-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||     

HOME   ଜିଲ୍ଲା

ଯୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ଲିଃ ପକ୍ଷରୁ ରକ୍ତଦାନ ଶିବିର

19-Jul-2024



କର୍ଲାମୁଣ୍ଡା(ପ୍ରଦୀପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ପଞ୍ଚାୟତ ସ୍ଥିତ ପ୍ରାଥମିକ କୃଷି ସମବାୟ ସମିତି ଲିଃ ଯୋରାଡଵରା ପକ୍ଷରୁ ଶୁକ୍ରବାର  ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟ କ୍ରମରେ ମୁଖ୍ୟ ଅତିଥି ଭାବେ ନର୍ଲା ନିର୍ବାଚନ ମଣ୍ଡଳୀ ବିଧାୟିକା ମନୋରମା ମହାନ୍ତି, ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ, ନର୍ଲା ପଞ୍ଚାୟତ ସମିତି ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତି,ବି ଆର ସି ଏସ ପ୍ରମୋଦ କୁମାର ସାହୁ,ଏ ଆର ସି ଏସ ମଧୁ ସୂଦନ ମେହେର ,ସମବାୟ ସମିତିର ସଭାପତି ଦେବରାଜ ରଣା, ସମାଜ ସେବୀ ଗୋବିନ୍ଦ ପ୍ରସାଦ ଶତପଥୀ ,ପଲମ ପଞ୍ଚାୟତ ପୂର୍ବତନ ସରପଞ୍ଚ ମହେନ୍ଦ୍ର ଭୋଇ ଯୋଗ ଦେଇ ରକ୍ତ ଦାତା ମାନଙ୍କୁ ଉତ୍ସାହିତ କରିଥିଲେ। ଏଥିରେ ମୋଟ ୪୨ ୟୂନିଟ ରକ୍ତ ସଂଗୃହୀତ ହୋଇଥିଲା ରକ୍ତ ଦାନ ଶିବିର ରେ ,ସମିର ରାଉତ, ,ଭୈରବ ସାହୁ,ଅମର ବେହେରା, ସମ୍ପାଦକ ସୁମନ୍ତ ସାହୁ,ଡିଇଓ ସଂଜୟ ସାହୁ,ରିଙ୍କୁ ସାହୁ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026

You Might Also Like