-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||     

HOME   ଜିଲ୍ଲା

କଣ୍ଟାମାଳ ବ୍ଲକରେ ଅଭିଯୋଗ ଶୁଣାଣି ଶିବିର, ଆସିଲେନାହିଁ ଜିଲ୍ଲାପାଳ, ଅଭିଯୋଗକାରୀ ନିରାଶ

16-Jul-2024



କଣ୍ଟାମାଳ (ଜୟ କୁମାର ମହାରଣାଙ୍କ ରିପୋର୍ଟ ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଅନୁପସ୍ଥିତିରେ ଉପ ଜିଲ୍ଲାପାଳ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ଜିଲ୍ଲା ପରିଷଦ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଅନିରୁଦ୍ଧ ପ୍ରଧାନ, କଣ୍ଟାମାଳ ବିଡିଓ ଶାମୀ ଜୟଶ୍ରୀ ରେଡ୍ଡୀ, ତହସିଲଦାର ଶ୍ୱେତପଦ୍ମା ଯୋଶୀ, ଜଳଛାୟା ମିଶନର ସହକାରୀ ପ୍ରକଳ୍ପ ନିର୍ଦ୍ଦେଶକ ହୃଷୀକେଶ କହଁର , ଜିଲ୍ଲା ଶିକ୍ଷା ଅଧିକାରୀ ଗେନ୍ଦ୍ରା

କୁଜୁର, ବ୍ଲକ ଯୋଗଣ ଅଧିକାରୀ, ବ୍ଲକ ଶିକ୍ଷାଧିକାରୀ,କଣ୍ଟାମାଳ ଥାନା ଅଧିକାରୀ ଭାବାନନ୍ଦ ପ୍ରଧାନ, ବିଦ୍ୟୁତ୍ ବିଭାଗ ଏସ ଡି ଓ, ସମସ୍ତ ବିଭାଗର ଅଧିକାରୀ, ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ କନିଷ୍ଠ ଯନ୍ତ୍ରୀଙ୍କ ସହ ସମସ୍ତ ବ୍ଲକ୍ କର୍ମଚାରୀମାନେ ଉପସ୍ଥିତ ଥିଲେ । ଏହି ଶିବିରରେ ସମୁଦାୟ ୯୨ ଗୋଟି ଆପତ୍ତି ଅଭିଯୋଗ ଆସିଥିବା ବେଳେ ସେଥି ମଧ୍ୟରୁ ୮୩ ଗୋଟି ବ୍ୟକ୍ତିଗତ ମାମଲା ଓ ୯ ଗୋଟି ବିଭିନ୍ନ ଗ୍ରାମର ସାମୁହିକ ମାମଲା ପଞ୍ଜୀକୃତ ହୋଇଥିଲା । ୩ଜଣ ହିତାଧିକାରୀଙ୍କୁ ତିନି ଚକିଆ ସାଇକେଲ ପ୍ରଦାନ କରାଯାଇଥିବା ବେଳେ ୧୯ଟି ସମସ୍ୟାର ତ୍ୱରିତ ସମାଧାନ କରାଯାଇଥିଲା |


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   31-Oct-2026
  ଜିଲ୍ଲା  
ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   31-Oct-2026
  ଜିଲ୍ଲା  
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   31-Oct-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ   31-Oct-2026
  ଜିଲ୍ଲା  
*ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   31-Oct-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   31-Oct-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   31-Oct-2026

You Might Also Like