-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||     

HOME   ଜିଲ୍ଲା

ଚଳିତ ଖରିଫ ପାଇଁ ତିଖାଲି ନିମ୍ନ ଇନ୍ଦ୍ର ଜଳ ସେଚନ ପ୍ରକଳ୍ପ ରୁ ଆଜି କେନାଲ ଦ୍ବାରା ଜଳ ନିଷ୍କାସନ, ୨୯ ହଜାର ୯୦୦ ହେକ୍ଟର ଜମିକୁ ଜଳ ସେଚନ ବ୍ୟବସ୍ଥା ଲକ୍ଷ

15-Jul-2024



(ଡୋଲେଶ୍ଵର ବାଗ )
ନୂଆପଡ଼ା ଜିଲ୍ଲା ଖଡିଆଳ ସ୍ଥିତ ତିଖଳି ନିମ୍ନ ଇନ୍ଦ୍ର ଜଳ ସେଚନ ପ୍ରକଳ୍ପ ରୁ ଆଜି ଖରିଫ ଚାଷ ପାଇଁ କେନାଲ ଦ୍ବାରା ଜଳ ନିଷ୍କାସନ କରିଛନ୍ତି। ନୂଆପଡ଼ା ଏବଂ ବଲାଙ୍ଗୀର ଜିଲ୍ଲା ର ୩୫ ହଜାର ୫ ଶହ  ୫୭ ଜଣ ଚାଷୀଙ୍କ  ୨୯ ହଜାର ୯୦୦ ହେକ୍ଟର ଜମିକୁ ଜଳ ସେଚନ ବ୍ୟବସ୍ଥା ଲକ୍ଷ ନେଇ ଜଳ ନିଷ୍କାସନ କରିଛନ୍ତି। ଏହି ଜଳ ସେଚନ ପ୍ରକଳ୍ପ ର ବାମ ଏବଂ ଡାହାଣ କେନାଲ ମାଧ୍ୟମରେ ଜଳ ନିଷ୍କାସନ କରିଛନ୍ତି। ଏହି ଜଳ କେନାଲ ଦ୍ବାରା ଚାଷୀଙ୍କ ଜମି କୁ  ଜଳ ଅଭାବରୁ ଦୂର କରିବା ସହ ବର୍ଷାଭାବ ରୁ ଦେଖାଯାଇଥିବା କୃଷି ସମସ୍ୟା ସମାଧାନ ହେବ ବୋଲି ମତବ୍ୟକ୍ତ କରିଛନ୍ତି। ପାଣିପଞ୍ଚାୟତ ଏବଂ ବିଭାଗୀୟ ଅଧିକାରୀ ମାନେ ଯୋଗ ଦେଇ ପାରମ୍ପରିକ ପୂଜା ଅର୍ଚ୍ଚନା ପରେ କେନାଲ ର ଚାରି ଗୋଟି ଗେଟ୍ ରହିଥିବା ବେଳେ ୨ ଓ ୩ ନମ୍ୱର୍ ଗେଟ୍ ଖୋଲା ଯାଇଛି।ଏକାଥରକେ ୪୦ କୟୁବିକ୍  ଜଳ ନିଷ୍କାସନ ନେଇ ପ୍ରକାଶ। ଅଧିକ୍ଷଣ ଯନ୍ତ୍ରୀ ବଙ୍ଗୋମୁଣ୍ଡାରେ ସୂର୍ଯ୍ୟ କୁମାର ପାଣିଗ୍ରାହୀ, ଖଡିଆଳ ଅଧିକ୍ଷଣ ଯନ୍ତ୍ରୀ ସୌମ୍ୟ କିଶୋର ଜୟପୁରୀୟ,ସହକାରୀ ଯନ୍ତ୍ରୀ ସୌରବ କୁମାର ଦାସ, ଡେମ ସହକାରୀ ଯନ୍ତ୍ରୀ ହେମ କୁମାର ନାଏକ, ପାଣିପଞ୍ଚାୟତ ସଭାପତି ମଞ୍ଜେସ  ମେହେର,ସମ୍ପାଦକ ମିଳନ ଯାଦବ, ଉଦ୍ଧବ ବେହେର ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026

You Might Also Like