-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||     

HOME   ଜିଲ୍ଲା

ଦେଶୀ ବନ୍ଧୁକ ଜବତ : ଅଭିଯୁକ୍ତ ଗିରଫ

15-Jul-2024



ବାଲିଗୁଡ଼ା(ସୁଶିଲ କୁମାର ପାଣିଗ୍ରାହୀ): ଜମିବାଡ଼ି ବିବାଦକୁ କେନ୍ଦ୍ରକରି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ଟିକରବାଜୁ ଗାଁ ରେ ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ଗଣ୍ଡଗୋଳ । ଅପର ପକ୍ଷକୁ ଭୟଭୀତ କରିବାକୁ ଅଭିଯୁକ୍ତ ଦେଶୀ ବନ୍ଧୁକରୁ ବ୍ଲାଙ୍କ୍ ଫାୟାରିଂ କରିଥିବା ଅଭିଯୋଗ ହୋଇଛି । ଘଟଣାକୁ ନେଇ ବାଲିଗୁଡ଼ା ଥାନାରେ ଲିଖିତ ଅଭିଯୋଗ ପରେ ଅଭିଯୁକ୍ତ ନିକଟରୁ ଦେଶୀ ବନ୍ଧୁକ ଜବତ କରିବା ସହ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି ବାଲିଗୁଡ଼ା ପୋଲିସ୍ । ସୂଚନା ପ୍ରକାରେ ବାଲିଗୁଡ଼ା ଥାନା ଅନ୍ତର୍ଗତ ସୁଡ୍ରା ଗ୍ରାମ ପଞ୍ଚାୟତର ଟିକରବାଜୁ ଗ୍ରାମର ଲିଞ୍ଜୁରା ମଲ୍ଲିକ ଏବଂ ଭୀମ ଦିଗାଳଙ୍କ ମଧ୍ୟରେ ଜାଗା ବାଡ଼ି ସମେତ ଆବାସ ଗୃହ ନିର୍ମାଣକୁ ନେଇ କଳହ ଲାଗି ରହିଥିଲା । ଭୀମ ଦିଗାଳ ଆବାସ ଗୃହ ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିବା ବେଳେ ଲିଞ୍ଜୁରା ପ୍ରଥମେ ଭିମ ଦିଗାଳଙ୍କ ନିର୍ମାଣଧୀନ ପିଲର ଗୁଡ଼ିକ ଟାଙ୍ଗିଆରେ ହାଣି ଦେଇଥିଲେ । ଘଟଣାକୁ ନେଇ ଉଭୟଙ୍କ ମଧ୍ୟରେ ପୁଣି

ଗଣ୍ଡଗୋଳ ହୋଇଥିବା ବେଳେ ଭୀମଙ୍କୁ ଭୟଭୀତ କରାଇବା ପାଇଁ ଲାଞ୍ଜୁରା ନିଜ ଦେଶୀ ବନ୍ଧୁକ ଆଣି ସେଥିରୁ ବ୍ଲାଙ୍କ୍ ଫାୟାରିଂ କରିଥିବା ଅଭିଯୋଗ ହୋଇଛି। ଅଭିଯୋଗ ପ୍ରକାରେ ବାଲିଗୁଡ଼ା ଥାନା କେସ୍ ନଂ.୧୬୪/୨୪ ରେ ଏକ ମାମଲା ରୁଜୁ କରି ଦେଶୀ ବନ୍ଧୁକ ଜବତ କରିବା ସହ ଅଭିଯୁକ୍ତ ଲିଞ୍ଜୁରା ମଲ୍ଲିକକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବିଷୟ ବାଲିଗୁଡ଼ା ଥାନା ଅଧିକାରୀ ସୁଶାନ୍ତ କୁମାର ସାହୁ ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026

You Might Also Like