-+91-9937148622 |

prerana_bgr@rediffmail.com |

  Wednesday 28th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||     

HOME   ଜିଲ୍ଲା

ନର୍ଲା ରୁ ରାଜଧାନୀ କୁ ଗଲା ବିଭିନ୍ନ ଉନ୍ନୟନ ସମସ୍ୟା ଓ ଦୁର୍ନୀତି କୁ ନେଇ ଅଭିଯୋଗ

18-Jul-2024



ନର୍ଲା (ଚିନ୍ତାମଣି ନାଏକ )
କଳାହାଣ୍ଡି ଜିଲ୍ଲା ନର୍ଲା ନିର୍ଵାଚନ ମଣ୍ଡଳୀ ଅଧୀନସ୍ଥ ନର୍ଲା ମ. ରାମପୁର, କର୍ଲାମୁଣ୍ଡା, ଓ କେସିଙ୍ଗା ଆଦି ବ୍ଲକ ରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଅନେକ ବିଭାଗ ରେ ଅଧାପନ୍ତରିଆ ହୋଇ ପଡିରହିବା ଏବଂ ବହୁ ଦୁର୍ନୀତି ହୋଇଥିବା ଅଭିଯୋଗ କଳାହାଣ୍ଡି ରୁ ଯାଇ ରାଜ୍ୟ ସରକାର ଙ୍କ ପାଖରେ  ପହଞ୍ଚିଛି ସୂଚନା ଅନୁଯାୟୀ ନର୍ଲା ପ୍ରେସ ଆସୋସିଏସନ ର ସଭାପତି ଦୀପକ କୁମାର ସାହୁ ଙ୍କ ନେତୃତ୍ୱରେ ଏକ ଷୋହଲ ଜଣିଆ ଦଳ ଭୁବନେଶ୍ୱର ଅଭିମୁଖେ ଯାଇ ପ୍ରଥମେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଙ୍କୁ ସାକ୍ଷାତ କରି ନର୍ଲା ନିର୍ବାଚନ ମଣ୍ଡଳୀ ରେ ବର୍ଷ ବର୍ଷ ଧରି ପଡିରହିଥିବା ଅନେକ ପ୍ରସ୍ତାବିତ ପ୍ରକଳ୍ପ ଅଧା ପନ୍ତରିଆ ହୋଇ ପଡିରହିଥିବା ଅବଗତ କରାଇଥିଲେ ତନ୍ମଧ୍ୟରେ ନର୍ଲା ଚପଟ ଖଣ୍ଡା ଠାରେ ଲୋକୋ ମେଟିଭ ବିଦ୍ୟୁତ ରେଳ ଇଂଜିନ ମରାମତି କାରଖାନା ଅନ୍ୟତମ ଅଟେ ତତ ସଙ୍ଗେ ସଙ୍ଗେ ନର୍ଲା ଠାରେ ଆଇଟିଆଇ ନର୍ସିଙ୍ଗ ଟ୍ରେନିଂ ଭଲି ବୈଷୟିକ ଶିକ୍ଷା ଅନୁଷ୍ଠାନ ଖୋଲିବା ପାଇଁ ପ୍ରେସ କ୍ଲବ ପକ୍ଷରୁ ରାଜ୍ୟ ସରକାର ଙ୍କୁ ଲିଖିତ ଭାବରେ ଜଣାଇଛନ୍ତି ଏବଂ ଛତିକୁଡା ଠାରୁ ନର୍ଲା କୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗର ରାସ୍ତା ଓ ବ୍ରିଜ କାର୍ଯ୍ୟ ଦୀର୍ଘ ତିନିବର୍ଷ ଧରି ଅହେତୁକ ବିଳମ୍ବ ହେଉଥିବା ମଧ୍ୟ ଅବଗତ କରାଯାଇଛି

ଏହି ପ୍ରତିନିଧି ଦଳ ନୂତନ ସରକାର ଙ୍କ ମନ୍ତ୍ରୀମଣ୍ଡଳ ର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ମାନ୍ୟବର ନିତ୍ୟାନନ୍ଦ ଗଣ୍ଡ ଙ୍କୁ ଭେଟି ଶିକ୍ଷା ବିଭାଗ 5T ସ୍କୁଲ ରୁପାରନ୍ତରିକରଣ କାର୍ଯ୍ୟରେ ହୋଇଥିବା ଦୁର୍ନୀତି ଓ ଦୀର୍ଘ ବର୍ଷ ଧରି ଚାଲିଆସୁଥିବା ସ୍କୁଲ ପୋଷାକ ଜୋତା ଯୋଗାଣ ରେ ହେଉଥିବା ଦୁର୍ନୀତି ଏବଂ ସ୍କୁଲ ମଧ୍ୟାହ୍ନ ଭୋଜନ ଚାଉଳ ବାଟ ମାରଣା ହେଉଥିବା ଅଭିଯୋଗ ଆଣିଛନ୍ତି  ସମସ୍ତ ଦୁର୍ନୀତି ର ତଦନ୍ତ ଏକ ଉଚ୍ଚ ସ୍ତରୀୟ କ୍ଷମତା ସମ୍ପନ୍ନ କମିଟି ଦ୍ୱାରା କରାଯିବା ପାଇଁ ମାନ୍ୟବର ମନ୍ତ୍ରୀ ଙ୍କୁ ଅବଗତ କରାଯାଇଛି ଏବଂ ତା ସହିତ ଅଂଚଳର ଖଣିଜ ସମ୍ପଦ ଦୁରୁପଯୋଗ ବିଷୟରେ ମାନ୍ୟବର ଖଣିଜ ଓ ପରିବହନ ମନ୍ତ୍ରୀ ବିଭୁତି ଜେନା ଓ ମାନ୍ୟବର ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଙ୍କୁ ଭେଟି ଦୀର୍ଘ ସମୟରଧରି ନର୍ଲା ନିର୍ବାଚନ ମଣ୍ଡଳୀ ର ବିଭିନ୍ନ ସମସ୍ୟା ର ସମାଧାନ ନିମନ୍ତେ ଆଲୋଚନା ହୋଇଥିଲା ତିନି ବିଭାଗୀୟ ମନ୍ତ୍ରୀ ଙ୍କ ସମେତ ରାଜ୍ୟ ଭାଜପା ସଭାପତି ମଧ୍ୟ ନିଷ୍ଠା ଓ ହୃଦୟର ସହିତ ସମସ୍ତ ବିଷୟ ଭଲ ଭାବରେ ପଡି ତତ ସଂଲଗ୍ନ ବିଭାଗୀୟ ମନ୍ତ୍ରୀ ଓ ସଚିବ ମାନଙ୍କୁ ଅବଗତ କରି ସମସ୍ୟା ର ସମାଧାନ ନିମନ୍ତେ ରାଜ୍ୟ ସରକାର ତତ୍ପର ଥିବା ପ୍ରକାଶ କରିଛନ୍ତି ଏବଂ ନର୍ଲା ଅଂଚଳରେ ହୋଇଥିବା ସମସ୍ତ ଦୁର୍ନୀତି ବିଷୟରେ ମଧ୍ୟ ଖୁବ କମ ସମୟ ମଧ୍ୟରେ ଆପଣ ମାନଙ୍କ ଉପସ୍ଥିତି ରେ ଏକ ଉଚ୍ଚ ସ୍ତରୀୟ ତଦନ୍ତ କରାଯିବ ଏବଂ ଯେତେ ପ୍ରଭାଵଶାଳୀ ବ୍ୟକ୍ତି ଓ ଅଧିକାରୀ ହେଲେମଧ୍ୟ ଦୁର୍ନୀତି ରେ ସମୃକ୍ତ ଥିଲେ ତାଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସମ୍ପୃକ୍ତ ମନ୍ତ୍ରୀ ମାନେ ଦୃଢୋକ୍ତି ପ୍ରକାଶ କରିବା ସହ ସ୍ଥାନୀୟ ଲୋକ ପ୍ରତିନିଧି ମାନଙ୍କ କାର୍ଯ୍ୟକୁ ଆପଣ ମାନେ ନିଷ୍ଠା ର ସହିତ ସରକାର ଙ୍କ ଦୃଷ୍ଟି କୁ ଆଣିଥିବାରୁ ଏହା ଏକ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟ ବୋଲି କହି ନର୍ଲା ପ୍ରେସ ଆସୋସିଏସନ ସଭାପତି ସମ୍ପାଦକ ତଥା ସମସ୍ତ ସଦସ୍ୟ ଙ୍କୁ ଧନ୍ୟବାଦ ଜଣାଇଥିଲେ


News Comment




Photo in News

Advertisment
Lastest News
  ରାଜ୍ୟ  
ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ   28-Oct-2026
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026

You Might Also Like