-+91-9937148622 |

prerana_bgr@rediffmail.com |

  Monday 22nd July 2024 |

| | | |

R.N.I. Regd No. ODIODI/2010/46693

Breaking News

ଜିଲା ସାମ୍ବାଦିକ ସଂଘର ସାଧାରଣ ପରିଷଦ ବୈଠକ    (21-Jul-2024)       ||      ବଲାଙ୍ଗିର ନୃସିଂହ ମନ୍ଦିର ଠାରେ ଗୁରୁ ପୁଜନୋତ୍ସବ   (21-Jul-2024)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦର ବୈଠକ   (21-Jul-2024)       ||      ଗୁରୁ ଶିଷ୍ୟ ପରମ୍ପପରା ଅତୁଟ ବନ୍ଧନ “ତସ୍ମୈଶ୍ରୀ”   (21-Jul-2024)       ||      ତହସିଲଦାର ଓ କୃଷି ଅଧିକାରୀଙ୍କ ମିଳିତ ମିଳିତ ଯାଞ୍ଚ   (21-Jul-2024)       ||      ଶ୍ରୀ ଗୋପାଳଜୀ ମନ୍ଦିର ସୋନପୁର ଠାରେ ଗୁରୁପୂର୍ଣ୍ଣିମା ଉତ୍ସବ ପାଳିତ   (21-Jul-2024)       ||      ବନ ମହୋତ୍ସବ ଉପଲକ୍ଷେ ମାଁ ପାଇଁ ଗଛ ଟିଏ କାର୍ଯ୍ୟକ୍ରମ   (21-Jul-2024)       ||      ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଜିଲ୍ଲାରେ କ୍ବାକ୍ ଓ ଗୁଣିଗାରେଡି ଚିକିତ୍ସାର ବିକଳ ଚିତ୍ର: ସରକାରୀ ସ୍ବାସ୍ଥ୍ୟସେବା ପ୍ରତି ଆସ୍ଥାନାହିଁ , ଅସଚେତନତା ଓ ଅନ୍ଧବିଶ୍ବାସକୁ ଆଶ୍ରା    (21-Jul-2024)       ||      ବିବାହିତ ମହିଳା ସ୍କଟିରେ ବସି ପ୍ରେମିକ ସହ ଫେରାର "ସିସିଟିଭି ରେ କୋଏଦ ହେଲା ଦୃଶ୍ୟ   (21-Jul-2024)       ||      ଶିକ୍ଷକ ରବିନ୍ଦ୍ରନାଥ ଦୀପଙ୍କୁ ସମ୍ବର୍ଦ୍ଧନା   (21-Jul-2024)       ||      ଉଦନ୍ତୀ ନଦୀ ପାଣିରୁ ମହିଳା ଉଦ୍ଧାର।   (21-Jul-2024)       ||      ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବଙ୍କ ବ୍ଲକ୍ ରେ ଉନ୍ନୟନ କାମରେ ଦୁର୍ନୀତି : ଜନପ୍ରତିନିଧି କରୁଛନ୍ତି ଠିକା  !   (21-Jul-2024)       ||      ପତଞ୍ଜଳୀ ଯୋଗ ସମିତି ପକ୍ଷରୁ ଗରୁ ପୁର୍ଣିମା ଉତ୍ସବ ପାଳନ   (21-Jul-2024)       ||      ଲଖପାଲିରେ ଡାଇରିଆ ଆତଙ୍କ, ୨ମୃତ, ୧୭ ଆକ୍ରାନ୍ତ, ଗାଁରୁ ୫୦୦ମିଟର ଦୂରରେ ରହିଛି ଡମ୍ପିଂୟାର୍ଡ,ସଂକ୍ରମଣ ଭୟରେ ଗ୍ରାମବାସୀ   (21-Jul-2024)       ||      ମଝି ରାସ୍ତା ରେ ଜଳିଗଲା କାର   (20-Jul-2024)       ||      ପ୍ରାକୃତିକ ବିପତ୍ତି ଓ ବିପର୍ଯ୍ୟୟ ତଥା ଅଗ୍ନିକାଣ୍ଡ ଦାଉରୁ ରକ୍ଷା ସମ୍ବନ୍ଧୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ    (20-Jul-2024)       ||      ସଟ ସାର୍କିଟ ଯୋଗୁଁ ଜଳିଲା କାର   (20-Jul-2024)       ||      ରାଜ୍ୟ ର ଏକ ନମ୍ବର ମୋଡେଲ ହସ୍ପିଟାଲ୍ ର ଦୂରାବସ୍ଥା କୁ ନେଇ ବିକ୍ଷୋପ କଲେ କୃଷକ ସଂଗଠନ*- - *କୋଠା ନିର୍ମାଣ ଓ କିଣା ଯାଇଥିବା ଚିକିତ୍ସା ଉପକରଣ ର ତଦନ୍ତ ଦାବୀ କଲେ ନାରୀ ନେତ୍ରୀ ସୋନାଲି   (20-Jul-2024)       ||      ଗଞ୍ଜେଇ ସହ ଦୁଇ ବେପାରୀ ଗିରଫ - ଗଞ୍ଜେଇ ଗୋଦାମ ପାଲଟିଛି ସୁବଳୟା ଅଞ୍ଚଳ - ମୁଖ୍ୟ ମାଫିଆଙ୍କୁ ଧରିବାରେ ପୁଲିସ ବିଫଲ   (20-Jul-2024)       ||      ବଦଳିବ କି ଜୁନାଗଡ ରାଜନୀତି ସମୀକରଣ !   (20-Jul-2024)       ||     

HOME   ଜିଲ୍ଲା

ଡାବୁଗାଁ ବ୍ଲକରେ ଚାଲିଥିବା ସମନ୍ନିତ ଆଦିବାସୀ ଉନ୍ନୟନ ସଂସ୍ଥା(ITDA) କାମରେ ଦୁର୍ନୀତି,ଧୀରେ ଧୀରେ ଖୋଲୁଛି ଗୁମର

10-Jul-2024



ନବରଙ୍ଗପୁର-(ମିହିର ଶଙ୍କର ପାତ୍ର) ଡାବୁଗାଁ ବ୍ଲକରେ NREGS ଦୁର୍ନୀତିର ଧୀରେ ଧୀରେ ଖୁଲୁଚି ଗୁମର ।କେନ୍ଦ୍ରସରକାର ଙ୍କ NREGS ଯୋଜନା ରେ ଆସୁଥିବା କୋଟି କୋଟି ଟଙ୍କାକୁ କିଭଳି  
ସମନ୍ନିତ ଆଦିବାସୀ ଉନ୍ନୟନ ସଂସ୍ଥା (ITDA) ଜେଇ ଏଵଂ ଠିକାଦାର ମାନଙ୍କ ମଧୁଚନ୍ଦ୍ରିକା ରେ ହରିଲୁଟ୍ କରାଯାଉଛି ।ତହାର ଏକ ଜଳନ୍ତ ଉଦାହରଣ ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ୍ କଇଲାରୀ ପଞ୍ଚାୟତ କଇଲାରୀ ଗ୍ରାମ ପାଖ ରାସ୍ତା କଡରେ ତିଆରି ହେଉଥିବା ବନ୍ଧ କାମରେ।।ଶ୍ରମିକ ବଦଳରେ ମିସିନ କରୁଛି କାମ । କିନ୍ତୁ କାମ ପାଖରେ କୌଣସି ସୂଚନା ଫଳକ ଲାଗିନାହିଁ । ଏହି କାର୍ଯ୍ୟ ବିଷୟରେ itda ଯେ ପଦ୍ମ ଚରଣ ଜେନାକୁ ଫୋନ୍ ସାହାଯ୍ୟରେ ଯୋଗାଯୋଗ କରିବା ପାଇଁ ବାରମ୍ବାର ଚେଷ୍ଟା କରିଥିଲି ମଧ୍ୟ ଯୋଗାଯୋଗ ହେଉନାହିଁ । ଏହି ବିଭାଗ ଅଧୀନରେ ଚାଲିଥିବା  ଅନେକ NREGS  କାର୍ଯ୍ୟକୁ ଠିକାଦାର ଓ ସରକାରୀ କର୍ମଚାରୀ ଆପସ ସଲାସୁତୁରାରେ ସରକାରଙ୍କ ଆଖିରେ ଧୁଳି ଦେଇ ମାଲାମାଲ୍ ।
ହେଉଛନ୍ତି  । ଡାବୁଗାଁ ଅଂଚଳରେ  ସମନ୍ନିତ ଆଦିବାସୀ ଉନ୍ନୟନ ବିଭାଗର କୌଣସି ଅଫିସ ନାଇଁ ଏହାର ଭରଫୁର ଫାଇଦା ଉଠାଉଛନ୍ତି ବିଭାଗୀୟ ଅଧିକାରୀ ମାନେ। ଜେସିବି ମେସିନ ଲଗାଇ ରାତାରାତି NREGS  କାର୍ଯ୍ୟଗୁଡିକ ସାରି ଦିଆଯାଉଛି। ଯାହା ଫଳରେ ଅଞ୍ଚଳର ଶ୍ରମିକ ମାନେ କୋୖଣସି କାମ ନ ପାଇ ବାଧ୍ୟ ହୋଇ ବାହାର ରାଜ୍ୟକୁ ଦାଦନ ଖଟିବାକୁ  ଯାଉଛନ୍ତି ।

ବିଦ୍ର :-" ସମନ୍ନିତ ଆଦିବାସୀ ଉନ୍ନୟନ ସଂସ୍ଥା ତରଫରୁ ଚାଲିଥିବା ବନ୍ଧ କାମରେ ଶ୍ରମିକ ବଦଳରେ ଲାଗୁଛି ମିସିନ"


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲା ସାମ୍ବାଦିକ ସଂଘର ସାଧାରଣ ପରିଷଦ ବୈଠକ   21-Jul-2024
  ଜିଲ୍ଲା  
ବଲାଙ୍ଗିର ନୃସିଂହ ମନ୍ଦିର ଠାରେ ଗୁରୁ ପୁଜନୋତ୍ସବ   21-Jul-2024
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦର ବୈଠକ   21-Jul-2024
  ଜିଲ୍ଲା  
ଗୁରୁ ଶିଷ୍ୟ ପରମ୍ପପରା ଅତୁଟ ବନ୍ଧନ “ତସ୍ମୈଶ୍ରୀ”   21-Jul-2024
  ଜିଲ୍ଲା  
ତହସିଲଦାର ଓ କୃଷି ଅଧିକାରୀଙ୍କ ମିଳିତ ମିଳିତ ଯାଞ୍ଚ   21-Jul-2024
  ଜିଲ୍ଲା  
ଶ୍ରୀ ଗୋପାଳଜୀ ମନ୍ଦିର ସୋନପୁର ଠାରେ ଗୁରୁପୂର୍ଣ୍ଣିମା ଉତ୍ସବ ପାଳିତ   21-Jul-2024
  ଜିଲ୍ଲା  
ବନ ମହୋତ୍ସବ ଉପଲକ୍ଷେ ମାଁ ପାଇଁ ଗଛ ଟିଏ କାର୍ଯ୍ୟକ୍ରମ   21-Jul-2024
  ରାଜ୍ୟ  
ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଜିଲ୍ଲାରେ କ୍ବାକ୍ ଓ ଗୁଣିଗାରେଡି ଚିକିତ୍ସାର ବିକଳ ଚିତ୍ର: ସରକାରୀ ସ୍ବାସ୍ଥ୍ୟସେବା ପ୍ରତି ଆସ୍ଥାନାହିଁ , ଅସଚେତନତା ଓ ଅନ୍ଧବିଶ୍ବାସକୁ ଆଶ୍ରା   21-Jul-2024
  ଜିଲ୍ଲା  
ବିବାହିତ ମହିଳା ସ୍କଟିରେ ବସି ପ୍ରେମିକ ସହ ଫେରାର "ସିସିଟିଭି ରେ କୋଏଦ ହେଲା ଦୃଶ୍ୟ   21-Jul-2024
  ଜିଲ୍ଲା  
ଶିକ୍ଷକ ରବିନ୍ଦ୍ରନାଥ ଦୀପଙ୍କୁ ସମ୍ବର୍ଦ୍ଧନା   21-Jul-2024
  ଜିଲ୍ଲା  
ଉଦନ୍ତୀ ନଦୀ ପାଣିରୁ ମହିଳା ଉଦ୍ଧାର।   21-Jul-2024
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବଙ୍କ ବ୍ଲକ୍ ରେ ଉନ୍ନୟନ କାମରେ ଦୁର୍ନୀତି : ଜନପ୍ରତିନିଧି କରୁଛନ୍ତି ଠିକା  !   21-Jul-2024

You Might Also Like