-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||      କଟକ ବାଲିଯାତ୍ରା ତଳ ପଡ଼ିଆରେ ପ୍ରେମୀଯୁଗଳ ଏବଂ ମଦୁଆଙ୍କ ସହିତ ପିସିଆର ଭ୍ୟାନ୍ ର ଲୁଚିକାଳୀ ଖେଳେ ।   (05-Jun-2026)       ||     

HOME   ଜିଲ୍ଲା

ବାହୁଡ଼ା ରଥଯାତ୍ରା ଦେଖିବାକୁ ଯାଇ ଆଉ ଘରକୁ ବାହୁଡ଼ି ପାରିଲେ ନାହିଁ ବେଣୁ

19-Jul-2024



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ଆଜି ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ଅଞ୍ଚଳରେ ଶେଷ ବାହୁଡ଼ା ରଥଯାତ୍ରା ପାଳନ ହୁଏ ଖପ୍ରାଖୋଲ ଥାନା ଗମ୍ଭାରୀ ପଞ୍ଚାୟତ କ୍ରିନ୍ଦ୍ରିଟାଲ ଗ୍ରାମ ରେ।ସେହି ବାହୁଡ଼ା ଯାତ୍ରା ର ଆନନ୍ଦ ନେବାକୁ ଅଞ୍ଚଳର ହଜାର ରୁ ଅଧିକ ଲୋକଙ୍କ ଭିଡ଼ ଜମିଥାଏ। ସେହି ବାହୁଡ଼ା ଯାତ୍ରା ର ଆନନ୍ଦ ନେବାକୁ ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଳକ ଅନ୍ତର୍ଗତ ଗମ୍ଭାରୀ ଗ୍ରାମ ପଞ୍ଚାୟତ ବୈଜଳସାଗର ଗାଁ ର ବେଣୁ ବରିହା (୫୫) ସାଇକେଲ ଯୋଗେ ଯାଇଥିଲେ। ବାହୁଡ଼ା ଯାତ୍ରା ଦେଖି ସାରି ସନ୍ଧ୍ୟା ୭:୦୦ ଟା ସମୟରେ ସାଇକେଲ ଯୋଗେ ଘରକୁ ବାହୁଡ଼ି ଆସୁଥିବା ବେଳେ ଖପ୍ରାଖୋଲ ପଟରୁ ଯାଉଥିବା ଏକ ପିକ ଅପ ଭ୍ୟାନ OD 03 V 3460   ଗାଡ଼ି ଦ୍ରୁତ ଗତିରେ ଯାଇ ବେଣୁ ବରିହା ଙ୍କୁ ପିଟି ଦେଇଥିଲା । ଘଟଣା ସ୍ଥଳରେ ହିଁ ବେଣୁ ଆଖି ବୁଜି ଦେଇଥିବା ବେଳେ ଉକ୍ତ ଗାଡ଼ି କୁ ଅଞ୍ଚଳର ଲୋକମାନେ କାବୁ କରି ଖପ୍ରାଖୋଲ ପୋଲିସ ରେ ଜମା ଦେଇଛନ୍ତି। ଉକ୍ତ ଗାଡ଼ି ର ଡ୍ରାଇଭର ହେଲପର କୁ ଖପ୍ରାଖୋଲ ଥାନା ରେ ଅଟକ ରଖାଯାଇଛି ଏବଂ ବେଣୁ ବରିହା ଙ୍କ ମୃତଦେହ କୁ ମେଡିକାଲ ନିଆଯାଇଛି। ବେଣୁ ଜଣେ ଗରିବ ଶ୍ରମିକ ହୋଇଥିବାରୁ ତାଙ୍କ ତିନି ପୁଅ ଭାଙ୍ଗି ପଡିଛନ୍ତି। ମୃତକଙ୍କ ପରିବାରକୁ କିଛି ସରକାର ଙ୍କ ପକ୍ଷରୁ କ୍ଷତିପୂରଣ ଦିଆଯିବା ସହ ଅପରାଧୀ ମାନଙ୍କୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026
  ଜିଲ୍ଲା  
ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   05-Jun-2026

You Might Also Like