-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||     

HOME   ଜିଲ୍ଲା

ବାହୁଡ଼ା ଯାତ୍ରାରେ ପ୍ରବଳ ବର୍ଷାରେ ରଥ ଟାଣିଲେ ଶ୍ରଦ୍ଧାଳୁ ଭକ୍ତ

15-Jul-2024



ନବରଙ୍ଗପୁର (ମିହୀର ଶଙ୍କର ପାତ୍ର,) ଡାବୁଗାଁ ରେ ଧୁମଧାମରେ ପାଳନ କରାଯାଇଛି ବାହୁଡ଼ା ଯାତ୍ରା। ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଆରମ୍ବ ହୋଇ ଯାଇଥିଲା ପ୍ରବଳ ବର୍ଷା। ତଥାପି ଶ୍ରଦ୍ଧାଳୁ ଭକ୍ତ ମାନେ ଶ୍ରୀମନ୍ଦିର ପର୍ଯ୍ୟନ୍ତ ରଥକୁ ଭକ୍ତି ର ସହ ଟାଣି ଆଣି ଥିଲେ। ଛେରାପହଁରା କରିଥିଲେ ଉପ ସଭାପତି ଜେ ପାନ୍ତୁଲୁ ରାଓ । ଅନ୍ୟ ମାନଙ୍କ ମଧ୍ୟରେ ଉପସ୍ଥିତ ଥିଲେ ବିଡ଼ିଓ ଶରତ ମାଝୀ, କେଲିଆ  ମନ୍ଦିର ସଂପାଦକ ଦେବରାଜ ପାତ୍ର, ଜଗନ୍ନାଥ ମନ୍ଦିର କାମେଟି ସଦର୍ଶ ମାନେ , ବିଜେଡି ସଭାପତି ସୁରେଶ ମିଶ୍ର, ହିନ୍ଦୁ ମହାସଂଘ ସଭାପତି ଜୟନ୍ତ କୁମାର ପାତ୍ର ଏବଂ ଅନ୍ୟାନ୍ୟ ପ୍ରମୁଖ ବ୍ୟକ୍ତି ମଧ୍ୟ ଉପସ୍ଥିତ ଥିଲେ। ଆଜି ସଖାଳଠୁ ଚଳଚଞ୍ଚଳ ହୋଇ ଉଠିଥିଲା ଡାବୁଗାଁ ଅଂଚଳ ।ଶତାଧିକ ଭକ୍ତଙ୍କ ଗୋହଳି ଚହଲି ଦେଖି ପୋଲିସ ପେଶାସନ ତରଫରୁ ମଧ୍ୟ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   31-Oct-2026

You Might Also Like