ବହୁ ଅସୁବିଧାର ସମ୍ମୁଖୀନ ହେବା ସହ ଛୋଟଛୋଟ ଦୁର୍ଘଟଣା ହେଉଥିବାର ମଧ୍ୟ ଲୋକେ ଅଭିଯୋଗ କରିଛନ୍ତି l ନିର୍ମାଣ କରିବାର କିଛି ମାସ ମଧ୍ୟରେ ପୋଲ ଦବିଯିବା ତଥା କ୍ରେକ୍ ହୋଇଯିବା ଘଟଣା ସ୍ପଷ୍ଟ କରୁଛି ଯେ, ଏଠାରେ କେତେ ନିମ୍ନମାନର ନିର୍ମାଣ କାର୍ଯ୍ୟ ହୋଇଥିବ l ଆମ୍ଭେ ଏ ବିଷୟରେ ବିଭାଗୀୟ ଯନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଯାଇ ଭେଟିବାକୁ ଚେଷ୍ଟା କରିଥିଲୁ ହେଲେ କାର୍ଯ୍ୟାଳୟ ଠାରେ ଯନ୍ତ୍ରୀଙ୍କ ଦେଖାନାହିଁ l ପରେ ଫୋନ୍ ଯୋଗେ ଯୋଗାଯୋଗ କରିଥିଲୁ l କିଛି ଦିନ ଭିତରେ ମରାମତି କରାଯିବ ବୋଲି ସଫେଇ ଦେଇଛନ୍ତି ଯନ୍ତ୍ରୀ ମହାଶୟ l ପରେ ଠିକାଦାରଙ୍କୁ ଯୋଗାଯୋଗ କରିଥିଲୁ l ଠିକାଦାର ଆସନ୍ତାକାଲି ଏହାର କାମ କରାଯିବ ବୋଲି ସେ କହିଲେ l ଏ ବିଷୟରେ ଅବଗତ ହେବା ପାଇଁ ଏସଡିଓ ଙ୍କୁ ଫୋନ ଜରିଆରେ ଯୋଗାଯୋଗ କରାଯାଇଥିଲେ ହେଁ  ସେ ଫୋନ କଲ ଗ୍ରହଣ କରି ନ ଥିଲେ l ସମସ୍ତଙ୍କ ସହିତ ଯୋଗାଯୋଗ କଳା ପରେ ସ୍ପଷ୍ଟ ଭାବରେ ଜଣାପଡ଼ୁଛି ଯେ ଠିକାଦାର ଓ ବିଭାଗୀୟ ଅଧିକାରୀଙ୍କ ମଧୁଚନ୍ଦ୍ରିକାରେ ଏପରି କାମ କରାଯାଇଛି l ଏ ଦିଗରେ ତଦନ୍ତ କରାଯାଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାର ଆବଶ୍ୟକ ବୋଲି ଲୋକେ ଅଭିଯୋଗ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   25-Nov-2026
  ଜିଲ୍ଲା  
*ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   25-Nov-2026
  ଜିଲ୍ଲା  
ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ   25-Nov-2026
  ରାଜ୍ୟ  
ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   25-Nov-2026
  ଜିଲ୍ଲା  
ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି   25-Nov-2026
  ଜିଲ୍ଲା  
ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   24-Nov-2026
  ଜିଲ୍ଲା  
୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   24-Nov-2026
  ଜିଲ୍ଲା  
ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   24-Nov-2026
  ଜିଲ୍ଲା  
ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   24-Nov-2026
  ଜିଲ୍ଲା  
ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   24-Nov-2026
  ଜିଲ୍ଲା  
କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   24-Nov-2026
  ଜିଲ୍ଲା  
*କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   24-Nov-2026

You Might Also Like