-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||     

HOME   ଜିଲ୍ଲା

ପୁଇଁତଳା ଛକରେ ହାଇୱାକୁ ଧକ୍କାଦେଇ ଦିଲଖୁସ ବସ ଦୁର୍ଘଟଣାଗ୍ରସ୍ତ,୨୦ଜଣ ଆହତ ଭୀମଭୋଇ ମେଡିକାଲ କଲେଜ ହସପିଟାଲରେ ଭର୍ତ୍ତି

16-Jul-2024



ବଲାଙ୍ଗୀର(ପ୍ରେରଣା ଖବର ): ଆଜି ଭୋର ସକାଳୁ ଭୁବନେଶ୍ୱରରୁ ଭବାନୀପାଟଣାକୁ ଫେରୁଥିବା ଦିଳଖୁସ୍ ବସ ଦୁର୍ଘଟଣାଗସ୍ତ ହୋଇଛି। ଏଥିରେ ୨୦ଜଣ ଯାତ୍ରୀ ଆହତ ହୋଇଛନ୍ତି ଓ ସେମାନଙ୍କୁ ଭୀମଭୋଇ ମେଡିକାଲ କଲେଜ ହସପିଟାଲରେ ଭର୍ତ୍ତି କରା ଯାଇଛି ବୋଲି ଜଣାଯାଇଛି । ମିଳିଥିବା ତଥ୍ୟରୁ ଜଣାଯାଇଛି ଯେ, ଆଜି ଭୁବନେଶ୍ୱରରୁ ବଲାଙ୍ଗୀର ଦେଇ ଭବାନୀପାଟଣାକୁ ଆସୁଥିବା ଦିଲଖୁସ୍ ବସ ଜାତୀୟ ରାଜପଥ-୫୭ର ପୁଇଁତଳା ଛକରେ ରାସ୍ତାକଡାରେ ଛିଡା ହୋଇଥିବା ଏକ ହାଇୱାକୁ ପଛପଟୁ ଧକ୍କା ଦେଇଥିଲା । ଏହି ଦୁର୍ଘଟଣା ଫଳରେ ବସର ଆଗପଟ ସଂପୂର୍ଣ୍ଣ ଚେପା ହୋଇଯାଇଥିଲା। ବସରେ ଥିବା ଯାତ୍ରୀମାନଙ୍କୁ ମଧ୍ୟରୁ ୨୦ଜଣ ପୁରୁଷ /ମହିଳା ଆହତ ହୋଇଥିଲେ ଓ ସେଥିରୁ ୩ଜଣ ଗୁରୁତର ରହିଛନ୍ତି। ପୁଇଁତଳା ଥାନା ପାଖରେ ଏହା ହୋଇ ଥିବାରୁ ପୋଲିସ ପହଞ୍ଚି ସମସ୍ତ ଆହତଙ୍କୁ ଉଦ୍ଧାର କରି ଭୀମଭୋଇ ମେଡିକାଲ କଲେଜ ହସପିଟାଲକୁ ନେଇ ଭର୍ତ୍ତି କରାଇଥିଲେ । ତେବେ ବଲାଙ୍ଗୀର ପାଖରେ ଅନେକ ଗୁଡିଏ ରାତ୍ରୀକାଳିନ ଯାତ୍ରୀବାହୀ ବସ ଦୁର୍ଘଟଣା ହେଉ ଥିବାରୁ ଯାତ୍ରୀମାନେ ଭୟଭୀତ ହୋଇପଡିଛନ୍ତି। ଗତ କିଛି ଦିନ ପୂର୍ବରୁ ବଲାଙ୍ଗୀର ସହର ମଧ୍ୟରେ ଭାଗିରଥିଛକରେ ଏକ ଯାତ୍ରୀବାହୀ ବସ ଆଉ ଏକ ବସକୁ ଓଭରଟେକ୍ କରୁଥିବା ବେଳେ ପଛପଟୁ ଧକ୍କାଦେଇ ଥିଲା । ସେହି ଘଟଣାରେ ମଧ୍ୟ ଯାତ୍ରୀମାନେ ଆହତ ହୋଇଥିଲେ । ଫଳରେ ବସରେ ଯାତ୍ରା କରିବାକୁ ଯାତ୍ରୀମାନେ ଭୟ କରୁଛନ୍ତି । ଠିକ ସେହିପରି ଆଜି ସକାଳ ୧୧ଟା ବେଳେ ଏନଏଚ- ୫୭ର ଅର୍ଜୁଣ୍ଡାଛକରେ ରାସ୍ତାରେ ଆସୁଥିବା ଜଣେ ବୃଦ୍ଧାଙ୍କୁ ଏକ ଅଜଣାଗାଡି ଧକ୍କା ଦେଇଥିଲା । ଘଟଣାସ୍ଥଳରେ ହିଁ ସେହି ବୃଦ୍ଧାଙ୍କର ମୃତ୍ୟୁ ହୋଇଥିଲା । ଫଳରେ ଉତ୍ତେଜିତ ଲୋକମାନେ ଅର୍ଜୁଣ୍ଡାଛକରେ ଛକରେ ରାସ୍ତା ଅବରୋଧ କରି ଧାରଣା ଦେଇଥିଲେ। ଏହି ରାସ୍ତାରେ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ଲୋକମାନେ ଭୟରେ ଯିବା ଆସିବା କରୁଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   31-Oct-2026
  ଜିଲ୍ଲା  
ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   31-Oct-2026
  ଜିଲ୍ଲା  
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   31-Oct-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ   31-Oct-2026
  ଜିଲ୍ଲା  
*ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   31-Oct-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   31-Oct-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   31-Oct-2026

You Might Also Like