-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ ସମ୍ବଲପୁରୀ ଦିନ ପାଳନ ପାଇଁ ମୁଖ୍ଯମନ୍ତ୍ରୀ କେନ୍ଦ୍ରମନ୍ତ୍ରୀ, ଅନ୍ୟ ମନ୍ତ୍ରୀଗଣ ଙ୍କୁ ନିମନ୍ତ୍ରଣ*

19-Jul-2024



*ରାଜ୍ୟସ୍ତରୀୟ ସମ୍ବଲପୁରୀ ଦିନ ପାଳନ ପାଇଁ ମୁଖ୍ଯମନ୍ତ୍ରୀ କେନ୍ଦ୍ରମନ୍ତ୍ରୀ, ଅନ୍ୟ ମନ୍ତ୍ରୀଗଣ ଙ୍କୁ ନିମନ୍ତ୍ରଣ*
#ସମ୍ବଲପୁରୀ ସଂସ୍କୃତି ର ସୁରକ୍ଷା ପାଇଁ ଗୁରୁଶ୍ରୀ ସତ୍ଯ ନାରାୟଣ ସମ୍ବଲପୁରୀ ଐତିହ୍ୟ କେନ୍ଦ୍ର ସ୍ଥାପନ ପାଇଁ ଅନୁରୋଧ ।
#ସମ୍ବଲପୁରୀ ଦିନ କୁ ସରକାରି କ୍ୟାଲେଣ୍ଡର ରେ ସ୍ଥାନ ଦେବାକୁ ଅନୁରୋଧ ।
ସମ୍ବଲପୁର .( ସଂଜୀବପାଣିଗ୍ରାହୀ) - ସମ୍ବଲପୁରୀ ଭାଷା ସାହିତ୍ୟ ସଂସ୍କୃତିର ପ୍ରଚାରକ ଗୁରୁ ସତ୍ୟନାରାୟୟଣ ବହିଦାରଙ୍କ ଜନ୍ମଦିନ ଅଗଷ୍ଟ ୧ ତାରିଖରେ ସମ୍ବଲପୁରରେ ହେବାକୁ ଥିବା ରାଜ୍ଯ ସ୍ତରୀୟ  ସମ୍ବଲପୁରୀ ଦିନ ପାଳନ ପାଇଁ ଗୁରୁବାର  ମୁଖ୍ଯମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀଙ୍କୁ    ପଶ୍ଚିମାଞ୍ଚଳ ଏକତା ମଞ୍ଚ ତରଫରୁ ନିମନ୍ତ୍ରଣ କରାଯାଇଛି।  ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ରାଜ୍ୟ ସଚିବାଳୟ ସ୍ଥିତ ମୁଖ୍ଯମନ୍ତ୍ରୀ କାର୍ଯ୍ୟଲୟରେ ସାକ୍ଷାତ କରି ସମ୍ବଲପୁରରେ ହେବାକୁ ଥିବା ରାଜ୍ଯ ସ୍ତରୀୟ  ସମ୍ବଲପୁରୀ ଦିନରେ ଅତିଥି ଭାବେ ସାମିଲ ହେବାକୁ ନିମନ୍ତ୍ରଣ କରାଯାଇ ଥିଲା । ଏହା ସହ ମୁଖ୍ଯମନ୍ତ୍ରୀଙ୍କୁ ସମ୍ବଲପୁରୀ ଭାଷା ସାହିତ୍ୟ ସଂସ୍କୃତି ପରମ୍ପରା ଐତିହ୍ୟ ର ପ୍ରଚାର ପ୍ରସାର ଦିଗରେ ଅବଦାନ ବିଷୟ ରେ ଅବଗତ କରାଯାଇ ଥିଲା । ତାଙ୍କର ସ୍ମୁତିରେ  ସମ୍ବଲପୁର ଗୁରୁଶ୍ରୀ ସତ୍ଯ ନାରାୟଣ ଉଦ୍ୟାନ ରେ ଗୁରୁଶ୍ରୀ ସତ୍ଯ ନାରାୟଣ ସମ୍ବଲପୁରୀ ଐତିହ୍ୟ କେନ୍ଦ୍ର ନିର୍ମାଣ କରିବା ପାଇଁ ଅନୁରୋଧ କରାଯାଇ ଥିଲା ।
     ସେହିପରି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, ରାଜସ୍ବ ମନ୍ତ୍ରୀ ସୁରେଶ ପୁଜାରୀ, ରାଜ୍ୟ ସଂସ୍କୃତି ମନ୍ତ୍ରୀ ସୁର୍ଯ୍ୟବଂଶୀ ସୁରଜ, ଗ୍ରାମ୍ୟ ଉନ୍ନୟନ ତଥା ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ, ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର, ରେଙ୍ଗାଲି ର ପୁର୍ବତନ ବିଧାୟକ ନାଉରୀ ନାୟକ ପ୍ରମୁଖଙ୍କୁ ଭେଟି ସମ୍ବଲପୁରୀ ଦିନ ରେ ଅତିଥି ଭାବରେ ସାମିଲ ହେବାକୁ ନିମନ୍ତ୍ରଣ କରାଯାଇ ଥିଲା । 
      ସୁଚନା ଯୋଗ୍ୟ ଯେ, ଗୁରୁଶ୍ରୀ ବହିଦାରଙ୍କ ଜନ୍ମ ଶତବାର୍ଷିକୀ ବର୍ଷ ୨୦୧୩ ଠାରୁ  ପଶ୍ଚିମାଞ୍ଚଲ ଏକତା ମଞ୍ଚ ପକ୍ଷରୁ ସମ୍ବଲପୁରୀ ଦିନ ପାଳନ ଆରମ୍ଭ ହୋଇଥିଲା । ବିଗତ ୧୧ ବର୍ଷ ମଧ୍ୟରେ ଦେଶ ଏବଂ ଦେଶ ବାହାରେ ମଧ୍ୟ ସମ୍ବଲପରୀ ଦିନ ବେଶ ଲୋକପ୍ରୀୟତା ହାସିଲ କରି ପାରିଛି । ତେବେ ସମ୍ବଲପୁରରେ ରାଜ୍ଯ ସ୍ତରୀୟ ସମ୍ବଲପୁରୀ ଦିନ ମହା ସମାରୋହରେ ପାଲିତ ହେଉଥିବା ବେଲେ ଚଲିତ ବର୍ଷ ଏହି ଅବସରରେ ଗୁରୁଶ୍ରୀ ବହିଦାରଙ୍କର ପ୍ରତିମୁର୍ତ୍ତି ସ୍ଥାପନ କରାଯିବାର ଯୋଜନା ରହିଛି । 
     ପଶ୍ଚିମାଞ୍ଚଲ ଏକତା ମଞ୍ଚର ଆବାହକ ଭବାନୀଶ ଭୋଇ, ମଞ୍ଚ ର ମୁଖ୍ୟ ସଂଯୋଜକ ମାନସ ରଞ୍ଜନ ବକ୍ସି , ସଂଗଠନ ସଂଯୋଜକ ସୁବୋଧ କୁମାର ଦୋରା ପ୍ରମୁଖ ଅତିଥି ମାନଙ୍କୁ ଭେଟି ନିମନ୍ତ୍ରଣ କରିବା ସହ ସମ୍ବଲପୁରୀ ଭାଷା ସଂସ୍କୃତିର ସୁରକ୍ଷା ସହ ଗୁରୁଶ୍ରୀ ସତ୍ଯ ନାରାୟଣ ବହିଦାର କର ସ୍ମୃତି ର ସୁରକ୍ଷା ପାଇଁ ଆଲୋଚନା କରିଥିଲେ ।


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like