-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||     

HOME   ରାଜ୍ୟ

 ବରିଷ୍ଠ ଆଇନଜୀବୀଙ୍କୁ ମିଳିଲା ବଡ଼ ଦାୟିତ୍ୱ, ପୀତାମ୍ବରଙ୍କୁ ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି

20-Jul-2024



ଭୁବନେଶ୍ବର(ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ):ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ହେଲେ ଆଡଭୋକେଟ ଜେନେରାଲ । ପୀତାମ୍ବରଙ୍କୁ ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ହେଉଛନ୍ତି ପୀତାମ୍ବର । ୨୦୧୯ରେ ସେ ବିଜେପି ଟିକେଟରେ ହିଞ୍ଜିଳିରୁ ନିର୍ବାଚନ ଲଢି ତତକାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କଠାରୁ ପରାସ୍ତ ହୋଇଥିଲେ । ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବାର ମାସେ ଅତିକ୍ରମ କରିଛି । ଆଜି ଯାଏଁ ଏଜି ନିଯୁକ୍ତି ହୋଇ ନଥିବାରୁ ବିଭିନ୍ନ ମହଲରୁ ଉଦବେଗ ପ୍ରକାଶ ପାଉଥିଲା ଏପରିକି ବରିଷ୍ଠ ରାଜନେତା ବିଜୟ ମହାପାତ୍ର ଏନେଇ ପ୍ରଶ୍ନ କରିଥିଲେ। ବିରୋଧୀ ବିଜେଡି ମଧ୍ୟ ସରକାରଙ୍କୁ ଘେରିଥିଲା। କାରଣ, ଆଡଭୋକେଟ୍ ଜେନେରାଲ ଏକ ସାମ୍ୱିଧାନିକ ପଦବି। ଏକାଧିକ ବରିଷ୍ଠ ଆଇନଜୀବୀ ଲବିରେ ଥିବାରୁ ନିଷ୍ପତ୍ତି ବିଳମ୍ୱ ହୋଇଥିଲା। ମୋହନ ସରକାର ଶେଷରେ ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ପୀତାମ୍ୱର ଆଚାର୍ଯ୍ୟଙ୍କ ନାଁରେ ମୋହର ମାରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026

You Might Also Like