-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

ଝୋଳ ପଥର ବିଦ୍ୟାଳୟରେ ବାରମ୍ବାର ଛାତରୁ ଖସୁଛି କଂକ୍ରିଟ

10-Jul-2024



ନୂଆପଡ଼ା  (ରାମନାଥ ପଣ୍ଡା )
- ଖରିଆର ବ୍ଲକ ଝୋଲପଥର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାରଣ୍ଡାର ଛାତରୁ ଗତ ୫। ତାରିଖ ଦିନ ବଡ଼ବଡ଼ ଖଣ୍ଡ କଂକ୍ରିଟ ଖସିବାରୁ ଛାତ୍ର ଛାତ୍ରଛାତ୍ରୀ ମାନେ ଅଳ୍ପକେ ରକ୍ଷାପାଇଥିବା ସୁଚନା ମିଲିଛି। ଘଟଣାଟି ଘଟିବା ଦିନ ଛାତ୍ରଛାତ୍ରୀ ମାନେ ପ୍ରର୍ଥନା ସାରି କ୍ଲାସରୁମକୁ ଗଲାପରେ ବାରଣ୍ଡାରୁ ଏକ ବିରାଟ କଂକ୍ରିଟ ଖସିବାରୁ ଭୟ ର ବାତାବରଣ ସ୍ରୁଷ୍ଟି ହୋଇଛି। ପୁଣି ୨ଘଟିକା ସମୟରେ ଆଉଏକ ବିରାଟ କଂକ୍ରିଟ ଖଣ୍ଡ ଖସିଛି।ପ୍ରଧାନ ଶିକ୍ଷକ ଏବିଷୟରେ ସାଙ୍ଗେ ସାଙ୍ଗେ ବିଭାଗୀୟ ଅଧିକାରୀ ବି ଇ ଓ ଙ୍କୁ ଓ ସ୍ଥାନୀୟ ସରପଂଚ ସାନମହେଶ୍ୱର ଙ୍କୁ ଲିଖିତ ଜଣାଇଛନ୍ତି। ଗତ ଶନିବାର ଦିନ ସି ଆର୍ ସି ସି, ସରପଂଚ ତଥା ବ୍ଲକର ଭାଇସ୍ ଚେୟାରମ୍ୟାନ ଆସି ଫୋଟୋ ଉଠାଇ ନେଲେ ଏବଂ ଶିଘ୍ର ପଦକ୍ଷେପ ନେବା ପାଇଁ କହିଥିଲେ ହେଲେ ଆଜି ପର୍ଯ୍ୟନ୍ତ ବିଭାଗୀୟ ଅଧିକାରୀ କିମ୍ବା ସରପଂଚ  କିଛି ପଦକ୍ଷେପ ନେଇ ନାହାଁନ୍ତି। ଫଳରେ ଛାତ୍ରଛାତ୍ରୀ ମାନେ ବାହାରେ ବସୁଥିବାର ଦେଖିବାକୁ ମିଲୁଛି। ଗ୍ରାମର ଚତୁଃ ପାର୍ଶ୍ଵରେ ଜଙ୍ଗଲ ଥିବା କାରଣରୁ ବିଷଧର ସର୍ପ ମାନଙ୍କ ଭୟ ମଧ୍ଯ ରହିଛି। ନିକଟରେ ପାଖ ଗାଁର ଏକ ବିଦ୍ଯାଳୟରେ ଘଟିଥିବା  ଦୁର୍ଘଟଣା ପରି ଏହି ବିଦ୍ୟାଳୟ ଯେମିତି ଉଦାହରଣ ତାଲିକାରେ ନ ଆସୁ ବୋଲି ଜନସାଧାରଣରେ ଚର୍ଚ୍ଚା ହେଉଛି। ଏଣୁ ପ୍ରଶାସନ ଏହାର ଯଥାଶୀଘ୍ର ସମାଧାନ କରିବା ପାଇଁ ଅଭିଭାବକ ମହଲରେ ଦାବୀ ହେଉଛି। ନଚେତ କୌଣସି କିଛି ଦୁର୍ଘଟଣା ଦେଖାଦେଲେ  ପ୍ରସାଶନ ଏଥିପାଇଁ ଦାୟୀ ହେବେ। ଶିକ୍ଷା ବିଭାଗ ଓ ବ୍ଲକ ପ୍ରଶାସନ କେତେ ତତ୍ପରତାର ସହିତ ସମସ୍ୟାର ସମାଧାନ କରିବେ ଏବଂ ଛାତ୍ର ଛାତ୍ରୀ ଙ୍କୁ ସୁରକ୍ଷା ଦେବାରେ ସହଯୋଗ କରିବେ ତାହା ଦେଖିବାକୁ ବାକି ରହିଲା ।


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like