-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ଜଗନ୍ନାଥ ଙ୍କ ଡୋରୀ ଲାଗିଲା* - *ସୁବର୍ଣ୍ଣପୁର ରୁ ପୁରୀ ଶ୍ରୀକ୍ଷେତ୍ର କୁ ରଥ କାଠ ଗଲା*- *ଏ ପବିତ୍ର ମାଟି ଧନ୍ୟ ହେଲା*-   (13-Apr-2026)       ||      *ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||     

HOME   ଜିଲ୍ଲା

ଭିଜିଲାନ୍ସ କବଜାରେ ଗୋଳାମୁଣ୍ଡା ବ୍ଲକ ବୃନ୍ଦାବହାଲ ସରପଞ୍ଚ, ନଗଦ 5.4 ଲକ୍ଷ ଟଙ୍କା ସହିତ ବୋଲେରୋ ଜବତ

20-Jul-2024



କଳାହାଣ୍ଡି(ଦୁଷ୍ମନ୍ତ କୁମାର ପଣ୍ଡା ): କଳାହାଣ୍ଡି ଜିଲ୍ଲା ର ଗୋଳାମୁଣ୍ଡା ବ୍ଲକ ଅନ୍ତର୍ଗତ ବୃନ୍ଦାବହାଲ ସରପଞ୍ଚ ଦିନେଶ କୁମାର ରାଉତ ଙ୍କୁ ନଗଦ ୫.୪ ଲକ୍ଷ ଟଙ୍କା ସହିତ ଧରିଲା ଭିଜିଲାନ୍ସ ଟିମ୍ । ସରପଞ୍ଚ ଦୀନେଶ କୁମାର ରାଉତ  ଗୋଲାମୁଣ୍ଡାରୁ ବୃନ୍ଦାବାହାଲ ଅଭିମୁଖେ ନିଜର ଓଡ଼ି୦୮ସି୫୩୩୫ ନମ୍ବର  ବୋଲେରୋ ଗାଡିରେ ଟଙ୍କା ସହିତ ଘରକୁ ଯାଉଥିବା ବେଳେ ଖାଲିଆକାନି ନିକଟରେ ଓଡିଶା ଭିଜିଲାନ୍ସର ଏକ ଟିମ୍ ତାଙ୍କୁ ଅଟକାଇଥିଲା। ତାଙ୍କ ପାଖରୁ ସନ୍ଦେହଜନକ ଭାବେ ନଗଦ ୫.୪ ଲକ୍ଷ ଟଙ୍କା ମିଳିଥିବାର ଜଣାପଡିଛି ।  ଶ୍ରୀ ରାଉତ ସନ୍ତୋଷଜନକ ହିସାବ ଦେଇନପାରିବାରୁ ତାଙ୍କଠାରୁ  ଟଙ୍କା ଜବତ କରାଯାଇଥିବା ଜଣାପଡିକିଛି ।  ତାଙ୍କ ବୋଲେରୋ ଗାଡି ମଧ୍ୟ ଜବତ ହୋଇଥିବା ଜଣାପଡିଛି । ଏସଂକ୍ରାନ୍ତରେ ଭିଜିଲାନ୍ସ ଟିମ୍ ଶ୍ରୀ ରାଉତଙ୍କୁ ଅଟକ ରଖି ତାଙ୍କ ଘର ସହିତ ଅନ୍ୟ କେତେକ ସ୍ଥାନରେ ଚଢ଼ାଉ କରି ତଦନ୍ତ ଜାରି ରଖିଛି ଭିଜିଲାନ୍ସ ଟିମ୍ । ନିକଟ ଅତୀତରେ ସରପଞ୍ଚ ଇଂ ଦିନେଶ କୁମାର ରାଉତ ନିଜେ କିଛି ଉନ୍ନୟନ ମୂଳକ କାର୍ଯ୍ୟ କରିଥିବା ବେଳେ ସେଥିର ବିଳ ହୋଇଥିବା କୁହାଯାଉଥିବା ବେଳେ ବିଭାଗୀୟ ସୂତ୍ରରେ ହେଉଥିବା କାର୍ଯ୍ୟ କିପରି ଭାବେ ସରପଞ୍ଚ ନିଜେ ସମ୍ପାଦନ କରୁଥିଲେ ତାହା ସନ୍ଦେହ ଜନକ । ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ରଙ୍କ ଅତ୍ୟନ୍ତ ଘନିଷ୍ଠ ଭାବେ ଜଣାଶୁଣା ଦିନେଶ କୁମାର ରାଉତ ବିଜେଡିର ଜିଲ୍ଲା ସାଧାରଣ ସମ୍ପାଦକ ଭାବେ ମଧ୍ୟ କାର୍ଯ୍ୟ କରୁଥିବା ଜଣାପଡିଛି । ଖବର ଲେଖା ହେବା ପର୍ଯ୍ୟନ୍ତ କୁ ଭିଜିଲାନ୍ସ ଟିମ ଦ୍ବାରା ତଦନ୍ତ ଚାଲିଥିବା ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ଡୋରୀ ଲାଗିଲା* - *ସୁବର୍ଣ୍ଣପୁର ରୁ ପୁରୀ ଶ୍ରୀକ୍ଷେତ୍ର କୁ ରଥ କାଠ ଗଲା*- *ଏ ପବିତ୍ର ମାଟି ଧନ୍ୟ ହେଲା*-   13-Apr-2026
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026

You Might Also Like