-+91-9937148622 |

prerana_bgr@rediffmail.com |

  Thursday 10th July 2025 |

| | | |

R.N.I. Regd No. ODIODI/2010/46693

Breaking News

ଜନ ଶୁଣାଣି ରେ ମାସ ବାୟୋଫୁଏଲ  କମ୍ପାନୀ ବନ୍ଦ ନାରା ରେ କମ୍ପିଲା ଶିବିର6   (09-Jul-2025)       ||      ବାହୁଡା଼ ରଥଯାତ୍ରା ର ଅନ୍ତିମ ଦିବସରେ ଜୁଆଡ଼ି କୁ କାବୁ କଲେ ଅନନ୍ତ ବାବୁ   (09-Jul-2025)       ||      ବାହୁଡା଼ ରଥଯାତ୍ରାର ଅନ୍ତିମ ଦିବସରେ ଜୁଆଡ଼ିକୁ କାବୁ କଲେ ଅନନ୍ତ ବାବୁ    (09-Jul-2025)       ||      ଅବ୍ୟବସ୍ଥା ଘେରରେ ଧରଣୀମାଳ ଉଚ୍ଚ ବିଦ୍ୟାଳୟ, ପ୍ରଶାସନର ଦୃଷ୍ଟି କେବେ ?   (09-Jul-2025)       ||      ରଥଚକ ତଳେ ଚାପି ହୋଇ ତରଭା ଏନ୍ଏସି ଉପାଧ୍ୟକ୍ଷ ଗୁରୁତର*   (09-Jul-2025)       ||      ମ୍ୟାଲେରିଆ ଓ ଡ଼ାଇରିଆ ନିରାକରଣ ପାଇଁ ସରପଞ୍ଚ ଙ୍କ ଦ୍ୱାରା ସଚେତନତା ବୈଠକ   (09-Jul-2025)       ||      *ଡାବୁଗାଁ ରେ ଶ୍ରମିକ ସଙ୍ଗଠନର ଭାରତ ବନ୍ଦ ଡାକରା,ବିରୋଧୀ ଦଳଙ୍କ ସମର୍ଥନ*   (09-Jul-2025)       ||      ମନରେଗା ଦୁର୍ନୀତି କୁ ଚାପି ଦେବା ପାଇଁ ପ୍ରୟାସ ଜାରି   (09-Jul-2025)       ||      ଅଭିଯୁକ୍ତକୁ ଧରିବାକୁ ଯାଇ ପୋଲିସକୁ ଆକ୍ରମଣ, କଣ୍ଟାବାଞ୍ଜି ଥାନାରେ ଅଭିଯୁକ୍ତ ଅଟକ   (09-Jul-2025)       ||      ପଣ୍ଡ୍ରିଜୋର କେନ୍ଦୁପତ୍ର ଫଡ଼ି ରୁ ଲକ୍ଷାଧିକ ଟଙ୍କାର ପତ୍ର ଚୋରୀ; କଣ୍ଟାବାଞ୍ଜି ରେ ହେଲା ଠାବ   (09-Jul-2025)       ||      "ଝରିଆଲ ପଞ୍ଚାୟତ ମାହା ଦୁର୍ନୀତି": ମନରେଗା ଯୋଜନାରେ ଲକ୍ଷାଧିକ ଟଙ୍କା ହଡ଼ପ ଅଭିଯୋଗ; ବଙ୍ଗୋମୁଣ୍ଡା ବ୍ଳକ ପ୍ରଶାସନ ଦ୍ବାରସ୍ଥ ପଞ୍ଚାୟତବାସୀ,କାର୍ଯ୍ଯ ନିରପେକ୍ଷ ତଦନ୍ତ କରି କାର୍ଯ୍ୟନୁଷ୍ଠାନ ଦାବୀ    (09-Jul-2025)       ||      ବରୀରେ ବନ୍ୟା ଜଳ, ରତାଳଙ୍ଗରେ ଘାଇ ଆଶଙ୍କା   (09-Jul-2025)       ||      ବେଙ୍ଗାଳୁରୁ ସହକାର ନଗର ମନ୍ଦିରରେ ନୀଳାଦ୍ରୀ ବିଜେ ଉତ୍ସବ ଆୟୋଜନ                                        (09-Jul-2025)       ||      ଘଣ୍ଟାପଡ଼ା ଥାନାରେ ନୂଆ ସଂଶୋଧିତ ନିୟମ ଉପରେ ସଚେତନତା କାର୍ଯ୍ୟକ୍ରମ   (09-Jul-2025)       ||      ମାଓକ୍ୟାମ୍ପ ଠାବ ଓ ବିସ୍ଫୋରକ ସମଗ୍ରୀ ଜବତ   (08-Jul-2025)       ||      ମାଓକ୍ୟାମ୍ପ ଠାବ ଓ ବିସ୍ଫୋରକ ସମଗ୍ରୀ ଜବତ   (08-Jul-2025)       ||      ଅରବିନ୍ଦ ଦାସ ପ୍ରଦେଶ କଂଗ୍ରେସ ମିଡିଆ ବିଭାଗର ନୂତନ ଅଧ୍ୟକ୍ଷ   (08-Jul-2025)       ||      ମନରେଗା ହୋଇଛି ଦିଗହରା: ଶ୍ରମିକ ବଦଳରେ ମେସିନ୍ କରୁଛି କାମ    (08-Jul-2025)       ||      ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ତରଫରୁ ବନ ମହୋତ୍ସବ କାର୍ଯ୍ୟକ୍ରମ    (08-Jul-2025)       ||      *ସୋନପୁର ରେ ନୀଳାଦ୍ରି ବିଜେ କଲେ ଚତୁର୍ଦ୍ଧାମୂର୍ତ୍ତି*   (08-Jul-2025)       ||     

HOME   ଜିଲ୍ଲା

ଡାବୁଗାଁ ବ୍ଲକରେ ଚାଲିଥିବା ସମନ୍ନିତ ଆଦିବାସୀ ଉନ୍ନୟନ ସଂସ୍ଥା(ITDA) କାମରେ ଦୁର୍ନୀତି,ଧୀରେ ଧୀରେ ଖୋଲୁଛି ଗୁମର

10-Jul-2024



ନବରଙ୍ଗପୁର-(ମିହିର ଶଙ୍କର ପାତ୍ର) ଡାବୁଗାଁ ବ୍ଲକରେ NREGS ଦୁର୍ନୀତିର ଧୀରେ ଧୀରେ ଖୁଲୁଚି ଗୁମର ।କେନ୍ଦ୍ରସରକାର ଙ୍କ NREGS ଯୋଜନା ରେ ଆସୁଥିବା କୋଟି କୋଟି ଟଙ୍କାକୁ କିଭଳି  
ସମନ୍ନିତ ଆଦିବାସୀ ଉନ୍ନୟନ ସଂସ୍ଥା (ITDA) ଜେଇ ଏଵଂ ଠିକାଦାର ମାନଙ୍କ ମଧୁଚନ୍ଦ୍ରିକା ରେ ହରିଲୁଟ୍ କରାଯାଉଛି ।ତହାର ଏକ ଜଳନ୍ତ ଉଦାହରଣ ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ୍ କଇଲାରୀ ପଞ୍ଚାୟତ କଇଲାରୀ ଗ୍ରାମ ପାଖ ରାସ୍ତା କଡରେ ତିଆରି ହେଉଥିବା ବନ୍ଧ କାମରେ।।ଶ୍ରମିକ ବଦଳରେ ମିସିନ କରୁଛି କାମ । କିନ୍ତୁ କାମ ପାଖରେ କୌଣସି ସୂଚନା ଫଳକ ଲାଗିନାହିଁ । ଏହି କାର୍ଯ୍ୟ ବିଷୟରେ itda ଯେ ପଦ୍ମ ଚରଣ ଜେନାକୁ ଫୋନ୍ ସାହାଯ୍ୟରେ ଯୋଗାଯୋଗ କରିବା ପାଇଁ ବାରମ୍ବାର ଚେଷ୍ଟା କରିଥିଲି ମଧ୍ୟ ଯୋଗାଯୋଗ ହେଉନାହିଁ । ଏହି ବିଭାଗ ଅଧୀନରେ ଚାଲିଥିବା  ଅନେକ NREGS  କାର୍ଯ୍ୟକୁ ଠିକାଦାର ଓ ସରକାରୀ କର୍ମଚାରୀ ଆପସ ସଲାସୁତୁରାରେ ସରକାରଙ୍କ ଆଖିରେ ଧୁଳି ଦେଇ ମାଲାମାଲ୍ ।
ହେଉଛନ୍ତି  । ଡାବୁଗାଁ ଅଂଚଳରେ  ସମନ୍ନିତ ଆଦିବାସୀ ଉନ୍ନୟନ ବିଭାଗର କୌଣସି ଅଫିସ ନାଇଁ ଏହାର ଭରଫୁର ଫାଇଦା ଉଠାଉଛନ୍ତି ବିଭାଗୀୟ ଅଧିକାରୀ ମାନେ। ଜେସିବି ମେସିନ ଲଗାଇ ରାତାରାତି NREGS  କାର୍ଯ୍ୟଗୁଡିକ ସାରି ଦିଆଯାଉଛି। ଯାହା ଫଳରେ ଅଞ୍ଚଳର ଶ୍ରମିକ ମାନେ କୋୖଣସି କାମ ନ ପାଇ ବାଧ୍ୟ ହୋଇ ବାହାର ରାଜ୍ୟକୁ ଦାଦନ ଖଟିବାକୁ  ଯାଉଛନ୍ତି ।

ବିଦ୍ର :-" ସମନ୍ନିତ ଆଦିବାସୀ ଉନ୍ନୟନ ସଂସ୍ଥା ତରଫରୁ ଚାଲିଥିବା ବନ୍ଧ କାମରେ ଶ୍ରମିକ ବଦଳରେ ଲାଗୁଛି ମିସିନ"


News Comment




Photo in News

Advertisment
Lastest News
  ଜିଲ୍ଲା  
ଜନ ଶୁଣାଣି ରେ ମାସ ବାୟୋଫୁଏଲ  କମ୍ପାନୀ ବନ୍ଦ ନାରା ରେ କମ୍ପିଲା ଶିବିର6   09-Jul-2025
  ଜିଲ୍ଲା  
ବାହୁଡା଼ ରଥଯାତ୍ରା ର ଅନ୍ତିମ ଦିବସରେ ଜୁଆଡ଼ି କୁ କାବୁ କଲେ ଅନନ୍ତ ବାବୁ   09-Jul-2025
  ଜିଲ୍ଲା  
ବାହୁଡା଼ ରଥଯାତ୍ରାର ଅନ୍ତିମ ଦିବସରେ ଜୁଆଡ଼ିକୁ କାବୁ କଲେ ଅନନ୍ତ ବାବୁ   09-Jul-2025
  ଜିଲ୍ଲା  
ଅବ୍ୟବସ୍ଥା ଘେରରେ ଧରଣୀମାଳ ଉଚ୍ଚ ବିଦ୍ୟାଳୟ, ପ୍ରଶାସନର ଦୃଷ୍ଟି କେବେ ?   09-Jul-2025
  ଜିଲ୍ଲା  
ରଥଚକ ତଳେ ଚାପି ହୋଇ ତରଭା ଏନ୍ଏସି ଉପାଧ୍ୟକ୍ଷ ଗୁରୁତର*   09-Jul-2025
  ଜିଲ୍ଲା  
ମ୍ୟାଲେରିଆ ଓ ଡ଼ାଇରିଆ ନିରାକରଣ ପାଇଁ ସରପଞ୍ଚ ଙ୍କ ଦ୍ୱାରା ସଚେତନତା ବୈଠକ   09-Jul-2025
  ଜିଲ୍ଲା  
*ଡାବୁଗାଁ ରେ ଶ୍ରମିକ ସଙ୍ଗଠନର ଭାରତ ବନ୍ଦ ଡାକରା,ବିରୋଧୀ ଦଳଙ୍କ ସମର୍ଥନ*   09-Jul-2025
  ଜିଲ୍ଲା  
ମନରେଗା ଦୁର୍ନୀତି କୁ ଚାପି ଦେବା ପାଇଁ ପ୍ରୟାସ ଜାରି   09-Jul-2025
  ଜିଲ୍ଲା  
ଅଭିଯୁକ୍ତକୁ ଧରିବାକୁ ଯାଇ ପୋଲିସକୁ ଆକ୍ରମଣ, କଣ୍ଟାବାଞ୍ଜି ଥାନାରେ ଅଭିଯୁକ୍ତ ଅଟକ   09-Jul-2025
  ଜିଲ୍ଲା  
ପଣ୍ଡ୍ରିଜୋର କେନ୍ଦୁପତ୍ର ଫଡ଼ି ରୁ ଲକ୍ଷାଧିକ ଟଙ୍କାର ପତ୍ର ଚୋରୀ; କଣ୍ଟାବାଞ୍ଜି ରେ ହେଲା ଠାବ   09-Jul-2025
  ଜିଲ୍ଲା  
"ଝରିଆଲ ପଞ୍ଚାୟତ ମାହା ଦୁର୍ନୀତି": ମନରେଗା ଯୋଜନାରେ ଲକ୍ଷାଧିକ ଟଙ୍କା ହଡ଼ପ ଅଭିଯୋଗ; ବଙ୍ଗୋମୁଣ୍ଡା ବ୍ଳକ ପ୍ରଶାସନ ଦ୍ବାରସ୍ଥ ପଞ୍ଚାୟତବାସୀ,କାର୍ଯ୍ଯ ନିରପେକ୍ଷ ତଦନ୍ତ କରି କାର୍ଯ୍ୟନୁଷ୍ଠାନ ଦାବୀ    09-Jul-2025
  ଜିଲ୍ଲା  
ବରୀରେ ବନ୍ୟା ଜଳ, ରତାଳଙ୍ଗରେ ଘାଇ ଆଶଙ୍କା   09-Jul-2025

You Might Also Like