-+91-9937148622 |

prerana_bgr@rediffmail.com |

  Saturday 13th December 2025 |

| | | |

R.N.I. Regd No. ODIODI/2010/46693

Breaking News

ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   (13-Dec-2025)       ||      ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   (13-Dec-2025)       ||      ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   (13-Dec-2025)       ||      ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   (13-Dec-2025)       ||      ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା    (12-Dec-2025)       ||      ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   (12-Dec-2025)       ||      ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   (12-Dec-2025)       ||      ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   (12-Dec-2025)       ||      *ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   (12-Dec-2025)       ||      କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ   (12-Dec-2025)       ||      ହିତାଧିକାରୀଙ୍କୁ ଅଧିକାରୀଙ୍କ ଜୁହାର,ଘର ସମ୍ପୂର୍ଣ୍ଣ କରିବାକୁ ଅନୁରୋଧ   (12-Dec-2025)       ||      ହଧାନର ମନ୍ଥରତାରୁ ସମାଧାନ ପାଇଁ ଅତାବିରା ଏନ୍ଏସି ସ୍ତରୀୟ ଚାଷୀଙ୍କ ବୈଠକ   (12-Dec-2025)       ||      *ଉପ ଜିଲ୍ଲାପାଳ ଓ ଡିଏସପି ଙ୍କୁ ସହର ବାସୀଙ୍କ ପକ୍ଷରୁ ସ୍ବାଗତ ସମ୍ବର୍ଧନା*-   (12-Dec-2025)       ||      *ଆସନ୍ତା କାଲି ଠୁ ସୁବର୍ଣ୍ଣପୁର ଡିଷ୍ଟ୍ରିକ୍ ଏନୁଏଲ ଏଥଲେଟିକ ମିଟ*   (12-Dec-2025)       ||      *ନବରଙ୍ଗପୁରରେ କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ*   (12-Dec-2025)       ||      ମନମୁଣ୍ଡା ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ    (12-Dec-2025)       ||      ମଣ୍ଡଳସ୍ତରୀୟ କୁଇଜ୍ ପ୍ରତିଯୋଗିତା    (12-Dec-2025)       ||     

HOME   ଜିଲ୍ଲା

ପ୍ରଭୁ ଜଗନ୍ନାଥ ମତ୍ସ୍ୟ ଓ କଛପ ବେଶରେ ଦର୍ଶନ ଦେଲେ ଭକ୍ତଙ୍କୁ

10-Jul-2024



ବୌଦ୍ଧ(ଜୟାନନ୍ଦ ମିଶ୍ର ): ଗତକାଲି ସନ୍ଧ୍ୟାରେ  ବୌଦ୍ଧ ସହରସ୍ଥ ମାଉସୀ ମା ମନ୍ଦିରରେ ପ୍ରଭୁ ଜଗନ୍ନାଥ ମତ୍ସ୍ୟ ଓ କଚ୍ଛପ ଅବତାର ଧାରଣ କରିଥିଲେ l ରଥ ଯାତ୍ରାର ଏକ ଦିନ ପରେ ବାହୁଡା଼ ଆଗ ଦିନ ପର୍ଯ୍ୟନ୍ତ ପ୍ରଭୁ ଦଶାବତାର ବେଶ ମାଧ୍ୟମରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି l ବୌଦ୍ଧ ଜିଲ୍ଲାର ବିଭିନ୍ନ ସ୍ଥାନରୁ ଭକ୍ତ ଗଣ ଜଗନ୍ନାଥଙ୍କ ଦଶାବତାର ବେଶ ଦେଖିବlକୁ ମାଉସୀ ମା ମନ୍ଦିରକୁ ଆସି ଦର୍ଶନ କରି ନିଜ ଜୀବନକୁ ଚରିତାର୍ଥ କରିଥାଆନ୍ତି l 
  ଦଶlବତାରର ପ୍ରଥମ ସନ୍ଧ୍ୟାରେ ରଥଯାତ୍ରା ଉପଲକ୍ଷେ ବୌଦ୍ଧ ଜ଼ିଲ୍ଲା ପ୍ରଶାସନ ପକ୍ଷରୁ ଭଜନ ସମାରୋହ  ଅନୁଷ୍ଠିତ ହୋଇଥିଲା । ଏହି  ପ୍ରଥମ ଦିନର ଭଜନ ସନ୍ଧ୍ୟା ରେ ଓମ ଶ୍ରୀ ଭଜନ ସନ୍ଧ୍ୟା ଅନୁଷ୍ଠାନ ର କଳାକାର  ମାନେ ଅତି ସୁନ୍ଦର ଭଜନ  ପରିବେଷଣ  କରିଥିଲେ । ଭକ୍ତ ଗଣ ଗାୟକ ଓ ଗାୟିକା ମାନଙ୍କ ଭଜନ ଓ ଜଣାଣ ଭଳି ଭକ୍ତି ସଙ୍ଗୀତର କାର୍ଯ୍ୟକ୍ରମକୁ ମନଭରି ଉପଭୋଗ କରିବା ସହିତ ପ୍ରଭୂ କୃପା ଲାଭ କରିଥିଲେ। ବାହୁଡା଼ ଯାତ୍ରା ପର୍ଯ୍ୟନ୍ତ ପ୍ରତି ସଂଧ୍ୟାରେ ଭକ୍ତ ମାନଙ୍କ ପାଇଁ ଭଜନ ସମାରୋହ ଅନୁଷ୍ଠିତ ହେବ ବୋଲି ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   13-Dec-2025
  ଜିଲ୍ଲା  
ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   13-Dec-2025
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   13-Dec-2025
  ଜିଲ୍ଲା  
ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   13-Dec-2025
  ଜିଲ୍ଲା  
ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା   12-Dec-2025
  ଜିଲ୍ଲା  
ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   12-Dec-2025
  ଜିଲ୍ଲା  
ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   12-Dec-2025
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   12-Dec-2025
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   12-Dec-2025

You Might Also Like